ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁରରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
April 19th, 09:02 pm
ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।