Prime Minister Narendra Modi Chairs Second High-Level Meeting with Secretaries of Government of India
July 28th, 08:48 pm
PM Modi chaired the second high-level meeting with Secretaries to the Government of India. The sectors discussed included Finance and Economy, Commerce and Industry and Technology. He stressed the need to reform processes, improve work culture and strengthen institutional efficiency, while also calling for greater participation of young innovators and entrepreneurs in the cybersecurity ecosystem.ଭାରତ- ନ୍ୟୁଜିଲାଣ୍ଡ ରଣନୀତିକ ସହଭାଗିତା: ୨୦୩୦ ପାଇଁ ରୋଡମ୍ୟାପ୍
July 11th, 08:06 am
ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ୧୧ ଜୁଲାଇ ୨୦୨୬ରେ ନ୍ୟୁଜିଲ୍ୟାଣ୍ଡର ଅକଲାଣ୍ଡ ଠାରେ ପରସ୍ପରକୁ ଭେଟି ଉଭୟ ଦେଶ ମଧ୍ୟରେ ‘ଭାରତ-ନ୍ୟୁଜିଲ୍ୟାଣ୍ଡ ରଣନୀତିକ ସହଭାଗିତା' ପ୍ରତିଷ୍ଠା କରାଯିବା ନେଇ ଘୋଷଣା କରିଛନ୍ତି। ଆଗାମୀ ଚାରି ବର୍ଷ ମଧ୍ୟରେ ଏହି ରଣନୀତିକ ସହଭାଗିତାକୁ ଆହୁରି ମଜବୁତ କରିବା ଏବଂ ମିଳିତ କାର୍ଯ୍ୟପନ୍ଥାକୁ ଆଗକୁ ବଢ଼ାଇବା ପାଇଁ ଉଭୟ ପ୍ରଧାନମନ୍ତ୍ରୀ 'ରୋଡମ୍ୟାପ୍ ଟୁ ୨୦୩୦' କୁ ଏକ ବ୍ୟବସ୍ଥିତ ଢାଞ୍ଚା ଭାବେ ଅନୁମୋଦନ କରିଛନ୍ତି। ରଣନୈତିକ ସହଭାଗୀତାରେ ଏହି ରୋଡମ୍ୟାପର ନିମ୍ନଲିଖିତ ସ୍ତମ୍ଭଗୁଡ଼ିକରେ ଉଲ୍ଲେଖିତ କ୍ଷେତ୍ର ଏବଂ ପଦକ୍ଷେପ ଅନ୍ତର୍ଭୁକ୍ତ, କିନ୍ତୁ ଏହା ଏହି ପରିସର ମଧ୍ୟରେ ସୀମିତ ନୁହେଁ ।ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି
July 11th, 07:59 am
ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ୍ଙ୍କ ନିମନ୍ତ୍ରଣରେ, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ଏବଂ ୧୧ ଜୁଲାଇ ୨୦୨୬ରେ ନ୍ୟୁଜିଲ୍ୟାଣ୍ଡର ଅକଲ୍ୟାଣ୍ଡକୁ ସରକାରୀ ଗସ୍ତରେ ଯାଇଛନ୍ତି । ୪୦ ବର୍ଷ ମଧ୍ୟରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନ୍ୟୁଜିଲ୍ୟାଣ୍ଡକୁ ଏହା ପ୍ରଥମ ଗସ୍ତ, ଯାହା ଏକ ଐତିହାସିକ ମାଇଲଖୁଣ୍ଟ ଏବଂ ଦୁଇ ଦେଶ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ସ୍ଥାୟୀ ବନ୍ଧୁତା ଏବଂ ସହଭାଗୀତାର ଏକ ନୂତନ ଦିଗ ନିର୍ଦ୍ଧାରଣ କରିଛି ।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଷ୍ଟ୍ରେଲିଆ ଗସ୍ତ
July 09th, 12:34 pm
ଏହା ପ୍ରଚଳିତ ସୁରକ୍ଷା ଉପରେ ମିଳିତ ଘୋଷଣା (୨୦୦୯)କୁ ନବୀକରଣ କରେ । ଏହା ସହଯୋଗର କ୍ଷେତ୍ର ଭାବରେ ବାହିନୀର ଆନ୍ତଃକାର୍ଯ୍ୟକ୍ଷମତା, କ୍ଷମତା ନିର୍ମାଣ, ସାମୁଦ୍ରିକ କ୍ଷେତ୍ର, ପ୍ରତିରକ୍ଷା ଶିଳ୍ପ ସହଯୋଗ, ସାଇବର ସୁରକ୍ଷା ଏବଂ ପ୍ରଯୁକ୍ତିବିଦ୍ୟା, ଆତଙ୍କବାଦ ବିରୋଧୀ, ଏଚଏଡିଆର ଏବଂ ୟୁଏନ୍ସିଏଲ୍ଓଏସ୍, ଏଏସ୍ଇଏଏନ, ପିଆଇଏଫ୍, ଆଇଓଆର୍ଏରେ ଏକୀକୃତ ଆଭିମୁଖ୍ୟକୁ ଚିହ୍ନଟ କରେ ।ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
July 09th, 11:15 am
ତାଙ୍କର ବ୍ୟକ୍ତିଗତ ପ୍ରୟାସ ଏବଂ ଦୃଢ଼ ପ୍ରତିବଦ୍ଧତା ଭାରତ–ଅଷ୍ଟ୍ରେଲିଆ ସମ୍ପର୍କକୁ ନୂତନ ଉଚ୍ଚତା ଓ ବ୍ୟାପକତା ପ୍ରଦାନ କରିଛି। ତାଙ୍କର ଏହି ଅମୂଲ୍ୟ ଅବଦାନ ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି।Australia-India Partnership on Cyber, Critical Technologies and Supply Chains (PACTS)
July 09th, 11:04 am
PM Modi and Australian Prime Minister Anthony Albanese launched the Australia-India Partnership on Cyber, Critical Technologies and Supply Chains (PACTS), paving the way for closer cooperation in cybersecurity, critical technologies, resilient supply chains, digital resilience and defence research collaborationIndia-Indonesia Joint Statement on the State Visit by Prime Minister of India to Indonesia
