List of Outcomes: Prime Minister’s State Visit to Uzbekistan

August 30th, 04:48 pm

PM Modi’s state visit to Uzbekistan resulted in the signing of MoUs across areas including culture, traditional medicine, geology and mineral resources, tourism, economy, environment and education. An important announcement was also made to elevate the India-Uzbekistan Strategic Partnership to a Comprehensive Strategic Partnership.

A stronger India-Uzbekistan partnership will be powerful force for peace, progress, prosperity in Central Asia: PM Modi at Joint Press Meet

August 30th, 01:30 pm

At the India-Uzbekistan Joint Press Meet, PM Modi praised President Shavkat Mirziyoyev for his positive and visionary outlook and deep friendship towards India. As bilateral ties are elevated to a Comprehensive Strategic Partnership, PM Modi announced a $5 billion trade target by 2030 and plans to enhance win-win cooperation in infrastructure development, while highlighting growing cooperation across sectors.

PM Modi calls on citizens to join the mission for a drug-free India in Mann Ki Baat

August 30th, 11:30 am

In this month’s Mann Ki Baat, PM Modi highlighted key events of August, including National Handloom Day, Independence Day and the Quit India Movement, along with upcoming festivals such as Janmashtami and Vishwakarma Puja, strengthening the resolve of patriotism and Vocal for Local. He also touched upon several important themes, including forest conservation, Indian history, cleanliness, women empowerment and more.

ଉଜବେକିସ୍ତାନ ଓ କିର୍ଗିଜ୍ ଗଣରାଜ୍ୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି

August 29th, 08:45 am

ରାଷ୍ଟ୍ରପତି ଶଭକତ ମିର୍ଜିୟୋୟେଭଙ୍କ ନିମନ୍ତ୍ରଣ କ୍ରମେ ମୁଁ ୨୯-୩୦ ଅଗଷ୍ଟରେ ସରକାରୀ ଗସ୍ତରେ ତାସକେଣ୍ଟ ଯିବି। ଗତ କିଛି ବର୍ଷ ମଧ୍ୟରେ, ଭାରତ-ଉଜବେକିସ୍ତାନ ରଣନୈତିକ ସହଭାଗିତାରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି।

୭, ଲୋକ କଲ୍ୟାଣ ମାର୍ଗରେ ରକ୍ଷାବନ୍ଧନ ସମାରୋହର ଝଲକ ସେୟାର କଲେ ପ୍ରଧାନମନ୍ତ୍ରୀ

August 28th, 01:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭, ଲୋକ କଲ୍ୟାଣ ମାର୍ଗରେ ରକ୍ଷା ବନ୍ଧନ ସମାରୋହର କିଛି ସ୍ମରଣୀୟ ମୁହୂର୍ତ୍ତ ସେୟାର କରିଛନ୍ତି। ଶ୍ରୀ ମୋଦୀ କାମନା କରିଛନ୍ତି ଯେ ଏହି ପର୍ବ ଲୋକମାନଙ୍କ ମଧ୍ୟରେ ସ୍ନେହ ଏବଂ ସୌହାର୍ଦ୍ଦ୍ୟର ବନ୍ଧନକୁ ଆହୁରି ଗଭୀର କରିବ ଏବଂ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଆନନ୍ଦ ଆଣିବ।

Visit of Prime Minister Shri Narendra Modi to Uzbekistan and Kyrgyz Republic

August 27th, 05:14 pm

At the invitation of Uzbekistan President Shavkat Mirziyoyev, PM Modi will visit Uzbekistan from 29-30 August . During the visit, he will hold delegation-level talks with President Mirziyoyev, advancing the shared developmental visions of Viksit Bharat 2047 and Uzbekistan-2030. Later, at the invitation of Kyrgyz Republic President Sadyr Zhaparov, PM Modi will travel to Bishkek to participate in the 26th SCO Summit on 31 August – 1 September 2026. He will also attend the Opening Ceremony of the 6th World Nomad Games.

