Key highlights of Prime Minister Shri Narendra Modi’s address from the ramparts of the Red Fort on the occasion of the 80th Independence Day
August 15th, 04:44 pm
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.ପରିବର୍ତ୍ତନର ୧୨ ବର୍ଷ: ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ପ୍ରଗତିକୁ ଉଲ୍ଲେଖ କଲେ ପ୍ରଧାନମନ୍ତ୍ରୀ
August 15th, 01:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଗତ ୧୨ ବର୍ଷ ମଧ୍ୟରେ ଭାରତର ପରିବର୍ତ୍ତନ ଉପରେ ଆଲୋକପାତ କରିଥିଲେ। ଏହା ସହିତ ଉତ୍ପାଦନ, ଡିଜିଟାଲ୍ ଭିତ୍ତିଭୂମି, ମୌଳିକ ସୁବିଧା, ଶକ୍ତି ସୁରକ୍ଷା, ଯୁବ ସଶକ୍ତିକରଣ, ନବସୃଜନ, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ହୋଇଥିବା ପ୍ରଗତିର ରୂପରେଖ ପ୍ରସ୍ତୁତ କରିଥିଲେ।The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ଚଣ୍ଡୀଗଡ଼ରେ ₹୪,୭୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
July 17th, 01:45 pm
ପ୍ରାୟ ଦେଢ଼ ବର୍ଷ ପୂର୍ବେ ଦେଶର ନ୍ୟାୟ ବ୍ୟବସ୍ଥାରେ କରାଯାଇଥିବା ଐତିହାସିକ ଏବଂ ବ୍ୟାପକ ପରିବର୍ତ୍ତନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପନିବେଶବାଦୀ ଦଣ୍ଡମୂଳକ ଆଇନରୁ ନ୍ୟାୟକେନ୍ଦ୍ରିକ ବ୍ୟବସ୍ଥାକୁ ଦେଶ ରୂପାନ୍ତରିତ ହୋଇଛି। “ଭାରତୀୟ ନ୍ୟାୟ ସଂହିତାର କାର୍ଯ୍ୟାନ୍ୱୟନ ଚଣ୍ଡିଗଡ଼ରୁ ହିଁ ଆରମ୍ଭ ହୋଇଥିଲା,” ବୋଲି ଶ୍ରୀ ମୋଦୀ ମତ ଦେଇଥିଲେ।ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
June 28th, 02:02 pm
ତାଙ୍କ ଦ୍ୱାରା “Guardian of the Blue Horizon” ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଏବଂ ୧୪୦ କୋଟି ଭାରତବାସୀଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ। ମୁଁ ଏହି ସମ୍ମାନକୁ ନମ୍ରତାର ସହ ଗ୍ରହଣ କରି, ସେହି ସମସ୍ତ ଦେଶକୁ ସମର୍ପିତ କରୁଛି, ଯେଉଁମାନେ ଜଳବାୟୁ ପରିବର୍ତ୍ତନର ଆହ୍ୱାନ ବିରୋଧରେ ଲଢୁଛନ୍ତି ଏବଂ ପରିବେଶ ସୁରକ୍ଷାକୁ ଆଗାମୀ ପିଢ଼ି ପ୍ରତି ନିଜର ଦାୟିତ୍ୱ ବୋଲି ମନେ କରୁଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ପଶ୍ଚିମ ଏସିଆ ସଂଘର୍ଷ ଉପରେ ଲୋକସଭାରେ ପ୍ରଦତ୍ତ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 02:15 pm
ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଏହା ଭାରତ ପାଇଁ ସୃଷ୍ଟି କରୁଥିବା ଆହ୍ବାନ ବିଷୟରେ କହିବାକୁ ମୁଁ ଏହି ମହାନ ସଦନକୁ ଆସିଛି। ପଶ୍ଚିମ ଏସିଆର ପରିସ୍ଥିତି ବର୍ତ୍ତମାନ ଚିନ୍ତାଜନକ। ଗତ ଦୁଇରୁ ତିନି ସପ୍ତାହ ଧରି, ଜୟଶଙ୍କର ଜୀ ଏବଂ ହରଦୀପ ପୁରୀ ଜୀ ଏହି ବିଷୟ ଉପରେ ସଦନକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି। ଏହି ସଙ୍କଟ ବର୍ତ୍ତମାନ ତିନି ସପ୍ତାହରୁ ଅଧିକ ସମୟ ଧରି ଜାରି ରହିଛି। ଏହା ବିଶ୍ୱ ଅର୍ଥନୀତି ଏବଂ ଲୋକଙ୍କ ଜୀବନ ଉପରେ ଗଭୀର ପ୍ରଭାବ ପକାଉଛି। ତେଣୁ, ସମଗ୍ର ବିଶ୍ୱ ସମସ୍ତ ପକ୍ଷଙ୍କୁ ଏହି ସଙ୍କଟର ଯଥାଶୀଘ୍ର ସମାଧାନ କରିବାକୁ ଅନୁରୋଧ କରୁଛି।PM Modi addresses the Lok Sabha on the ongoing conflict in West Asia
March 23rd, 02:00 pm
