'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।ଆଇଏନଏସ ବିକ୍ରାନ୍ତରେ ସଶସ୍ତ୍ର ବାହିନୀ ସହିତ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 10:30 am
ଆଜି ଏକ ସୁନ୍ଦର ଦିନ, ଏହି ମୁହୂର୍ତ୍ତ ସ୍ମରଣୀୟ, ଏହି ଦୃଶ୍ୟ ଆଶ୍ଚର୍ଯ୍ୟଜନକ। ଆଜି ମୋର ଗୋଟିଏ ଦିଗରେ ଅଥଳ ସମୁଦ୍ରର ଜଳରାଶି ତ ଅନ୍ୟ ପଟେ ମା' ଭାରତୀର ବୀର ଯବାନମାନଙ୍କର ଅକଳନୀୟ ସାମର୍ଥ୍ୟ ରହିଛି । ଆଜି ମୋର ଗୋଟିଏ ପଟେ ଅନନ୍ତ କ୍ଷିତିଜ ବ୍ୟାପି ରହିଛି, ଅନନ୍ତ ଆକାଶ ରହିଛି, ତ ଅନ୍ୟ ପଟେ ଅନନ୍ତ ଶକ୍ତିକୁ ଧରି ରଖିଥିବା ଏହି ବିଶାଳ, ବିରାଟ ଆଇଏନଏସ ବିକ୍ରାନ୍ତ ରହିଛି । ସମୁଦ୍ରର ଜଳରାଶି ଉପରେ ସୂର୍ଯ୍ୟଙ୍କ କିରଣ ଏହି ଚମକ ଗୋଟିଏ ପଟେ ବୀର ଯବାନମାନଙ୍କ ଦ୍ୱାରା ଜଳା ଯାଇଥିବା ଦୀପାବଳିର ପ୍ରଦୀପମାଳା ରହିଛି । ଏହା ଆମର ଅଲୌକିକ ଦୀପମାଳାର ସମାହାର, ମୋର ସୌଭାଗ୍ୟ ଯେ ଏଥର ମୁଁ ନୌସେନାର ଆପଣମାନଙ୍କ ସମସ୍ତ ବୀର ଯବାନମାନଙ୍କ ଗହଣରେ ପବିତ୍ର ଦୀପାବଳି ପର୍ବ ପାଳନ କରୁଛି।ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ
October 20th, 10:00 am
ନୂଆଦିଲ୍ଲୀ,୨୧.୧୦.୨୦୨୫: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଏନଏସ ବିକ୍ରାନ୍ତରେ ଦୀପାବଳି ପାଳନ ସମୟରେ ସଶସ୍ତ୍ର ବାହିନୀର କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ଆଜିର ଏହି ଦିନକୁ ଏକ ସୁନ୍ଦର ଦିନ, ସୁନ୍ଦର ମୁହୂର୍ତ୍ତ ଏବଂ ଚମତ୍କାର ଦୃଶ୍ୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି, ଏକ ପାର୍ଶ୍ଵରେ ବିଶାଳ ସମୁଦ୍ର ଏବଂ ଅନ୍ୟପଟେ ଭାରତ ମାତାର ସାହସୀ ସୈନିକମାନଙ୍କର ଅପାର ଶକ୍ତି ରହିଛି। ସେହିପରି ଗୋଟିଏ ପାର୍ଶ୍ୱରେ ଅସୀମ ଦିଗନ୍ତ ଏବଂ ଅସୀମ ଆକାଶ ଥିବାବେଳେ, ଅନ୍ୟ ପାର୍ଶ୍ୱରେ ଆଇଏନଏସ ବିକ୍ରାନ୍ତର ବିଶାଳ ଶକ୍ତି ପ୍ରଦର୍ଶନ କରାଯାଉଛି, ଯାହା ଅସୀମ ଶକ୍ତିକୁ ମୂର୍ତ୍ତିମନ୍ତ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମୁଦ୍ରରେ ସୂର୍ଯ୍ୟକିରଣର ଚମକ ଦୀପାବଳି ସମୟରେ ବୀର ସୈନିକମାନଙ୍କ ଦ୍ୱାରା ପ୍ରଜ୍ଜ୍ୱଳିତ ଦୀପ ସହିତ ସମାନ, ଯାହା ଆଲୋକର ଏକ ଦିବ୍ୟ ମାଳା ସୃଷ୍ଟି କରୁଛି। ଭାରତୀୟ ନୌସେନାର ସାହସୀ ସୈନିକଙ୍କ ମଧ୍ୟରେ ଏହି ଦୀପାବଳି ପାଳନ କରିବା ମୋର ସୌଭାଗ୍ୟ ବୋଲି ପ୍ରଧାନମନ୍ତ୍ରୀ ବର୍ଣ୍ଣନା କରିଛନ୍ତି।ପ୍ରତିଷ୍ଠା ଦିବସ ଅବସରରେ ସିଆରପିଏଫ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
July 27th, 09:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ସିଆର୍ପିଏଫର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ସିଆରପିଏଫ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସିଆର୍ପିଏଫ୍ କର୍ମଚାରୀମାନେ ଅତ୍ୟନ୍ତ କଠିନ ପରିସ୍ଥିତିରେ ସେମାନଙ୍କର କର୍ତ୍ତବ୍ୟ, ସାହସ ଏବଂ ଦୃଢ଼ ପ୍ରତିବଦ୍ଧତା ପାଇଁ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ।ପ୍ରତିଷ୍ଠା ଦିବସରେ ସିଆରପିଏଫ ଯବାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
July 27th, 10:07 am
ସିଆରପିଏଫର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଆରପିଏଫ ଯବାନମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ସେମାନଙ୍କୁ ଉତ୍ସର୍ଗୀକୃତ ମନୋଭାବ ଏବଂ ନିରନ୍ତର ଦେଶ ସେବା ବାସ୍ତବରେ ପ୍ରଶଂସନୀୟ ।PM Modi addresses public meetings in Madhya Pradesh’s Satna, Chhatarpur & Neemuch
