ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
November 23rd, 12:45 pm
ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
November 23rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।୭୯ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣର ମୁଖ୍ୟାଂଶ
August 15th, 03:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଲାଲକିଲ୍ଲାରୁ ୭୯ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିଛନ୍ତି। ଶ୍ରୀ ମୋଦୀଙ୍କ ଅଭିଭାଷଣ ଲାଲକିଲ୍ଲାରୁ ସବୁଠାରୁ ଲମ୍ବା ଏବଂ ନିର୍ଣ୍ଣାୟକ ଅଭିଭାଷଣ ଥିଲା, ଯାହା ୧୦୩ ମିନିଟ୍ ଧରି ଥିଲା, ଯେଉଁଥିରେ ସେ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ଆତ୍ମନିର୍ଭରଶୀଳତା, ନବସୃଜନ ଏବଂ ନାଗରିକ ସଶକ୍ତିକରଣ ଉପରେ ଧ୍ୟାନ କେନ୍ଦ୍ରିତ କରିଥିଲା । ଏହା ମଧ୍ୟ ଅନ୍ୟ ଉପରେ ନିର୍ଭରଶୀଳ ଦେଶରୁ ବିଶ୍ୱସ୍ତରୀୟ ଆତ୍ମବିଶ୍ୱାସୀ, ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ଏବଂ ଆର୍ଥିକ ଦୃଷ୍ଟିରୁ ସ୍ଥିର ଦେଶ ହେବା ପାଇଁ ଭାରତର ଯାତ୍ରାକୁ ଆଲୋକପାତ କରିଥିଲା।୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 07:00 am
ସ୍ୱାଧୀନତାର ଏହି ମହାନ ପର୍ବ ହେଉଛି ୧୪୦ କୋଟି ଭାରତୀୟଙ୍କ ସଂକଳ୍ପର ପର୍ବ। ସ୍ୱାଧୀନତାର ଏହି ପର୍ବ ସାମୂହିକ ସିଦ୍ଧି ଓ ଗୌରବର ମୁହୂର୍ତ୍ତ ଏବଂ ଏହା ସମସ୍ତଙ୍କ ହୃଦୟକୁ ଉତ୍ସାହରେ ପରିପୂର୍ଣ୍ଣ କରି ଦେଇଛି। ଦେଶ ଏକତାର ଭାବନାକୁ ଏହା ନିରନ୍ତର ମଜବୁତ କରୁଛି। ଆଜି, ୧୪୦ କୋଟି ଦେଶବାସୀ ତ୍ରିରଙ୍ଗା ରଙ୍ଗରେ ରଙ୍ଗିତ। ଘରେ ଘରେ ତ୍ରିରଙ୍ଗା, ଭାରତର ପ୍ରତ୍ୟେକ କୋଣରୁ, ତାହା ମରୁଭୂମି ହେଉ ଅବା ହିମାଳୟର ଶିଖର ହେଉ, ସମୁଦ୍ର କୂଳ ହେଉ ଅବା ଘନ ଜନବସତି ଅଞ୍ଚଳ, ସବୁଠି ସମାନ ପ୍ରତିଧ୍ୱନି ଓ ସମାନ ଜୟଗାନ ଶୁଭୁଛି । ଆମ ପାଇଁ ଆମ ଜୀବନଠାରୁ ଅଧିକ ପ୍ରିୟ ମାତୃଭୂମିର ଜୟଗାନ ଚାରିଆଡ଼େ ଶୁଭୁଛି ।India celebrates 79th Independence Day
August 15th, 06:45 am
PM Modi, in his address to the nation on the 79th Independence day paid tribute to the Constituent Assembly, freedom fighters, and Constitution makers. He reiterated that India will always protect the interests of its farmers, livestock keepers and fishermen. He highlighted key initiatives—GST reforms, Pradhan Mantri Viksit Bharat Rozgar Yojana, National Sports Policy, and Sudharshan Chakra Mission—aimed at achieving a Viksit Bharat by 2047. Special guests like Panchayat members and “Drone Didis” graced the Red Fort celebrations.India is not a follower but a first mover: PM Modi in Bengaluru
April 20th, 04:00 pm
Prime Minister Narendra Modi addressed public meetings in Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.PM Modi addresses public meetings in Chikkaballapur & Bengaluru, Karnataka
April 20th, 03:45 pm