ଶ୍ରୀ ଏ. ବାଲକ୍ରିଷ୍ଣନ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

August 27th, 12:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିବେକାନନ୍ଦ କେନ୍ଦ୍ରର ସର୍ବଭାରତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିବା ଶ୍ରୀ ଏ. ବାଲକ୍ରିଷ୍ଣନ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଶ୍ରୀ ବାଲକ୍ରିଷ୍ଣନ ଜୀଙ୍କ ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନକୁ ସ୍ମରଣ କରି କହିଥିଲେ ଯେ ସେ ତାଙ୍କ ଜୀବନର ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ସ୍ୱାମୀ ବିବେକାନନ୍ଦଙ୍କ ଆଦର୍ଶ ଏବଂ ରାଷ୍ଟ୍ର ସେବା ପାଇଁ ଉତ୍ସର୍ଗ କରିଥିଲେ। ବିଶେଷ କରି ଉତ୍ତର-ପୂର୍ବ ଅଞ୍ଚଳ ସହିତ ତାଙ୍କର ଗଭୀର ସମ୍ପର୍କ ଥିଲା। ଶିକ୍ଷା, ସାମାଜିକ ଏବଂ ରାଷ୍ଟ୍ର ନିର୍ମାଣ କାର୍ଯ୍ୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ।

୨୭ ଅଗଷ୍ଟରେ ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 26th, 10:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ ଅଗଷ୍ଟ ପୂର୍ବାହ୍ଣ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଖେଲୋ ଇଣ୍ଡିଆ ଡାଇଲଗ୍’କୁସମ୍ବୋଧନ କରିବେ। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ଭାରତର କ୍ରୀଡ଼ା ଯାତ୍ରା ସହ ଯୋଡ଼ିବା, ସେମାନଙ୍କ ଆକାଂକ୍ଷା ବାଣ୍ଟିବାର ସୁଯୋଗ ଦେବା ଏବଂ ଯୁବ ନେତୃତ୍ୱାଧୀନ ବିକଶିତ ଭାରତ ଗଠନ ପାଇଁ ସେମାନଙ୍କ ଚିନ୍ତାଧାରା ଓ ପ୍ରସ୍ତାବ ଗ୍ରହଣ କରିବା।

ମିଲାଦ-ଉନ-ନବୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

August 26th, 10:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଲାଦ-ଉନ-ନବୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଓନମ୍‍ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

August 26th, 09:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓନମ୍‍ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଓନମ୍‍ କେବଳ ଭାରତରେ ନୁହେଁ, ବରଂ ସମଗ୍ର ବିଶ୍ୱରେ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଥିବା ଏକ ଜୀବନ୍ତ ପର୍ବ। ଏହି ପର୍ବ ସମାଜରେ ସୁଖ, ଏକତା ଏବଂ ସମୃଦ୍ଧିର ଭାବନାକୁ ଆହୁରି ସୁଦୃଢ଼ କରୁ ବୋଲି ସେ ପ୍ରାର୍ଥନା କରିଥିଲେ।

IFS Officer Trainees of 2025 Batch call on PM Modi

August 24th, 07:13 pm

During the interaction with the Officer Trainees of the 2025 Batch of IFS, PM Modi called upon them to build strong grassroots-level engagement in their countries of posting and deepen India’s connection with local communities. He also emphasised the importance of strengthening the digital presence of Indian Missions and urged the Officer Trainees to work towards making India a more attractive global tourism destination.

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 20th, 09:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ଆବାସରେ ଭାରତ ସରକାରଙ୍କ ସଚିବମାନଙ୍କ ସହିତ ତୃତୀୟ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି । ସେ ଭିତ୍ତିଭୂମି ଓ ଯୋଗାଯୋଗ, ସୁରକ୍ଷା ଓ ବୈଦେଶିକ ବ୍ୟାପାର ଏବଂ ଶାସନ ସହ ଜଡିତ ମନ୍ତ୍ରଣାଳୟ ଓ ବିଭାଗଗୁଡ଼ିକର ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି ।

୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ ‘ବିକଶିତ ଭାରତ’ ଦିଗରେ ନୂଆ ଉଚ୍ଚତା ଛୁଇଁବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ

August 15th, 12:51 pm

ଲାଲ୍‌କିଲ୍ଲା ଉପରୁ ନିଜର ୮୦ତମ ସ୍ବାଧୀନତା ଦିବସ ଅଭିଭାଷଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୪୭ ସୁଦ୍ଧା 'ବିକଶିତ ଭାରତ' ଗଠନର ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଢ଼ ଆହ୍ବାନ ଦେଇଛନ୍ତି। ଦେଶର କାର୍ଯ୍ୟସଂସ୍କୃତି, ଚିନ୍ତାଧାରା ଏବଂ ଲକ୍ଷ୍ୟର ପରିସରରେ ପରିବର୍ତ୍ତନ ଆଣିବାକୁ ଆହ୍ବାନ ଦେଇ ପ୍ରଧାନମନ୍ତ୍ରୀ ନାଗରିକ, ସରକାର, ଉଦ୍ୟୋଗ ଜଗତ, କୃଷକ, ଯୁବବର୍ଗ ଏବଂ ସମାଜର ଅନ୍ୟାନ୍ୟ ବର୍ଗର ମିଳିତ ପ୍ରୟାସର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି।

ଶ୍ରୀ ଅରବିନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

August 15th, 10:09 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଅରବିନ୍ଦଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଥିଲେ ଯେ ଜଣେ ମହାନ ଦାର୍ଶନିକ, ଜାତୀୟତାବାଦୀ, କବି ଏବଂ ଚିନ୍ତାନାୟକ ଶ୍ରୀ ଅରବିନ୍ଦ ଭାରତର ସ୍ୱାଧୀନତା ତଥା ମାନବ ପ୍ରଗତିର ବୃହତ୍ତର ଅନ୍ୱେଷଣ ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ।

ଭାରତର ସି ଡ଼ବ୍ଲୁ ଜି ଚାମ୍ପିଅନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

August 10th, 10:00 am

ବାସଭବନରେ ଜାତୀୟ କ୍ରୀଡ଼ାବିତ୍‌ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”

ରାଜ୍ୟଗୋଷ୍ଠୀ କ୍ରୀଡା ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 10th, 09:30 am

ବାସଭବନରେ ଜାତୀୟ କ୍ରୀଡ଼ାବିତ୍‌ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”

ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

August 07th, 11:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତର ସମୃଦ୍ଧ ଏବଂ ଜୀବନ୍ତ ହସ୍ତତନ୍ତ ଐତିହ୍ୟକୁ ପାଳନ କରିଛନ୍ତି। ସେ ଦେଶର ବୁଣାକାର ଏବଂ କାରିଗରମାନଙ୍କ ଦକ୍ଷତା, ସୃଜନଶୀଳତା ଏବଂ ଉତ୍ସର୍ଗୀକୃତତାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ସେମାନେ ପିଢ଼ି ପିଢ଼ି ଧରି ସେମାନଙ୍କ କାରିଗରୀ ମାଧ୍ୟମରେ ଭାରତର କାଳଜୟୀ ପରମ୍ପରାକୁ ସଂରକ୍ଷିତ ଏବଂ ସମୃଦ୍ଧ କରିଛନ୍ତି।

ନିଶା ବିରୋଧରେ ଲଢ଼େଇରେ ସରକାର ଯୁବପିଢ଼ିଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ

August 02nd, 11:25 am

ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।

‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ' ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 02nd, 11:00 am

ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।

ଅଗଷ୍ଟ ୨ ରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନଶା ମୁକ୍ତ ଯୁବ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

August 01st, 04:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨ ଅଗଷ୍ଟ ୨୦୨୬ ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନଶାମୁକ୍ତ ଯୁବ’ କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ନିଶାଦ୍ରବ୍ୟର ଅପବ୍ୟବହାର ଠାରୁ ଦୂରେଇ ରହିବାକୁ ଏବଂ ସେମାନଙ୍କୁ ସକାରାତ୍ମକ ସାମାଜିକ ପରିବର୍ତ୍ତନର ଦୂତ ହେବାକୁ ଉତ୍ସାହିତ କରିବା।