ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀ ମାନ୍ୟବର ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
March 28th, 09:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀ ମାନ୍ୟବର ଯୁବରାଜ ମହମ୍ମଦ ବିନ୍ ସଲମାନଙ୍କ ସହ ଆଲୋଚନା ଏବଂ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ବିଷୟରେ କଥାବାର୍ତ୍ତା କରିଛନ୍ତି। ଶ୍ରୀ ମୋଦୀ ଆଞ୍ଚଳିକ ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣର ନିନ୍ଦା କରିବା ଏବଂ ଜାହାଜ ଚଳାଚଳ ସ୍ୱାଧୀନତା ସୁନିଶ୍ଚିତ କରିବା ଏବଂ ଜଳ ମାର୍ଗ ଖୋଲା ଏବଂ ସୁରକ୍ଷିତ ରଖିବାର ଆବଶ୍ୟକତା ଉପରେ ଭାରତର ମତ ଦୋହରାଇଛନ୍ତି। ସାଉଦି ଆରବରେ ଭାରତୀୟ ସମ୍ପ୍ରଦାୟର କଲ୍ୟାଣ ପାଇଁ ତାଙ୍କର ନିରନ୍ତର ସମର୍ଥନ ପାଇଁ ତାଙ୍କୁ ଧନ୍ୟବାଦ ବୋଲି ଶ୍ରୀ ମୋଦୀ କହିଛନ୍ତି।କୁଏତର ଯୁବରାଜଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 06:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର ଯୁବରାଜ ମହାମହିମ ଶେଖ୍ ସବାହ୍ ଅଲ୍-ଖାଲିଦ୍ ଅଲ୍-ହମାଦ୍ ଅଲ୍-ମୁବାରକ୍ ଅଲ୍-ସବାହଙ୍କ ସହ ଆଲୋଚନା କରି ଶୁଭେଚ୍ଛା ଜଣାଇବା ସହିତ ଆଞ୍ଚଳିକ ସୁରକ୍ଷା ବିକାଶର ସମୀକ୍ଷା କରିଥିଲେ।କୁଏତର କ୍ରାଉନ ପ୍ରିନ୍ସଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
March 03rd, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର କ୍ରାଉନ୍ ପ୍ରିନ୍ସ ଶେଖ ସେବାହ ଅଲ୍-ଖାଲିଦ ଅଲ୍-ହମଦ ଅଲ୍-ମୁବାରକ ଅଲ୍-ସବାହଙ୍କ ସହ ଏକ ଫଳପ୍ରଦ ଟେଲିଫୋନ ଆଲୋଚନା କରିଥିଲେ ।ସାଉଦି ଆରବ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
April 22nd, 08:30 am
ମଙ୍ଗଳବାରଠାରୁ ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତେବେ ସାଉଦି ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଦେଶ ଉଦ୍ଦେଶ୍ୟରେ ନିଜ ଅଭିଭାଷଣ ରଖିଛନ୍ତି । ସାଉଦି କ୍ରାଉନ ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ପ୍ରିନ୍ସ ମହମ୍ମଦ ବିନ ସଲମନଙ୍କ ସ୍ୱତନ୍ତ୍ର ନିମନ୍ତ୍ରଣରେ ମୋଦୀ ସାଉଦି ଗସ୍ତ କରୁଥିବା କହିଛନ୍ତି ।ଦୁବାଇର କ୍ରାଉନ ପ୍ରିନ୍ସ, ୟୁଏଇର ଉପପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
April 08th, 05:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁବାଇର କ୍ରାଉନ ପ୍ରିନ୍ସ, ଉପପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶେଖ୍ ହମଦାନ ବିନ୍ ମହମ୍ମଦ ବିନ୍ ରସିଦ୍ ଅଲ୍ ମକ୍ତୁମଙ୍କୁ ସ୍ୱାଗତ କରିଥିଲେ ।କୁଏତର କ୍ରାଉନ୍ ପ୍ରିନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
December 22nd, 05:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର କ୍ରାଉନ୍ ପ୍ରିନ୍ସ ଶେଖ୍ ସବା ଲ୍-ଖାଲିଦ୍ ଅଲ୍-ହମଦ୍ ଅଲ୍-ମୁବାରକ ଅଲ୍-ସବାଙ୍କ ସହ ସାକ୍ଷାତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୨୦୨୪ ରେ ୟୁଏନ୍ଜିଏ ଅଧିବେଶନ ଅବସରରେ କ୍ରାଉନ୍ ପ୍ରିନ୍ସଙ୍କ ସହ ହୋଇଥିବା ତାଙ୍କର ସାକ୍ଷାତକୁ ମନେ ପକାଇଥିଲେ ।PM Modi meets with Crown Prince of Kuwait
September 23rd, 06:30 am
PM Modi met with His Highness Sheikh Sabah Khaled Al-Hamad Al-Mubarak Al-Sabah, Crown Prince of the State of Kuwait, in New York. Prime Minister conveyed that India attaches utmost importance to its bilateral relations with Kuwait. Both leaders recalled the strong historical ties and people-to-people linkages between the two countries.