November 09th, 11:00 am
The political landscape in Madhya Pradesh is buzzing as Prime Minister Narendra Modi takes centre-stage with his numerous campaign rallies ahead of the assembly election. Today, the PM addressed huge public gatherings in Satna, Chhatarpur & Neemuch. PM Modi said, “Your one vote has done such wonders that the courage of the country’s enemies has shattered. Your one vote is going to form the BJP government here again. Your one vote will strengthen Modi in Delhi.”ପ୍ରଧାନମନ୍ତ୍ରୀଙ୍କ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ
October 29th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ୩୦ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟା ବେଳେ ସେ ଅମ୍ବାଜୀ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିବେ । ପରେ ପରେ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ସେ ମେହେଶାନାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ୩୧ ତାରିଖ ସକାଳ ଆଠଟାରେ ଶ୍ରୀ ମୋଦୀ କେଭାଡିଆ ଯାଇ ଏକତା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସେଠାରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ । ସେ ମଧ୍ୟ ସେଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଉଦଘାଟନ ମଧ୍ୟ କରିବେ । ପରେ ପରେ ସେ ୯୮ତମ ଅଧିକାରୀମାନଙ୍କ ୯୮ତମ ସାଧାରଣ ମୂଳଦୁଆ ପାଠ୍ୟକ୍ରମ ଆରମ୍ଭ ୫.୦ରେ ଉଦବୋଧନ ଦେବେ ।ରୋଜଗାର ମେଳା ଅଧୀନରେ ଅଗଷ୍ଟ ୨୮ ତାରିଖରେ ସରକାରୀ ବିଭାଗ ଏବଂ ସଂଗଠନ ଗୁଡିକରେ ନବନିଯୁକ୍ତ ବ୍ୟକ୍ତି ମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
August 27th, 07:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଅଗଷ୍ଟ, ୨୦୨୩ ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀ ମାନଙ୍କୁ ସମ୍ବୋଧିତ କରିବେ ।ପ୍ରଧାନମନ୍ତ୍ରୀ ସିଆରପିଏଫ୍ ଯବାନଙ୍କୁ ଏହାର ସ୍ଥାପନା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି
July 27th, 06:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ସାହସୀ ସିଆରପିଏଫ୍ କର୍ମଚାରୀଙ୍କୁ ସିଆରପିଏଫ୍ ସ୍ଥାପନା ଦିବସରେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଆମ ଦେଶର ସୁରକ୍ଷାରେ ସେମାନଙ୍କ ପ୍ରତିବଦ୍ଧତା ବାସ୍ତବରେ ପ୍ରଶଂସନୀୟ ।୮୪ତମ ସିଆରପିଏଫ ଦିବସ ପ୍ୟାରେଡ ପାଇଁ ସିଆରପିଏଫକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 26th, 10:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ଜଗଦଲପୁର ସ୍ଥିତ ସିଆରପିଏଫ କ୍ୟାମ୍ପରେ ଆୟୋଜିତ ଚିତାକର୍ଷକ ଓ ପ୍ରଭାବଶାଳୀ ୮୪ତମ ସିଆରପିଏଫ ଦିବସ ପ୍ୟାରେଡ ପାଇଁ ସିଆରପିଏଫକୁ ଶୁଭେଚ୍ଛା ଜଣାଇଛନ୍ତି ।ଭାରତ ଗଣତନ୍ତ୍ରର ଜନନୀ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