July 07th, 05:15 pm
At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 07th, 03:15 pm
ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।Prime Minister addresses the Parliament of Indonesia
July 07th, 03:00 pm
Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.52-ാം ‘പ്രഗതി’ യോഗത്തിൽ പ്രധാനമന്ത്രി അധ്യക്ഷനായി
June 24th, 09:04 pm
പ്രധാനമന്ത്രി ശ്രീ നരേന്ദ്ര മോദി PRAGATI സംവിധാനത്തിന്റെ 52-ാം യോഗത്തിൽ ഇന്ന് അധ്യക്ഷനായി. സേവാ തീർഥിലായിരുന്നു യോഗം. കേന്ദ്ര-സംസ്ഥാന ഗവണ്മെന്റുകളുടെ പ്രവർത്തനങ്ങൾ സുഗമമായി ഏകോപിപ്പിച്ച്, സജീവമായ ഭരണവും കൃത്യസമയത്തുള്ള നടപ്പാക്കലും ലക്ഷ്യമിടുന്ന ICT അധിഷ്ഠിത ബഹുതല സംവിധാനമാണ് PRAGATI.ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 23rd, 08:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିକ୍ସ ରାଷ୍ଟ୍ରଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କ ସହ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ ସମସାମୟିକ ବିଶ୍ୱ ସୁରକ୍ଷା ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା କରିବାରେ ଗୋଷ୍ଠୀର ବଢ଼ୁଥିବା ଗୁରୁତ୍ୱ ଉପରେ ଆଲୋକପାତ କରିଛନ୍ତି।ଫ୍ରାନ୍ସ ଏଭିଏନଠାରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “କୃତ୍ରିମ ବୁଦ୍ଧିମତ୍ତାର ସୁରକ୍ଷିତ, ଦ୍ରୁତ ଏବଂ ଦକ୍ଷ ପ୍ରୟୋଗ ସୁନିଶ୍ଚିତ କରିବା” ଶୀର୍ଷକ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 05:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଏନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “କୃତ୍ରିମ ବୁଦ୍ଧିମତ୍ତାର ଏକ ସୁରକ୍ଷିତ, ଦ୍ରୁତ ଏବଂ ଦକ୍ଷ ପ୍ରଚଳନ ସୁନିଶ୍ଚିତ କରିବା” ଶୀର୍ଷକ ଆଉଟ୍ରିଚ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।AI must expand human potential, empower human choice, and protect human dignity: PM Modi at G7
June 17th, 09:20 pm
Addressing the G7 session on Artificial Intelligence, PM Modi emphasized the need for human-centric AI that expands human potential while protecting dignity and choice. He highlighted India’s MANAV vision, called for safe-by-design AI systems, stronger global cooperation against deepfakes and cyber threats, and stressed that the benefits of AI should reach all nations, including the Global South.Today, the world does not suffer from a shortage of resources; it suffers from a shortage of trust: PM Modi at G7 Summit in Evian, France
June 16th, 10:12 pm
Addressing the Outreach Session on “Forging New Partnerships and Rebuilding International Solidarity” at the G7 Summit in France, PM Modi emphasized that building trust, transparency and stronger international partnerships is essential in an interconnected world. He highlighted India’s “Humanity First” approach, called for greater global solidarity, and stressed the importance of dialogue, diplomacy and respect for international law in ensuring peace and stability.Prime Minister addresses the session on “Forging New Partnerships and Rebuilding International Solidarity” at G7 Summit in France
