India-France partnership is emerging as a strong pillar of trust, stability and cooperation: PM Modi in Paris
June 18th, 11:41 pm
Addressing the Indian community in Paris, PM Modi highlighted India’s transformative growth over the past 12 years across infrastructure, digital technology, manufacturing, defence, space, innovation, healthcare and social development. He underscored the growing strength of the India-France Strategic Partnership, praised the Indian diaspora for serving as a vital bridge between the two nations and highlighted yoga and football as bonds connecting India and France.Prime Minister addresses the Indian Community in Paris
June 18th, 09:30 pm
Addressing the Indian community in Paris, PM Modi highlighted India’s transformative growth over the past 12 years across infrastructure, digital technology, manufacturing, defence, space, innovation, healthcare and social development. He underscored the growing strength of the India-France Strategic Partnership, praised the Indian diaspora for serving as a vital bridge between the two nations and highlighted yoga and football as bonds connecting India and France.ଉତ୍ତର ପ୍ରଦେଶର ବାରାଣସୀରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 28th, 05:30 pm
ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏହାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ , ସଂସଦରେ ମୋର ସହଯୋଗୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ନୀତିନ ନବୀନ , ଉତ୍ତର ପ୍ରଦେଶର ସାଂସଦ ଏବଂ ୟୁପି ବିଜେପି ସଭାପତି ଶ୍ରୀଯୁକ୍ତ ପଙ୍କଜ ଚୌଧୁରୀ , ଜିଲ୍ଲା ପଞ୍ଚାୟତ ଅଧ୍ୟକ୍ଷା ଭଉଣୀ ପୁନମ ମୌର୍ଯ୍ୟ , ମଞ୍ଚରେ ଉପସ୍ଥିତ କାଶୀର ମହିଳା ପରିଷଦର ଏବଂ ଗ୍ରାମମୁଖ୍ୟମାନେ, ଅନ୍ୟାନ୍ୟ ଜନପ୍ରତିନିଧି ଏବଂ ଏଠାରେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିବା ମୋର ମା, ଭଉଣୀ ଏବଂ ଝିଅମାନେ। ଆପଣମାନଙ୍କୁ ସମସ୍ତଙ୍କୁ ଶୁଭେଚ୍ଛା।ବାରଣାସୀରେ ମହିଳା ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
April 28th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରଣାସୀରେ ଏକ ସମ୍ମିଳନୀରେ ମହିଳାମାନଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ, ଯେଉଁଠାରେ ସେ ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ।ଭାରତୀୟ ପନିର ନିର୍ମାତାମାନଙ୍କୁ ମୁଣ୍ଡିଆଲ୍ ଡୋ କ୍ୱିଜୋ ଡୋ ବ୍ରାଜିଲ୍ ୨୦୨୬ ରେ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
April 22nd, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ପନିର ନିର୍ମାତାମାନଙ୍କୁ ମୁଣ୍ଡିଆଲ ଡୋ କ୍ୱିଜୋ ଡୋ ବ୍ରାଜିଲ ୨୦୨୬ରେ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି, ଯାହା ପନିର ଏବଂ କ୍ଷୀର ଉତ୍ପାଦ ପାଇଁ ଏକ ସକ୍ରିୟ ଅନ୍ତର୍ଜାତୀୟ ପ୍ରତିଯୋଗିତା। ଚାରୋଟି ଭାରତୀୟ ଉତ୍ପାଦ ପଦକ ଜିତିଛି, ଯେଉଁଥିରେ ୧ ସୁପର ଗୋଲ୍ଡ, ୨ ସ୍ୱର୍ଣ୍ଣ ଏବଂ ୧ ରୌପ୍ୟ ଅନ୍ତର୍ଭୁକ୍ତ।୬ ମାର୍ଚ୍ଚରେ “କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 05th, 06:04 pm
ଏହି ବିଷୟବସ୍ତୁ ଅନ୍ତର୍ଗତ, ଆଠଟି ଭିନ୍ନ ଭିନ୍ନ ୱେବିନାର ଅଧିବେଶନ ଆୟୋଜନ କରାଯାଉଛି, ଯେଉଁଥିରେ ଚାରୋଟି ପ୍ରମୁଖ କ୍ଷେତ୍ରକୁ ସାମିଲ କରାଯାଛି: (୧) କୃଷି (୨) ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ (୩) ମତ୍ସ୍ୟପାଳନ (୪) ଗ୍ରାମୀଣ ଜୀବିକା ।ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 19th, 11:00 am
ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି
November 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।ମଙ୍ଗୋଲିଆର ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
October 14th, 01:15 pm
ଛଅ ବର୍ଷ ପରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅବସର ଆଣିଦେଇଛି। ଏବଂ ଏହି ଗସ୍ତ ସେତେବେଳେ ଆସିଛି ଯେତେବେଳେ ଭାରତ ଏବଂ ମଙ୍ଗୋଲିଆ ୭୦ ବର୍ଷର କୂଟନୈତିକ ସମ୍ପର୍କ ଏବଂ ୧୦ ବର୍ଷର ରଣନୈତିକ ସହଭାଗୀତା ପାଳନ କରୁଛନ୍ତି। ଏହି ଅବସରକୁ ପାଳନ କରିବା ପାଇଁ, ଆମେ ଏକ ମିଳିତ ଡାକ ଟିକେଟ ଜାରି କରିଛୁ, ଯାହାକି ଆମର ସହଭାଗୀ ଐତିହ୍ୟ, ବିବିଧତା ଏବଂ ଗଭୀର ସଭ୍ୟତାଗତ ସମ୍ପର୍କର ପ୍ରତୀକ।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 25th, 06:42 pm
ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 25th, 06:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।ଜାତୀୟ ସମବାୟ ଉନ୍ନୟନ ନିଗମକୁ ୨,୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ସହାୟତା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ
July 31st, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଥିବା କେନ୍ଦ୍ର କ୍ୟାବିନେଟ ଆଜି ଜାତୀୟ ସମବାୟ ଉନ୍ନୟନ ନିଗମକୁ ୨୦୨୫-୨୬ ରୁ ୨୦୨୮-୨୯ ପର୍ଯ୍ୟନ୍ତ ଚାରି ବର୍ଷ ପାଇଁ ୨୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ସହାୟତା ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ଏହା ଅଧୀନରେ, ୨୦୨୫-୨୬ ଆର୍ଥିକ ବର୍ଷରୁ ପ୍ରତିବର୍ଷ ୫୦୦ କୋଟି ଟଙ୍କାର ଅନୁଦାନ ସହାୟତା ପ୍ରଦାନ କରାଯିବ।Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh
April 11th, 10:49 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ ସଂଶୋଧିତ ଜାତୀୟ କାର୍ଯ୍ୟକ୍ରମ (ଏନପିଡିଡି)କୁ କ୍ୟାବିନେଟ ମଞ୍ଜୁରି
March 19th, 04:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଜି ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ ସଂଶୋଧିତ ଜାତୀୟ କାର୍ଯ୍ୟକ୍ରମ (ଏନପିଡିଡି)କୁ ମଞ୍ଜୁରି ମିଳିଛି।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।