ଜୋହାନ୍ସବର୍ଗରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 02:18 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଶ୍ରୀ ସିରିଲ ରାମଫୋସାଙ୍କୁ ଭେଟିଥିଲେ । ରାଷ୍ଟ୍ରପତି ରାମଫୋସାଙ୍କୁ ଭବ୍ୟ ଆତିଥ୍ୟ ଏବଂ ଶିଖର ସମ୍ମିଳନୀର ସଫଳ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । ସେ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀ ସମୟରେ ନିଆଯାଇଥିବା ନିଷ୍ପତ୍ତିଗୁଡିକୁ ଆଗକୁ ନେବା ଏବଂ ସେଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣ ଆଫ୍ରିକାର ଜି-୨୦ ପ୍ରୟାସକୁ ପ୍ରଶଂସା କରିଥିଲେ ।

ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି

November 23rd, 12:45 pm

ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।

ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍‌ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

November 23rd, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍‌ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।

ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

November 22nd, 09:35 pm

ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।

ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

November 21st, 06:45 am

ମୁଁ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ ଜୋହାନ୍ସବର୍ଗରେ ଅନୁଷ୍ଠିତ ହେବାକୁ ଥିବା ବିଂଶତମ ଜି-20 ନେତାଙ୍କ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ମହାମହିମ ଶ୍ରୀ ସିରିଲ୍ ରାମାଫୋସାଙ୍କ ନିମନ୍ତ୍ରଣ କ୍ରମେ 21-23 ନଭେମ୍ବର, 2025 ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ଗସ୍ତ କରୁଛି।

PM Modi expresses gratitude to world leaders for birthday wishes

September 17th, 03:03 pm

The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.

Prime Minister interacts with Presidents of the South Africa and Brazil at G7 summit

June 18th, 03:05 pm

The Prime Minister Shri Narendra Modi held substantive and heartfelt conversations with President of Republic of South Africa, H.E Mr. Cyril Ramaphosa and President of Brazil, H.E Mr. Luiz Inácio Lula da Silva at the G7 Summit at Kananaskis, Canada on 17th June 2025. He reaffirmed India’s unwavering commitment to championing the cause of the Global South.

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 18th, 02:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍‌ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଶ୍ରୀ ସିରିଲ ରାମାଫୋସାଙ୍କ ସହ ଆଲୋଚନା କରିଥିଲେ ।

ଦକ୍ଷିଣ ଅଫ୍ରିକାର ରାଷ୍ଟ୍ରପତି ଭାବେ ପୁନଃ ନିର୍ବାଚିତ ହୋଇଥିବାରୁ ସିରିଲ୍ ରାମଫୋସାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

June 17th, 05:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ପୁନଃନିର୍ବାଚିତ ହୋଇଥିବାରୁ ସିରିଲ୍ ରାମଫୋସାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସହଭାଗିତାକୁ ଅଧିକ ମଜବୁତ କରିବା ପାଇଁ ରାଷ୍ଟ୍ରପତି ରାମଫୋସାଙ୍କ ସହ କାମ କରିବାକୁ ସେ ଆଗ୍ରହୀ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ପ୍ରକାଶ କରିଛନ୍ତି ।

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

August 23rd, 03:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ୨୩ ଅଗଷ୍ଟ ୨୦୨୩ ରେ ଜୋହାନ୍ସବର୍ଗ ଠାରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି ।

ବ୍ରିକ୍ସ ନେତାଙ୍କ ରିଟ୍ରିଟ୍ ବୈଠକରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

August 22nd, 11:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୨ରେ ଜୋହାନ୍ସବର୍ଗର ସମର ପ୍ଲେସରେ ବ୍ରିକ୍ସ ନେତାଙ୍କ ରିଟ୍ରିଟ୍ ବୈଠକରେ ଭାଗ ନେଇଛନ୍ତି ।

ଦକ୍ଷିଣ ଆଫ୍ରିକା ଓ ଗ୍ରୀସ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

August 22nd, 06:17 am

ଦକ୍ଷିଣ ଆଫ୍ରିକା ଅଧ୍ୟକ୍ଷତାରେ ଜୋହାନ୍ସବର୍ଗଠାରେ ଆୟୋଜିତ ୧୫ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ସିରିଲ ରାମାଫୋସାଙ୍କ ନିମନ୍ତ୍ରଣକ୍ରମେ ମୁଁ ୨୨-୨୪ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ଗସ୍ତ କରୁଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତିଙ୍କ ସହ କଥା ହୋଇଛନ୍ତି

August 03rd, 08:26 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ମାନ୍ୟବର ରାଷ୍ଟ୍ରପତି ଶ୍ରୀ ମାଟେମେଲା ସାଇରିଲ ରାମାଫୋସାଙ୍କ ସହ ଟେଲିଫୋନେ ଯୋଗେ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ କଥାବାର୍ତ୍ତା

June 10th, 10:13 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଆଫ୍ରିକା ସାଧାରଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ମାଟମେଲା ସିରିଲ ରାମଫୋସାଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି ।

ଜି -୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 27th, 09:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍‍ ୨୭, ୨୦୨୨ ରେ ଜର୍ମାନୀର ସ୍ଲୋସ୍‍ ଏଲାମୁ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ସିରିଲ୍ ରାମାଫୋସାଙ୍କୁ ଭେଟିଛନ୍ତି ।

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମହାମହିମ ମାଟେମେଲା ସିରିଲ ରାମଫୋସାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

February 04th, 09:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମହାମହିମ ମାଟେମେଲା ସିରିଲ ରାମଫୋସାଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।

ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ନେତୃତ୍ୱ ନେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 17th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 17 ନଭେମ୍ବର 2020ରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ଭର୍ଚୁଆଲ ଫର୍ମାଟରେ ନେତୃତ୍ୱ ନେଇଛନ୍ତି । ସମ୍ମିଳନୀର ଶୀର୍ଷକ ଥିଲା ‘ଅନ୍ତର୍ଜାତୀୟ ସ୍ଥିରତା, ନିରାପତ୍ତା ଏବଂ ଅଭିନବ ଅଭିବୃଦ୍ଧି’ । ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋ, ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରମୁଖ ମଧ୍ୟ ସମ୍ମିଳନୀରେ ଯୋଗଦେଇଥିଲେ ।

Telephone Conversation between PM and President of the Republic of South Africa

April 17th, 08:58 pm

Prime Minister Shri Narendra Modi had a telephone conversation today with H.E. Cyril Ramaphosa, President of the Republic of South Africa.

PM Modi's remarks at BRICS Dialogue with Business Council and New Development Bank

November 14th, 09:40 pm

PM Modi addressed the Dialogue with BRICS Business Council and New Development Bank. The PM said the BRICS Business Council should make a roadmap of achieving the target of $500 billion Intra-BRICS trade. He also urged BRICS nations and New Development Bank to join coalition for disaster resilient infrastructure.

ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 14th, 08:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲରେ ଅନ୍ୟ ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କ ସହିତ ଏକାଦଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣକାଳୀନ ଅଧିବେଶନକୁ ସମ୍ବୋଧିତ କରିଥିଲେ ।