Prime Minister Narendra Modi addressed public meetings in Chikkaballapur and Bengaluru, Karnataka. Speaking to a vibrant crowd, he highlighted the achievements of the NDA government and outlined plans for the future.ଶ୍ରୀଲଙ୍କା ଏବଂ ମରିସସ୍ରେ ୟୁପିଆଇ ସେବାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 12th, 01:30 pm
ଭାରତ ମହାସାଗର କ୍ଷେତ୍ରର ତିନୋଟି ବନ୍ଧୁ ରାଷ୍ଟ୍ର ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର । ଆମର ଦୀର୍ଘଦିନର ଐତିହାସିକ ସମ୍ପର୍କକୁ ବୃଦ୍ଧି କରିବା ପାଇଁ ଆମେ ଆଧୁନିକ ଡିଜିଟାଲ୍ ସଂଯୋଗ ସ୍ଥାପନ କରୁଛୁ । ଏହି ପଦକ୍ଷେପ ଜନସାଧାରଣଙ୍କ ପ୍ରଗତି ପ୍ରତି ଆମର ଅତୁଟ ସମର୍ପଣକୁ ଦର୍ଶାଉଛି । ଫିନଟେକ୍ ଯୋଗାଯୋଗ ମାଧ୍ୟମରେ ଆମେ କେବଳ ସୀମାପାର କାରବାରକୁ ବୃଦ୍ଧି କରିବାକୁ ନୁହେଁ , ବରଂ ସୀମାରେ ପାରସ୍ପରିକ ସମ୍ପର୍କକୁ ସୁଦୃଢ଼ କରିବାକୁ ଲକ୍ଷ୍ୟ ରଖିଛୁ । ୟୁପିଆଇ ନାମରେ ପରିଚିତ ଭାରତର ୟୁନିଫାଇଡ୍ ପେମେଣ୍ଟ୍ ଇଣ୍ଟରଫେସ୍ ଏବେ ଏକ ନୂଆ ଭୂମିକା ନିର୍ବାହ କରୁଛି , ଅର୍ଥାତ୍ ୟୁନିଟିଂ ପାର୍ଟନର୍ସ ୱିଥ ଇଣ୍ଡିଆ (ଭାରତ ସହିତ ଭାଗୀଦାରୀକୁ ଏକାଠି କରିବା ) ଆରମ୍ଭ କରୁଛି ।ମରିସସ୍ ପ୍ରଧାନମନ୍ତ୍ରୀ ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ଭାବେ ୟୁପିଆଇ ସେବା ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
February 12th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କାର ରାଷ୍ଟ୍ରପତି ଶ୍ରୀ ରାନିଲ ବିକ୍ରମସିଂହେ ଏବଂ ମରିସସର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବୀନ୍ଦ ଜୁଗନାଥଙ୍କ ସହ ମିଳିତ ଭାବେ ଶ୍ରୀଲଙ୍କା ଏବଂ ମରିସସରେ ୟୁନିଫାଇଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ସେବା ଏବଂ ମରିସସରେ ରୁପେ କାର୍ଡ ସେବାର ଶୁଭାରମ୍ଭ କରିଛନ୍ତି ।ଜି-୨୦ ଡିଜିଟାଲ ଅର୍ଥନୀତି ମନ୍ତ୍ରୀସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
August 19th, 11:05 am
ମୁଁ ‘ନମ୍ମୋ ବେଙ୍ଗାଲୁରୁ'ରେ ଆପଣମାନଙ୍କୁ ସ୍ୱାଗତ କରୁଛି। ଏହା ଏକ ଏମିତି ସହର ବିଜ୍ଞାନ, ବୈଷୟିକ ଜ୍ଞାନକୌଶଳ ଏବଂ ଉଦ୍ୟୋଗର ଭାବନାର ଘର ଅଟେ । ଡିଜିଟାଲ ଅର୍ଥନୀତି ବିଷୟରେ ଆଲୋଚନା କରିବା ପାଇଁ ବେଙ୍ଗାଲୁରୁ ଠାରୁ ଭଲ ସ୍ଥାନ ଆଉ ନାହିଁ!ପ୍ରଧାନମନ୍ତ୍ରୀଙ୍କ ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକରେ ଉଦ୍ବୋଧନ
August 19th, 09:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୯-୦୮-୨୦୨୩) ବେଙ୍ଗାଲୁରୁଠାରେ ଆରମ୍ଭ ହୋଇଥିବା ଜି-୨୦ ଡିଜିଟାଲ ଅର୍ଥବ୍ୟବସ୍ଥା ମନ୍ତ୍ରୀ ସମୂହ ବୈଠକକୁ ଆଭାସୀ ଜରିଆରେ ସମ୍ବୋଧନ କରିଛନ୍ତି ।ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
August 18th, 02:15 pm
ଭାରତର ୧୪୦ କୋଟି ଲୋକଙ୍କ ତରଫରୁ, ମୁଁ ଆପଣମାନଙ୍କୁ ଭାରତ ଏବଂ ମୋର ନିଜ ରାଜ୍ୟ ଗୁଜରାଟକୁ ସ୍ୱାଗତ କରୁଛି । ଆପଣଙ୍କୁ ସ୍ୱାଗତ କରିବା ରେ ମୋ ସହିତ ଭାରତରେ ୨.୪ ନିୟୁତ ଡାକ୍ତର, ୩.୫ ନିୟୁତ ନର୍ସ, ୧.୩ ନିୟୁତ ପାରାମେଡିକ୍ସ, ୧.୬ ନିୟୁତ ଫାର୍ମାସିଷ୍ଟ ଏବଂ ଅନ୍ୟ ଲକ୍ଷ ଲକ୍ଷ ଲୋକ ଅଛନ୍ତି ।ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 18th, 01:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ
March 04th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ନୂଆଦିଲ୍ଲୀ ଠାରେ ଶ୍ରୀ ବିଲ୍ ଗେଟ୍ସଙ୍କୁ ଭେଟିଛନ୍ତି ।ଜୀବନଯାପନରେ ସୁଗମତା ପାଇଁ ପ୍ରଯୁକ୍ତି ଶୀର୍ଷକ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣର ମୂଳ ପାଠ
February 28th, 10:05 am
ଜାତୀୟ ବିଜ୍ଞାନ ଦିବସରେ ଆଜିର ବଜେଟ ୱେବିନାରର ବିଷୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ । ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ଭାରତ ନିଜ ନାଗରିକମାନଙ୍କୁ ଟେକ୍ନୋଲୋଜିର ଶକ୍ତି ସହିତ କ୍ରମାଗତ ଭାବରେ ସଶକ୍ତ କରୁଛି । ବିଗତ କିଛିବର୍ଷ ମଧ୍ୟରେ ଆମର ସରକାରଙ୍କ ପ୍ରତ୍ୟକ ବଜେଟରେ ଟେକ୍ନୋଲୋଜି ସାହାଯ୍ୟରେ ଦେଶବାସୀଙ୍କ ଜୀବନଧାରଣରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ବର୍ଷର ବଜେଟରେ ମଧ୍ୟ ଆମେ ମାନବ ସ୍ପର୍ଶ ସହିତ ଟେକ୍ନୋଲୋଜିକୁ ପ୍ରାଥମିକତା ଦେବାକୁ ଚେଷ୍ଟା କରିଛୁ ।‘ପ୍ରଯୁକ୍ତି ଜରିଆରେ ସହଜ ଜୀବନଧାରଣ’ ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 28th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଯୁକ୍ତି ବ୍ୟବହାର କରି ସହଜ ଜୀବନଧାରଣ’ ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ୨୦୨୩ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିବା ଯୋଜନାଗୁଡ଼ିକର ପ୍ରଭାବୀ କାର୍ଯ୍ୟକାରିତା ପାଇଁ ମତାମତ ଓ ପରାମର୍ଶ ଲୋଡ଼ିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଉଥିବା ୧୨ଟି ବଜେଟ୍ ପରବର୍ତ୍ତୀ ୱେବିନାର ଶୃଙ୍ଖଳା ମଧ୍ୟରୁ ଏହା ହେଉଛି ପଞ୍ଚମ ୱେବିନାର।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବର ମୂଳପାଠ
February 08th, 04:00 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତି ଜୀଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଜଣାଉଛି ଏବଂ ଏହା ମୋର ସୌଭାଗ୍ୟ ରହିଛି ଯେ ମୋତେ ପୂର୍ବରୁ ମଧ୍ୟ ଅନେକ ଥର ରାଷ୍ଟ୍ରପତି ଜୀଙ୍କ ଅଭିଭାଷଣ ଉପରେ ଧନ୍ୟବାଦ କରିବାର ଅବସର ମିଳିଛି । କିନ୍ତୁ ଏଥର ମୁଁ ଧନ୍ୟବାଦ ସହିତ ରାଷ୍ଟ୍ରପତି ମହୋଦୟା ଜୀଙ୍କର ଅଭିନନ୍ଦନ ମଧ୍ୟ କରିବାକୁ ଚାହୁଁଛି । ରାଷ୍ଟ୍ରପତି ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ଭାଷଣରେ ଆମ ସମସ୍ତଙ୍କର ଏବଂ କୋଟି କୋଟି ଦେଶବାସୀଙ୍କର ମାର୍ଗଦର୍ଶନ କରିଛନ୍ତି । ଗଣତନ୍ତ୍ରର ମୁଖ୍ୟ ଭାବରେ ତାଙ୍କରଉପସ୍ଥିତି ଐତିହାସିକ ମଧ୍ୟ ଅଟେ ଏବଂ ଦେଶର କୋଟି କୋଟି ଭଉଣୀ-ଝିଅମାନଙ୍କ ପାଇଁ ବହୁତ ବଡ଼ ପ୍ରେରଣାର ଅବସର ମଧ୍ୟ ଅଟେ ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ
February 08th, 03:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।କେରଳର ଲୋକମାନେ ବର୍ତ୍ତମାନ ବିଜେପିକୁ ଏକ ନୂତନ ଆଶା ଭାବରେ ଦେଖୁଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
September 01st, 04:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ପ୍ରଧାନମନ୍ତ୍ରୀ ମୋଦୀ କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି
September 01st, 04:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।