କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ତିନି ପ୍ରତିଶତ ମହଙ୍ଗା ଭତ୍ତା ଏବଂ ପେନସନଭୋଗୀଙ୍କୁ ମହଙ୍ଗା ସହାୟତାର ଅତିରିକ୍ତ କିସ୍ତିକୁ କ୍ୟାବିନେଟ ମଞ୍ଜୁରି
October 01st, 03:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀଙ୍କୁ ମହଙ୍ଗା ରିଲିଫ୍ (ଡିଆର)ର ଏକ ଅତିରିକ୍ତ କିସ୍ତି ଜାରି କରିବାକୁ ଅନୁମୋଦନ କରିଛି । ବର୍ଦ୍ଧିତ ଡିଏ ଏବଂ ଡିଆର ଗତ ଜୁଲାଇ ପହିଲା ଠାରୁ ଲାଗୁ ହେବ । ବର୍ତ୍ତମାନର 55% ମୂଳ ବେତନ/ପେନସନ ଉପରେ 3% ଅତିରିକ୍ତ ଆକାରରେ ବର୍ଦ୍ଧିତ ଡିଏ ଓ ଡିଆର ମିଳିବ। ଯାହାଫଳରେ ସରକାରୀ କର୍ମଚାରୀ ଓ ପେନସନଭୋଗୀ ମୂଲ୍ୟବୃଦ୍ଧିର କ୍ଷତିପୂରଣ ପାଇପାରିବେ।Cabinet approves additional Dearness Allowance for Central Govt employees & Dearness Relief for pensioners from 01.01.2025
March 28th, 04:15 pm
The Union Cabinet chaired by PM Modi approved additional instalment of Dearness Allowance to Central Government employees and Dearness Relief to pensioners w.e.f. 01.01.2025. This will benefit about 48.66 lakh Central Government employees and 66.55 lakhs pensioners.Cabinet approves 3% hike in Dearness Allowance for Central Govt employees and Dearness Relief for pensioners
October 16th, 03:20 pm
The Union Cabinet, chaired by PM Modi, has approved a 3% increase in Dearness Allowance (DA) for Central Government employees and Dearness Relief (DR) for pensioners, effective from July 1, 2024. This raises the existing rate to 53% of Basic Pay/Pension, aimed at offsetting inflation. The hike, based on the 7th Pay Commission's formula, will benefit around 49.18 lakh employees and 64.89 lakh pensioners.କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ଓ ମହଙ୍ଗା ସହାୟତାର ଅତିରିକ୍ତ କିସ୍ତି ପ୍ରଦାନକୁ କ୍ୟାବିନେଟ୍ ମଞ୍ଜୁରୀ
March 07th, 08:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା(ଡିଆର)ର ଅତିରିକ୍ତ କିସ୍ତି ପ୍ରଦାନ କରିବାକୁ ଅନୁମୋଦନ କରାଯାଇଛି । ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ମୂଳ ଦରମା/ପେନସନର ୪୬% ଡିଏ/ଡିଆର୍ ମିଳୁଥିବା ବେଳେ ଏଥିରେ ଅତିରିକ୍ତ ୪% ବୃଦ୍ଧି କରାଯାଇଛି ଯାହାକି ଜାନୁଆରୀ ପହିଲା ୨୦୨୪ ଠାରୁ ପିଛିଲା ଭାବେ ଲାଗୁ ହେବ ।