January 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଏହା ୨୦୨୩ର ପ୍ରଥମ ‘ମନ୍ କି ବାତ୍’ ହୋଇଥିବା ସଙ୍ଗେ ସଙ୍ଗେ ଏହି କାର୍ଯ୍ୟକ୍ରମର ୯୭ତମ ଅଧ୍ୟାୟ । ଆପଣ ସମସ୍ତଙ୍କ ସହିତ ପୁଣିଥରେ କଥା ହୋଇ ମୋତେ ବହୁତ ଖୁସି ଲାଗୁଛି । ପ୍ରତିବର୍ଷ ଜାନୁଆରୀ ମାସଟି ବହୁତ ଘଟଣାବହୁଳ ହୋଇଥାଏ । ଏହି ମାସରେ ୧୪ ଜାନୁଆରୀ ପାଖାପାଖି ଉତ୍ତରରୁ ଦକ୍ଷିଣ ଯାଏଁ ଓ ପୂର୍ବରୁ ପଶ୍ଚିମ ଯାଏଁ ସାରା ଦେଶରେ ଉତ୍ସବର ଯାକଯମକ ଥାଏ। ଏହାପରେ ଦେଶ ନିଜର ଗଣତନ୍ତ୍ର ଉତ୍ସବ ମଧ୍ୟ ପାଳନ କରିଥାଏ। ଏଥର ମଧ୍ୟ ଗଣତନ୍ତ୍ର ଦିବସର ଅନେକ ଉଚ୍ଚପ୍ରଶଂସା ହେଉଛି। ଜୈସଲମେରରୁ ପୁଲକିତ ମୋତେ ଲେଖିଛନ୍ତି ଯେ, ଜାନୁଆରୀ ୨୬ର ପରେଡ୍ ସମୟରେ କର୍ତ୍ତବ୍ୟ ପଥର ନିର୍ମାଣ କରିଥିବା ଶ୍ରମିକମାନଙ୍କୁ ଦେଖି ବହୁତ ଭଲ ଲାଗିଲା । କାନପୁରରୁ ଜୟା ଲେଖିଛନ୍ତି ଯେ, ପରେଡରେ ସାମିଲ ହୋଇଥିବା ପ୍ରଜ୍ଞାପନ ମେଢ଼ଗୁଡ଼ିକରେ ଭାରତୀୟ ସଂସ୍କୃତିର ବିଭିନ୍ନ ରୂପକୁ ଦେଖି ଆନନ୍ଦ ଅନୁଭବ ହେଲା । ଏହି ପରେଡରେ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରିଥିବା ମହିଳା ଓଟ ସବାର୍ ଏବଂ କେନ୍ଦ୍ରୀୟ ରିଜର୍ଭ ପୁଲିସ ବାହିନୀର ମହିଳା ଦଳର ମଧ୍ୟ ଉଚ୍ଚ ପ୍ରଶଂସା ହେଉଛି ।ସିଆରପିଏଫ କର୍ମଚାରୀଙ୍କ ବୃକ୍ଷ ରୋପଣ ଅଭିଯାନକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
October 29th, 10:30 pm
ପ୍ରଧାନମନ୍ତ୍ରୀ ସିଆରପିଏଫ କର୍ମଚାରୀଙ୍କ ବୃକ୍ଷରୋପଣ ଅଭିଯାନକୁ ପ୍ରଶଂସା କରିଛନ୍ତି । ଏଥିରେ ବିଶ୍ୱନାଥ ଧାମ ଓ ଜ୍ଞାନବାପି ଠାରେ ସୁରକ୍ଷା ପାଇଁ ମୁତୟନ ସିଆରପିଏଫ ଜୱାନମାନେ ୭୫ ହଜାର ବୃକ୍ଷ ରୋପଣ ସାମିଲ ରହିଛି । ଏହି ଉଦ୍ୟମ ସାରା ଦେଶ ପାଇଁ ଏକ ଉଦାହରଣ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ସ୍ଥାପନା ଦିବସ ଅବସରରେ ସିଆରପିଏଫ କର୍ମଚାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
July 27th, 09:02 am
ସ୍ଥାପନା ଦିବସ ଅବସରରେ ସମସ୍ତ ସିଆରପିଏଫ କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ଦେଓଘର ଉଦ୍ଧାର ଅଭିଯାନରେ ସମ୍ପୃକ୍ତମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତାର ମୂଳପାଠ
April 13th, 08:01 pm
ଆମ ସହ ସାମିଲ ହୋଇଥିବା ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ମହୋଦୟ, ସାଂସଦ ଶ୍ରୀ ନିଶିକାନ୍ତ ଦୁବେ ମହୋଦୟ, ସ୍ୱରାଷ୍ଟ୍ର ସଚିବ, ସ୍ଥଳ ସେନା ମୁଖ୍ୟ, ବାୟୁ ସେନା ମୁଖ୍ୟ, ଝାଡଖଣ୍ଡର ପୁଲିସ ମହାନିର୍ଦ୍ଦେଶକ, ଏନଡିଆରଏଫ ମହାନିର୍ଦ୍ଦେଶକ, ଆଇଟିବିପି ମହାନିର୍ଦ୍ଦେଶକ, ସ୍ଥାନୀୟ ପ୍ରଶାସନର ସହକର୍ମୀ, ଆମ ସହ ଯୋଡି ହୋଇଥିବା ସମସ୍ତ ସାହସୀ ଯବାନ, କମାଣ୍ଡୋ, ପୁଲିସ କର୍ମଚାରୀ, ଅନ୍ୟ ବନ୍ଧୁଗଣ,ଦେଓଘର ଉଦ୍ଧାର ଅଭିଯାନରେ ସାମିଲ ହୋଇଥିବା ଲୋକଙ୍କ ସହ ବାର୍ତ୍ତାଳାପ କଲେ ପ୍ରଧାନମନ୍ତ୍ରୀ ମୋଦୀ
April 13th, 08:00 pm
ନୂଆଦିଲ୍ଲୀ,୧୪/୪: ଦେଓଘର କେବଲ କାର୍ ଦୁର୍ଘଟଣା ସମୟରେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିବା ଆଇଏଏଫ, ଭାରତୀୟ ସେନା, ଏନଡିଆରଏଫ, ଆଇଟିବିପିର କର୍ମଚାରୀ, ସ୍ଥାନୀୟ ପ୍ରଶାସନ ଏବଂ ନାଗରିକ ସମାଜର ଲୋକଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାବ ବିନିମୟ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅମିତ ଶାହ, ସାଂସଦ ଶ୍ରୀ ନିଶିକାନ୍ତ ଦୁବେ, ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସଚିବ, ଚିଫ ଅଫ ଆର୍ମି ଷ୍ଟାଫ, ଚିଫ ଅଫ ଏୟାର ଷ୍ଟାଫ, ଏନଡିଆରଏଫ ଡିଜି, ଆଇଟିବିପି ଡିଜି ପ୍ରମୁଖ ଉପସ୍ଥିତ ଥିଲେ ।Parivarvadi groups looted poor's ration, BJP ended their game: PM Modi in Barabanki
