RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’ପ୍ରଧାନମନ୍ତ୍ରୀ ୪ ଅକ୍ଟୋବରରେ ୬୨,୦୦୦ କୋଟିରୁ ଅଧିକ ମୂଲ୍ୟର ଯୁବ-କେନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ
October 03rd, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଐତିହାସିକ ଯୁବ ବିକାଶ ପଦକ୍ଷେପର ଅଂଶ ସ୍ୱରୂପ ୬୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ। ଏହି ପଦକ୍ଷେପଗୁଡ଼ିକ ଦେଶବ୍ୟାପୀ ଶିକ୍ଷା, ଦକ୍ଷତା ଏବଂ ଉଦ୍ୟୋଗୀତାକୁ ଏକ ନିର୍ଣ୍ଣାୟକ ପ୍ରୋତ୍ସାହନ ପ୍ରଦାନ କରିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହିତ ଆୟୋଜିତ ଜାତୀୟ ଦକ୍ଷତା ସମାବର୍ତ୍ତନର ଚତୁର୍ଥ ସଂସ୍କରଣ କୌଶଳ ସମାବର୍ତ୍ତନ ମଧ୍ୟ ଅନୁଷ୍ଠିତ ହେବ। ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀତା ମନ୍ତ୍ରଣାଳୟ ଅଧୀନରେ ଥିବା ୪୬ଟି ଅଖିଳ ଭାରତୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନକୁ ସମ୍ମାନିତ କରାଯିବ।ପ୍ରଧାନମନ୍ତ୍ରୀ ଜୁଲାଇ ୧୮ରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ
July 17th, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୮ ତାରିଖରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ବିହାରର ମୋତିହାରିରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ବେଳେ ସେ ୭,୨୦୦ କୋଟିରୁ ଅଧିକ ଟଙ୍କାର ଅନେକ ଗୁଡ଼ିଏ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିବେ । ଏକ ସାଧାରଣ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ ।Peace, security, education and development will reach every village without any hindrance: PM Modi in Karakat, Bihar
May 30th, 11:29 am
PM Modi laid the foundation and dedicated projects worth ₹48,520 crore in Karakat, Bihar, calling it a step towards fast-tracking the state’s development. He paid tribute to Bihar’s cultural roots, honoured the strength of Indian women, and reaffirmed India’s resolve by highlighting swift justice after the Pahalgam attack.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି
May 30th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିରେ ବିହାରର ବିକାଶକୁ ତ୍ୱରାନ୍ୱିତ କରିବାର ସୌଭାଗ୍ୟ ତାଙ୍କୁ ମିଳିଛି ଏବଂ ସେ 48,000 କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ବିଶାଳ ସମାବେଶକୁ ସ୍ୱୀକାର କରିଥିଲେ ଏବଂ ବିହାର ପ୍ରତି ସେମାନଙ୍କର ସ୍ନେହ ଏବଂ ପ୍ରେମ ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସେ ସର୍ବଦା ସେମାନଙ୍କର ସମର୍ଥନକୁ ସର୍ବୋଚ୍ଚ ସମ୍ମାନରେ ରଖିବେ ବୋଲି ଗୁରୁତ୍ୱ ଦେଇଥିଲେ। ସେ ବିହାରର ମାଆ ଏବଂ ଭଉଣୀମାନଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ।ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।ନଭେମ୍ବର ୧୩ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ବିହାର ଗସ୍ତ
November 12th, 08:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୩ ତାରିଖରେ ବିହାର ଗସ୍ତରେ ଯିବେ । ସେ ଦରଭଙ୍ଗାରେ ପହଞ୍ଚିବା ପରେ ପ୍ରାୟ ପୂର୍ବାହ୍ନ ୧୦ଟା ୪୫ ମିନିଟରେ ବିହାରରେ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବହୁମୁଖୀ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ।୨୦ ଅକ୍ଟୋବରରେ ବାରଣାସୀ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 19th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୦ରେ ବାରଣାସୀ ଗସ୍ତ କରିବେ । ଦିନ ୨ ଟା ସମୟରେ ସେ ଆର୍ ଜେ ଶଙ୍କର ଚକ୍ଷୁ ଚିକିତ୍ସାଳୟ ଉଦ୍ଘାଟନ କରିବେ । ଏହା ପରେ, ପ୍ରାୟ ୪:୧୫ ସମୟରେ, ସେ ବାରଣାସୀରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ।Except for scams and lawlessness, there is nothing in their report cards: PM Modi in Darbhanga
