Joint Press Release on the State Visit to Bhutan by Prime Minister of India
November 12th, 10:00 am
At the invitation of His Majesty Jigme Khesar Namgyel Wangchuck, the King of Bhutan, PM Modi undertook a two-day State Visit to Bhutan from 11–12 November 2025. During the visit, the PM joined the 70th Birth Anniversary celebrations of His Majesty the Fourth Druk Gyalpo, participated in the ongoing Global Peace Prayer Festival, inaugurated the 1020 MW Punatsangchhu-II Hydroelectric Project and witnessed the signing of several agreements and MoUs between India and Bhutan.୨୫ ନଭେମ୍ବରରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
November 24th, 05:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୫ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିବା ସହ ଜାତିସଂଘ ଅନ୍ତର୍ଜାତୀୟ ସମବାୟ ବର୍ଷ ୨୦୨୫ର ଶୁଭାରମ୍ଭ କରିବେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ଭୁଟାନ ପ୍ରଧାନମନ୍ତ୍ରୀ
June 06th, 02:56 pm
ଭାରତର ଅଷ୍ଟାଦଶ ସାଧାରଣ ନିର୍ବାଚନରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟର ବିକୁଳ ବିଜୟରେ ଭୁଟାନ ପ୍ରଧାନମନ୍ତ୍ରୀ ସେରିଙ୍ଗ ତୋବ୍ଗେ ଟେଲିଫୋନ୍ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି । ଭୁଟାନ ପ୍ରଧାନମନ୍ତ୍ରୀ ଶ୍ରୀ ତୋବ୍ଗେ ଗତ ଏକ ଦଶନ୍ଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱକୁ ଭୂୟସୀ ପ୍ରଶଂସା କରିବା ସହିତ ତୃତୀୟ ଥର ପାଇଁ ତାଙ୍କର ଏହି ବିଜୟ ନିମନ୍ତେ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।Joint Vision Statement on India - Bhutan Energy Partnership
March 22nd, 05:20 pm
India and Bhutan share an exemplary bilateral relationship characterized by trust, goodwill and mutual understanding at all levels. The two leaders noted the stellar contribution of clean energy partnership in the development of hydro-power sector of Bhutan, and in providing energy security to the regionଭୁଟାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
March 15th, 10:22 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀଠାରେ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ସେରିଂ ତୋଗବେଙ୍କୁ ସାକ୍ଷାତ କରିଛନ୍ତି