February 23rd, 12:44 pm
Prime Minister Narendra Modi addressed massive election rallies in Uttar Pradesh’s Barabanki and Kaushambi. Addressing the public meeting he said, “Development of people of Uttar Pradesh gives speed to development of India. The ability of the people of UP enhances the ability of the people of India. But for several decades in UP, the dynasty-oriented governments did not do justice to the ability of UP.”PM Modi campaigns in Uttar Pradesh’s Barabanki and Kaushambi
February 23rd, 12:40 pm
Prime Minister Narendra Modi addressed massive election rallies in Uttar Pradesh’s Barabanki and Kaushambi. Addressing the public meeting he said, “Development of people of Uttar Pradesh gives speed to development of India. The ability of the people of UP enhances the ability of the people of India. But for several decades in UP, the dynasty-oriented governments did not do justice to the ability of UP.”We are committed to free Tea, Tourism and Timber from the controls of mafia: PM Modi in Siliguri
April 10th, 12:31 pm
Addressing a massive rally ahead of fifth phase of election in West Bengal’s Siliguri, Prime Minister Narendra Modi today said, “The entire North Bengal has announced that TMC government is going and BJP government is coming. Today, the entire nation is proud to see the willpower of the people of Bengal. This willpower is of the ‘Ashol Poriborton’. This willpower is the power of ‘Sonar Bangla’.”PM Modi addresses public meetings at Siliguri and Krishnanagar, West Bengal
April 10th, 12:30 pm
PM Modi addressed two mega rallies ahead of fifth phase of election in West Bengal’s Siliguri and Krishnanagar. “The entire North Bengal has announced that TMC government is going and BJP government is coming. Today, the entire nation is proud to see the willpower of the people of Bengal. This willpower is of the ‘Ashol Poriborton’. This willpower is the strength of ‘Sonar Bangla’,” he said in Siliguri rally.ମନର କଥା ୨.୦ (ଏକବିଂଶ ଅଧ୍ୟାୟ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
February 28th, 11:00 am
During Mann Ki Baat, PM Modi, while highlighting the innovative spirit among the country's youth to become self-reliant, said, Aatmanirbhar Bharat has become a national spirit. PM Modi praised efforts of inpiduals from across the country for their innovations, plantation and biopersity conservation in Assam. He also shared a unique sports commentary in Sanskrit.