୨୩ ଜାନୁଆରୀରେ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

January 22nd, 02:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀ ୨୦୦୬ରେ କେରଳ ଗସ୍ତ କରିବେ । ସକାଳ ପ୍ରାୟ ୧୦:୪୫ ସମୟରେ ପ୍ରଧାନମନ୍ତ୍ରୀ ଥିରୁବନନ୍ତପୁରମରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

The Genome India Project marks a defining moment in the country's biotechnology landscape: PM

January 09th, 06:38 pm

PM Modi delivered his remarks at the start of the Genome India Project. “Genome India Project is an important milestone in the biotechnology revolution”, exclaimed Shri Modi. He noted that this project has successfully created a perse genetic resource by sequencing the genomes of 10,000 inpiduals from various populations.

ଜେନୋମଇଣ୍ଡିଆ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

January 09th, 05:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଜେନୋମଇଣ୍ଡିଆ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ନିଜର ମତାମତ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଆଜି ଭାରତ ଗବେଷଣା କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଜେନୋମଇଣ୍ଡିଆ ପ୍ରକଳ୍ପକୁ ୫ ବର୍ଷ ପୂର୍ବେ ମଞ୍ଜୁରୀ ମିଳିଥିଲା ଏବଂ ଆମର ବୈଜ୍ଞାନିକମାନେ କୋଭିଡ ମହାମାରୀ ଦ୍ୱାରା ସୃଷ୍ଟି ହୋଇଥିବା ଆହ୍ୱାନ ସତ୍ତ୍ୱେ କଠିନ ପରିଶ୍ରମ କରି ଏହି ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିଛନ୍ତି। ଆଇଆଇଏସସି, ଆଇଆଇଟି, ସିଏସଆଇଆର ଏବଂ ଡିବିଟି-ବ୍ରିକ୍ ଭଳି ୨୦ରୁ ଅଧିକ ପ୍ରତିଷ୍ଠିତ ଗବେଷଣା ଅନୁଷ୍ଠାନ ଏହି ଗବେଷଣାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ବୋଲି ଶ୍ରୀ ମୋଦୀ କହିଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ୧୦,୦୦୦ ଭାରତୀୟଙ୍କ ଜେନୋମ ସିକ୍ୱେନ୍ସକୁ ନେଇ ତଥ୍ୟ ଏବେ ଇଣ୍ଡିଆନ ବାୟୋଲୋଜିକାଲ ଡାଟା ସେଣ୍ଟରରେ ଉପଲବ୍ଧ ଅଛି । ଏହି ପ୍ରକଳ୍ପ ବାୟୋଟେକ୍ନୋଲୋଜି ଗବେଷଣା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିବା ସହ ପ୍ରକଳ୍ପ ସହିତ ଜଡ଼ିତ ସମସ୍ତ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

PM Modi Chairs CSIR Society Meeting

October 15th, 06:30 pm

Prime Minister Shri Narendra Modi, who is President of the Council of Scientific and Industrial Research (CSIR) chaired the meeting of CSIR Society at 7, Lok Kalyan Marg earlier today.

ସିଏସଆଇଆର ବୈଠକରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

June 04th, 10:28 am

କୌଣସି ଦେଶର ଶିଳ୍ପ ଯେତିକି ଉନ୍ନତ ଭାବରେ ବଜାର ସହ ଯୋଡି ହୋଇଥାଏ, ସମନ୍ୱୟ ରଖିଥାଏ, ଆନ୍ତଃ ସଂଯୋଗ ବ୍ୟବସ୍ଥା ରଖିଥାଏ, ସେହି ଦେଶରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ସେତିକି ଶୀର୍ଷ ସ୍ଥାନରେ ପହଂଚିିଥାଏ । ଆମ ଦେଶରେ ସିଏସଆଇଆର ବିଜ୍ଞାନ, ସମାଜ ଏବଂ ଶିଳ୍ପସଂସ୍ଥା ସହ ଏହି ବ୍ୟବସ୍ଥାକୁ ବଜାୟ ରଖିବା ପାଇଁ ଏକ ଆନୁଷ୍ଠାନିକ ବ୍ୟବସ୍ଥାର କାର୍ଯ୍ୟ କରୁଛି । ଆମର ଏହି ପ୍ରତିଷ୍ଠାନ ଦେଶକୁ କେତେ ପ୍ରଭିଭା ଦେଇଛି, କେତେ ବୈଜ୍ଞାନିକ ଦେଇଛି । ଶାନ୍ତିସ୍ୱରୂପ ଭଟ୍ଟନାଗରଙ୍କ ଭଳି ମହାନ ବୈଜ୍ଞାନିକ ଏହି ପ୍ରତିଷ୍ଠାନକୁ ନେତୃତ୍ୱ ଦେଇଥିଲେ । ମୁଁ ଯେବେ ବି ଆପଣମାନଙ୍କ ଗହଣକୁ ଆସିଛି ଏବଂ ଏଥିପାଇଁ ପ୍ରତ୍ୟେକ ଥର ଏହି ବିଷୟ ଉପରେ ଗୁରୁତ୍ୱ ଦେଇଛି ଯେ, ଯେତେବେଳେ କୌଣସି ଅନୁଷ୍ଠାନର ଏତେ ମହାନ୍ ପରମ୍ପରା ରହିଛି, ତାହାହେଲେ ଭବିଷ୍ୟତ ପାଇଁ ଏହାର ଦାୟିତ୍ୱ ମଧ୍ୟ ସେତିକି ବଢିଯାଉଛି । ଆଜି ମଧ୍ୟ ମୋର ଆଉ ଦେଶର, ଏପରିକି ମାନବ ଜାତିର ଆପଣ ସମସ୍ତଙ୍କଠାରୁ ଅନେକ କିଛି ଆଶା ରହିଛି, ବୈଜ୍ଞାନିକମାନଙ୍କଠାରୁ, ବୈଷୟିକବିତମାନଙ୍କଠାରୁ ଢେର୍ ଆଶା ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିଏସଆଇଆର ସୋସାଇଟିର ବୈଠକ ଅନୁଷ୍ଠିତ