Amid the West Asia conflict, PM Modi addressed the Lok Sabha and remarked that the whole world is urging all parties to work towards the earliest possible resolution of this crisis. Listing the various initiatives taken by the government to assist affected citizens, he reaffirmed India’s unwavering commitment to humanity and peace. He called upon the nation to remain united and cautioned against those who may seek to exploit the situation.Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 19th, 07:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱସ୍ତରୀୟ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଗତ ତିନି ଦିନ ଧରି, ପାରମ୍ପରିକ ଔଷଧ କ୍ଷେତ୍ରରେ ବିଶ୍ୱର ବିଶେଷଜ୍ଞମାନେ ଗମ୍ଭୀର ଏବଂ ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଏହି ଉଦ୍ଦେଶ୍ୟରେ ଭାରତ ଏକ ଦୃଢ଼ ମଞ୍ଚ ଭାବରେ କାର୍ଯ୍ୟ କରୁଥିବାରୁ ସେ ଖୁସି ପ୍ରକାଶ କରି ଏହି ପ୍ରକ୍ରିୟାରେ ‘ହୁ’ର ସକ୍ରିୟ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ସମ୍ମିଳନୀର ସଫଳ ଆୟୋଜନ ପାଇଁ ହୁ, ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ।ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି
August 27th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ‘ପ୍ରଧାନମନ୍ତ୍ରୀ ଉଠାଦୋକାନୀ ଆତ୍ମନିର୍ଭର ନିଧି (ପିଏମ ସ୍ୱନିଧି) ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧିକୁ ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ ଅନୁମୋଦନ କରାଯାଇଛି। ଏହି ଯୋଜନାରେ ମୋଟ୍ ବ୍ୟୟବରାଦ ୭,୩୩୨ କୋଟି ଟଙ୍କା ଅଟେ। ପୁନର୍ଗଠିତ ଯୋଜନାର ଲକ୍ଷ୍ୟ ହେଉଛି ୫୦ ଲକ୍ଷ ନୂଆ ହିତାଧିକାରୀଙ୍କ ସମେତ ୧.୧୫ କୋଟି ହିତାଧିକାରୀଙ୍କୁ ଲାଭ ପହଞ୍ଚାଇବା।ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୯ତମ ସ୍ୱାଧୀନତା ଦିବସ ଅଭିଭାଷଣ : ବିକଶିତ ଭାରତ ୨୦୪୭ ପାଇଁ ଏକ ଦୂରଦୃଷ୍ଟି
August 15th, 11:58 am
୭୯ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ ତାଙ୍କର ଦୀର୍ଘତମ ଏବଂ ନିର୍ଣ୍ଣାୟକ ଅଭିଭାଷଣ ପ୍ରଦାନ କରିଥିଲେ, ଯାହା ୧୦୩ ମିନିଟ ପର୍ଯ୍ୟନ୍ତ ଚାଲିଥିଲା ଏବଂ ୨୦୪୭ ମସିହା ସୁଦ୍ଧା ଏକ ସମୃଦ୍ଧ ଭାରତ ପାଇଁ ଏକ ସାହସିକ ରୋଡମ୍ୟାପ ପ୍ରସ୍ତୁତ କରିଥିଲା। ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ତୀକ୍ଷ୍ଣ ଧ୍ୟାନ ଦେଇ ପ୍ରଧାନମନ୍ତ୍ରୀ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ରାଷ୍ଟ୍ରରୁ ବିଶ୍ୱ ସ୍ତରରେ ଆତ୍ମବିଶ୍ୱାସୀ, ବୈଷୟିକ ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସଶକ୍ତ ଦେଶ ଭାବେ ଭାରତର ଯାତ୍ରା ଉପରେ ଆଲୋକପାତ କରିଥିଲେ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହିତ ସାମ୍ବାଦିକ ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 05th, 11:30 am
ଆଜି ରାଷ୍ଟ୍ରପତି ଦିଶାନାୟକଙ୍କ ଦ୍ୱାରା 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଏହି ପୁରସ୍କାର କେବଳ ମୋତେ ସମ୍ମାନିତ କରି ନାହିଁ, ବରଂ ୧୪୦ କୋଟି ଭାରତୀୟଙ୍କୁ ସମ୍ମାନିତ କରିଛି। ଏହା ଏକ ଶ୍ରଦ୍ଧାଞ୍ଜଳି । ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଐତିହାସିକ ସମ୍ପର୍କ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରିଛି।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।The people of Delhi have suffered greatly because of AAP-da: PM Modi during Mera Booth Sabse Mazboot programme
January 22nd, 01:14 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.