May 04th, 03:45 pm
Prime Minister Narendra Modi addressed a vibrant gathering in Darbhanga, Bihar, where he paid homage to the late Maharaja Kameshwar Singh Ji and praised the sacred land of Mithila and its people.PM Modi addresses a public meeting in Darbhanga, Bihar
May 04th, 03:30 pm
Prime Minister Narendra Modi addressed a vibrant gathering in Darbhanga, Bihar, where he paid homage to the late Maharaja Kameshwar Singh Ji and praised the sacred land of Mithila and its people.ବିହାରର ଔରଙ୍ଗାବାଦରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 03:00 pm
ବିହାରର ରାଜ୍ୟପାଳ ଶ୍ରୀମାନ ରାଜେନ୍ଦ୍ର ଅର୍ଲେକରଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ ଏବଂ ଏଠାରେ ବସିଥିବା ସମସ୍ତ ବରିଷ୍ଠ ନେତା, ମୁଁ ସମସ୍ତଙ୍କ ନାମ ମନେ ପକାଉନାହିଁ କିନ୍ତୁ ମୁଁ ସମସ୍ତ ପୁରୁଣା ବନ୍ଧୁମାନଙ୍କୁ ଆଜିର ଏହି ମିଳନ ଏବଂ ଏତେ ସଂଖ୍ୟକ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଥିବା ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ, ଜନତା ଜନାର୍ଦ୍ଦନଙ୍କୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀ ବିହାରର ଔରଙ୍ଗାବାଦରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 02nd, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଔରଙ୍ଗାବାଦ ଠାରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସଡ଼କ, ରେଳ ବାଇ ଏବଂ ନମାମି ଗଙ୍ଗେ କାର୍ଯ୍ୟକ୍ରମ ଇତ୍ୟାଦି କ୍ଷେତ୍ର ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଫଟୋ ଗ୍ୟାଲେରୀକୁୁ ମଧ୍ୟ ବୁଲି ଦେଖିଥିଲେ ।ମହିଳାଙ୍କ 'ଜାତି' ଏତେ ଅଧିକ ଯେ, ସେମାନେ ଯେକୌଣସି ଆହ୍ୱାନକୁ ସାମନା କରିପାରିବେ
December 09th, 02:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସୱାଇ)ର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନା ଗୁଡିକର ସଂତୃପ୍ତି ହାସଲ କରିବା ପାଇଁ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି ।ଦରଭଙ୍ଗା ବିମାନ ବନ୍ଦର ବିହାରର ପ୍ରଗତି ପାଇଁ ଆବଶ୍ୟକ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆଣିଥିବାରୁ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
July 23rd, 08:11 pm
ଦରଭଙ୍ଗା ବିମାନ ବନ୍ଦର ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆଣିବା ଏବଂ ବିହାରର ପ୍ରଗତିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି।To save Bihar and make it a better state, vote for NDA: PM Modi in Patna
October 28th, 11:03 am
Amidst the ongoing election campaign in Bihar, PM Modi’s rally spree continued as he addressed public meeting in Patna today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.Bihar will face double whammy if proponents of 'jungle raj' return to power during pandemic: PM Modi in Muzzafarpur
October 28th, 11:02 am
Amidst the ongoing election campaign in Bihar, PM Modi’s rally spree continued as he addressed public meeting in Muzaffarpur today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.'Aatmanirbhar Bihar' is the next vision in development of Bihar: PM Modi in Darbhanga
October 28th, 11:01 am
Prime Minister Narendra Modi today addressed a public meeting in Darbhanga, Bihar. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.