June 04th, 10:27 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବୈଜ୍ଞାନିକ ଓ ଶିଳ୍ପ ଗବେଷଣା ପରିଷଦ (ସିଏସଆଇଆର) ସୋସାଇଟିର ବୈଠକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଯାଇଛି ।

ସିଏସଆଇଆର ସୋସାଇଟି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

June 03rd, 09:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 4 ଜୁନ୍ 2021 ସକାଳ 11 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସିଏସଆଇଆର ବୈଠକରେ ଅଧ୍ୟକ୍ଷତା କରିବେ । ଏହି ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

ନୂଆଦିଲ୍ଲୀରେ ଜାତୀୟ ମାପବିଦ୍ୟା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ

January 04th, 11:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମାପ ଓ ଓଜନ ସମାବେଶ 2021ରେ ଉଦ୍ଘାଟନ ଅଭିଭାଷଣ ଦେଇଛନ୍ତି । ଏହି ଅବସରରେ ସେ ଜାତୀୟ ଆଣବିକ ମାପକ ବା ଆଟୋମିକ୍‍ ଟାଇମ ସ୍କେଲ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ପ୍ରଣାଳୀକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଭିଡିଓ କନ୍‍ଫରେନ୍‍ସିଂ ବ୍ୟବସ୍ଥାରେ ଜାତୀୟ ପରିବେଶ ମାନ ପ୍ରୟୋଗଶାଳାର ଶିଳାନ୍ୟାସ କରିଛନ୍ତି । ଏହି ସମାବେଶ ଭାରତୀୟ ବୈଜ୍ଞାନିକ ଓ ଉଦ୍ୟୋଗିକ ଗବେଷଣା ପରିଷଦ ସିଏସ୍‍ଆଇଆର ଏବଂ ଜାତୀୟ ଭୌତିକ ପରୀକ୍ଷାଗାର ଏନ୍‍ପିଏଲ୍‍ର ମିଳିତ ଆନୁକୂଲ୍ୟରେ ନୂଆଦିଲ୍ଲୀଠାରେ ସଂପୃକ୍ତ ଦୁଇ ସଂସ୍ଥାର 75ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ହୋଇଛି । ଚଳିତବର୍ଷର ଏହି ଆୟୋଜନର ବାର୍ତ୍ତା ହେଲା ଦେଶର ସମାବେଶୀ ବିକାଶରେ ମାପ ଓ ଓଜନର ଭୂମିକା । ଏଥିରେ କେନ୍ଦ୍ରମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. ବିଜୟ ରାଘବନ ଉପସ୍ଥିତ ଥିଲେ ।

ଜାତୀୟ ମାପ ଓ ଓଜନ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‍ଘାଟନ ଅଭିଭାଷ

January 04th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମାପ ଓ ଓଜନ ସମାବେଶ 2021ରେ ଉଦ୍ଘାଟନ ଅଭିଭାଷଣ ଦେଇଛନ୍ତି । ଏହି ଅବସରରେ ସେ ଜାତୀୟ ଆଣବିକ ମାପକ ବା ଆଟୋମିକ୍‍ ଟାଇମ ସ୍କେଲ ଏବଂ ଭାରତୀୟ ନିର୍ଦ୍ଦେଶକ ଦ୍ରବ୍ୟ ପ୍ରଣାଳୀକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଭିଡିଓ କନ୍‍ଫରେନ୍‍ସିଂ ବ୍ୟବସ୍ଥାରେ ଜାତୀୟ ପରିବେଶ ମାନ ପ୍ରୟୋଗଶାଳାର ଶିଳାନ୍ୟାସ କରିଛନ୍ତି । ଏହି ସମାବେଶ ଭାରତୀୟ ବୈଜ୍ଞାନିକ ଓ ଉଦ୍ୟୋଗିକ ଗବେଷଣା ପରିଷଦ ସିଏସ୍‍ଆଇଆର ଏବଂ ଜାତୀୟ ଭୌତିକ ପରୀକ୍ଷାଗାର ଏନ୍‍ପିଏଲ୍‍ର ମିଳିତ ଆନୁକୂଲ୍ୟରେ ନୂଆଦିଲ୍ଲୀଠାରେ ସଂପୃକ୍ତ ଦୁଇ ସଂସ୍ଥାର 75ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ହୋଇଛି । ଚଳିତବର୍ଷର ଏହି ଆୟୋଜନର ବାର୍ତ୍ତା ହେଲା ଦେଶର ସମାବେଶୀ ବିକାଶରେ ମାପ ଓ ଓଜନର ଭୂମିକା । ଏଥିରେ କେନ୍ଦ୍ରମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଏବଂ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଡ. ବିଜୟ ରାଘବନ ଉପସ୍ଥିତ ଥିଲେ ।

ସିଏସଆଇଆର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

September 26th, 02:54 pm

ସିଏସଆଇଆରର ପ୍ରତିଷ୍ଠା ଦିବସରେ ଏହାର ସମସ୍ତ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

PM interacts with AYUSH practitioners

March 28th, 01:22 pm

Prime Minister Shri Narendra Modi today interacted with AYUSH sector practitioners via video conference.

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିଏସଆଇଆର ସୋସାଇଟି ବୈଠକ ଅନୁଷ୍ଠିତ

February 14th, 08:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀଠାରେ ସିଏସଆଇଆର ସୋସାଇଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।