From waste to wealth: PM Modi showcases Surat’s green development model

June 05th, 04:30 pm

At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.

PM Modi inaugurates, dedicates to the nation and lays the foundation stone of multiple development projects worth over ₹18,800 crore in Surat, Gujarat

June 05th, 04:16 pm

At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.

ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 25th, 06:42 pm

ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।

ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 25th, 06:15 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

ଗୁଜରାଟର ଦାହୋଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 26th, 11:45 am

ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଗୁଜରାଟ ସରକାରଙ୍କ କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ସାଂସଦ, ବିଧାୟକ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଦାହୋଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ,

ଗୁଜରାଟର ଦାହୋଡ଼ରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 26th, 11:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଦାହୋଡ଼ ଠାରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି ଯେ , ମେ’ 26 ତାରିଖଟି ବିଶେଷ ଗୁରୁତ୍ୱ ବହନ କରେ, କାରଣ ହେଉଛି ଏହି ଦିନ ସେ 2014 ରେ ପ୍ରଧାନମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଶପଥ ଗ୍ରହଣ କରିଥିଲେ। ସେ ଗୁଜରାଟର ଲୋକ, ଯେଉଁମାନେ ତାଙ୍କୁ ରାଷ୍ଟ୍ରର ନେତୃତ୍ୱ ନେବାର ଦାୟିତ୍ୱ ଦେଇଥିଲେ, ସେମାନଙ୍କର ଅତୁଟ ସମର୍ଥନ ଏବଂ ଆଶୀର୍ବାଦକୁ ସ୍ୱୀକାର କରିଥିଲେ। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଏହି ବିଶ୍ୱାସ ଏବଂ ଉତ୍ସାହ ଦିନରାତି ଦେଶ ସେବା କରିବା ପାଇଁ ତାଙ୍କ ଉତ୍ସର୍ଗକୁ ପ୍ରୋତ୍ସାହିତ କରିଛି । ବର୍ଷ ବର୍ଷ ଧରି, ଭାରତ ଏପରି ନିଷ୍ପତ୍ତି ନେଇଛି , ଯାହା ଅଭୂତପୂର୍ବ ଏବଂ ଅକଳ୍ପନୀୟ ଥିଲା, ଅନେକ ଦଶନ୍ଧି ପୁରୁଣା ପ୍ରତିବନ୍ଧକରୁ ମୁକ୍ତ ହୋଇ ପ୍ରତ୍ୟେକ କ୍ଷେତ୍ରରେ ଭାରତ ଅଗ୍ରଗତି କରିଛି। ଆଜି, ଦେଶ ହତାଶା ଏବଂ ଅନ୍ଧକାରର ଯୁଗରୁ ଆତ୍ମବିଶ୍ୱାସ ଏବଂ ଆଶାବାଦର ଏକ ନୂତନ ଯୁଗକୁ ଗତି କରୁଛି, ବୋଲି ସେ ମଧ୍ୟ କହିଛନ୍ତି।

ପ୍ରଧାନମନ୍ତ୍ରୀ ମେ ୨୬ ଓ ୨୭ରେ ଗୁଜରାଟ ଗସ୍ତରେ ଯିବେ

May 25th, 09:14 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ ୨୬ ଓ ୨୭ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ସେ ଦାହୋଡ ଗସ୍ତରେ ଯିବେ ଏବଂ ପୂର୍ବାହ୍ନ ପ୍ରାୟ ୧୧ଟା ୪୫ ମିନିଟରେ ଲୋକୋମୋଟିଭ ବିନିର୍ମାଣ ପ୍ଲାଣ୍ଟକୁ ଦେଶ ଉଦେ୍ଦଶ୍ୟରେ ଲୋକାର୍ପଣ କରିବେ ଏବଂ ଏକ ଇଲେକ୍ଟି୍ରକ ଲୋକୋଭୋଟିଭ (ଇଞ୍ଜିନ)କୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ସେ ଦାହୋଡ଼ଠାରେ ୨୪ ହଜାର କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ଏଠାରେ ଏକ ଜନସମାରୋହକୁ ମଧ୍ୟ ସେ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀ ଏପ୍ରିଲ ୧୮ରୁ ୨୦ଯାଏ ଗୁଜରାଟ ଗସ୍ତରେ ଯିବେ

April 16th, 02:36 pm

ପ୍ରଧାନମନ୍ତୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଗୁଜରାଟ ଗସ୍ତରେ ଯିବେ। ଏପ୍ରିଲ ୧୮ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ସ୍କୁଲ ସମୂହ ପାଇଁ ନିର୍ମିତ ‘କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର’କୁ ବୁଲି ଦେଖିବେ । ଏପ୍ରିଲ ୧୯ତାରିଖ ପୂର୍ବାହ୍ନ ପ୍ରାୟ୯ଟା ୪୦ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ବନାସକାଣ୍ଠା ଜିଲ୍ଲାର ଦିୟୋଦରଠାରେ ‘ବନାସ ଡେରୀ ସଂକୁଳ’ ର ବିବିଧ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଶୁଭ ଦେବେ । ଏହାପରେ ସେଦିନ ଅପରାହ୍ନ ପ୍ରାୟ ସାଢେ ତିନିଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜାମନଗରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପାରମ୍ପରିକ ଔଷଧର ବୈଶ୍ୱିକ କେନ୍ଦ୍ରର ଶୁଭ ଦେବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି ।

Congress is least bothered about the nation, says PM Modi

December 06th, 01:00 pm

Prime Minister Narendra Modi addressed public meetings at Dhandhuka, Dahod and Netrang in Gujarat. He attacked the Congress for politicizing Ram Mandir issue by linking it with the elections in 2019.

Our focus has been the development of Adivasis, providing employment to the tribal youth: Shri Modi addressing Tribal Rights & Empowerment Programme

December 30th, 05:18 pm

Our focus has been the development of Apasis, providing employment to the tribal youth: Shri Modi addressing Tribal Rights & Empowerment Programme

Watch LIVE: Shri Narendra Modi to address Tribal Rights and Empowerment Programme on 30th December, 2013

December 24th, 12:23 pm

Watch LIVE: Shri Narendra Modi to address Tribal Rights and Empowerment Programme on 30th December, 2013

Hon'ble Chief Minister’s visit to Drashti Netralaya

May 02nd, 06:14 pm

Hon'ble Chief Minister’s visit to Drashti Netralaya

500 Development works worth Rs. 903 crore for Dahod district: CM

May 01st, 06:50 pm

500 Development works worth Rs. 903 crore for Dahod district: CM

Shri Narendra Modi extends message on the eve of Gujarat Gaurav Diwas

April 30th, 10:31 am

Shri Narendra Modi extends message on the eve of Gujarat Gaurav Diwas

Dahod: Chief Minister dedicates and lays foundation stones of the development works to the tune of rs.26 crores’

February 03rd, 12:30 pm

Dahod: Chief Minister dedicates and lays foundation stones of the development works to the tune of rs.26 crores’