June 16th, 10:07 pm
Addressing the Outreach Session on “Forging New Partnerships and Rebuilding International Solidarity” at the G7 Summit in France, PM Modi emphasized that building trust, transparency and stronger international partnerships is essential in an interconnected world. He highlighted India’s “Humanity First” approach, called for greater global solidarity, and stressed the importance of dialogue, diplomacy and respect for international law in ensuring peace and stability.India-France Innovation Roadmap 2030
June 15th, 05:42 am
Both India and France recognise that India’s Viksit Bharat 2047 vision and France 2030 ambition provide strong convergences for building a future-oriented innovation partnership. They are adopting the India-France Innovation Roadmap 2030 as a framework to guide their collaborative efforts towards advancing co-development in critical and emerging technologies, strengthening trusted technology ecosystems, deepening academic and research mobility, and delivering concrete outcomes for people, the planet and shared prosperity.PM chairs 11th Governing Council Meeting of NITI Aayog
June 11th, 08:09 pm
While addressing the 11th Governing Council Meeting of NITI Aayog, PM Modi called for collective efforts by States and the Centre to achieve Viksit Bharat@2047. He also highlighted the importance of youth empowerment, women-led development, AI-driven growth, MSMEs, defence manufacturing and inclusive human development across the country.ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
May 22nd, 09:31 pm
ସାଇପ୍ରସ୍ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୨୦ - ୨୩ ମେ’ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହା ସାଇପ୍ରସର ୟୁରୋପୀୟ ସଂଘ ପରିଷଦର ସଭାପତିତ୍ୱ ସମୟରେ ଅନୁଷ୍ଠିତ ହେଉଥିବାରୁ ଏହି ଗସ୍ତର ବିଶେଷ ଗୁରୁତ୍ୱ ରହିଛି।ସାଇପ୍ରସ ଗଣରାଜ୍ୟର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 22nd, 01:00 pm
ସାଇପ୍ରସର ରାଷ୍ଟ୍ରପତି ମହୋଦୟ ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରି ମୋତେ ବହୁତ ଖୁସି ଲାଗୁଛି। ରାଷ୍ଟ୍ରପତି ମହାଶୟ, ଗତ ବର୍ଷ, ଆପଣ ସାଇପ୍ରସରେ ଆମକୁ ଅତ୍ୟନ୍ତ ଭାବପୂର୍ଣ୍ଣ ସ୍ୱାଗତ ଜଣାଇଥିଲେ। ଭାରତ ପ୍ରତି ବିଶେଷ ସମ୍ମାନ ପ୍ରଦର୍ଶନ କରି, ଆପଣ ମୋତେ ସାଇପ୍ରସର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ କରିଥିଲେ।‘No compromise, no double standards on terrorism’: PM Modi at Nordic Summit
May 19th, 04:25 pm
Attending the joint press meet with Nordic leaders, PM Modi highlighted the growing India-Nordic partnership across trade, investment, green technology and innovation. He said both sides decided to shape India-Nordic ties into a Green Technology and Innovation Strategic Partnership and underlined a shared resolve against terrorism, with a clear message of “No compromise. No double standards.