ଜେୱାର ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଗ୍ରୀନଫିଲ୍ଡ ରୋଡ୍ ସଂଯୋଗ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ
March 10th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ଉତ୍ତର ପ୍ରଦେଶ ଏବଂ ହରିୟାଣା ରାଜ୍ୟରେ ହାଇବ୍ରିଡ୍ ବାର୍ଷିକୀ ମୋଡରେ ଦିଲ୍ଲୀ-ଫରିଦାବାଦ-ବଲ୍ଲଭଗଡ଼-ସୋହନା ସ୍ପରର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରୁ ଜେୱାର ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନଫିଲ୍ଡ ସଂଯୋଗ ନିର୍ମାଣ ପାଇଁ ସଂଶୋଧିତ ମୋଟ ପୁଞ୍ଜି ମୂଲ୍ୟ ୩୬୩୦.୭୭ କୋଟି ଟଙ୍କା ଅନୁମୋଦନ କରିଛି।୩ ମାର୍ଚ୍ଚରେ “ସ୍ଥାୟୀ ଏବଂ ସୁଦୃଢ଼ ଅର୍ଥନୈତିକ ଅଭିବୃଦ୍ଧି” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 02nd, 07:10 pm
ଏହି ବିଷୟବସ୍ତୁ ଅନ୍ତର୍ଗତ, ବିଭିନ୍ନ କ୍ଷେତ୍ରକୁ ସାମିଲ କରି ଚାରୋଟି ଅଲଗା ୱେବିନାର ଅଧିବେଶନ ଆୟୋଜନ କରାଯାଉଛି । ସେଥିରେ (୧) ଉତ୍ପାଦନ, ଶିଳ୍ପ ଉନ୍ନୟନ ଏବଂ ରଣନୈତିକ କ୍ଷେତ୍ର (୨) ଲଘୁ ଏବଂ ମଧ୍ୟମ ଉଦ୍ୟୋଗ, ଆର୍ଥିକ ଏବଂ ବଜାର ପ୍ରବେଶ (୩) ସହର ଅର୍ଥନୈତିକ କ୍ଷେତ୍ର ଏବଂ (୪) ଭିତ୍ତିଭୂମି, ଲଜିଷ୍ଟିକ୍ସ ଏବଂ ମାଲ ପରିବହନ ଅନ୍ତର୍ଭୁକ୍ତ ।Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।କେନ୍ଦ୍ରୀୟ ବଜେଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 01st, 01:38 pm
ଆଜିର ବଜେଟ ଐତିହାସିକ । ଦେଶର ନାରୀ ଶକ୍ତିର ଏହା ଏକ ପରିଚାୟକ । ଜଣେ ମହିଳା ଅର୍ଥମନ୍ତ୍ରୀ ହିସାବରେ ନିର୍ମଳାଜୀ ସଂସଦରେ ଲଗାତର ଭାବେ ନବମଥର ପାଇଁ ବଜେଟ ଉପସ୍ଥାପନ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏହି ବଜେଟ ଅନେକ ସମ୍ଭାବନାର ଏକ ହାଇୱେ । ବର୍ତମାନର ସ୍ୱପ୍ନସବୁକୁ ଅନୁଭବ କରି ଭାରତର ଉଜ୍ୱଳ ଭବିଷ୍ୟତର ମୂଳଦୁଆକୁ ଏହି ବଜେଟ ସୁଦୃଢ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣର ସ୍ୱପ୍ନକୁ ଏହି ବଜେଟ ପକ୍କା କରିଛି ।କେନ୍ଦ୍ର ବଜେଟ୍ ୨୦୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
February 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ବଜେଟ୍ ଐତିହାସିକ ଏବଂ ଏହା ଦେଶର ମହିଳାମାନଙ୍କ ସଶକ୍ତ ମନୋବଳକୁ ପ୍ରତିଫଳିତ କରୁଛି। ସେ ଉଲ୍ଲେଖ କରିଥିଲେ ଯେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବେ କ୍ରମାଗତ ନବମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବଜେଟ୍ ଅପାର ସୁଯୋଗର ଏକ ପ୍ରଶସ୍ତ ପଥ ଯାହା ବର୍ତ୍ତମାନର ସ୍ୱପ୍ନକୁ ପୂରଣ କରିବ ଏବଂ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ସୁଦୃଢ଼ କରିବ । ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଉଚ୍ଚ ଉଡାଣର ଆଧାର ଭାବେ ଏହି ବଜେଟ୍ କାର୍ଯ୍ୟ କରୁଛି।ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।India's coastlines will become gateways to the nation's prosperity: PM Modi in Bhavnagar
September 20th, 11:00 am
At the inauguration of ₹34,200 crore development works in Bhavnagar, PM Modi recalled India’s historic strength as a maritime power and shipbuilding hub. Blaming Congress for the collapse of shipbuilding ecosystem, he said that with the vision of self-reliance, the maritime sector is now advancing towards next-gen reforms. He noted that India accounts for 10% of global maritime trade and set a goal to triple this share by 2047.ଗୁଜରାଟର ଭାବନଗରରେ 'ସମୁଦ୍ର ସେ ସମୃଦ୍ଧି' କାର୍ଯ୍ୟକ୍ରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭାବନଗରରେ ୩୪,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦ୍ର ସେ ସମୃଦ୍ଧି କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସମସ୍ତ ବିଶିଷ୍ଟ ବ୍ୟକ୍ତି ଏବଂ ଜନସାଧାରଣଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧୭ ତାରିଖରେ ତାଙ୍କୁ ପଠାଯାଇଥିବା ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ। ଲୋକଙ୍କଠାରୁ ତାଙ୍କୁ ମିଳିଥିବା ସ୍ନେହକୁ ଶକ୍ତିର ଏକ ମହାନ ଉତ୍ସ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଦେଶ ବିଶ୍ୱକର୍ମା ଜୟନ୍ତୀରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ, ଅର୍ଥାତ୍ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପଖୱାଡା (ସେବା ପକ୍ଷ) ପାଳନ କରୁଛି। ସେ ଉଲ୍ଲେଖ କରିଥିଲେ ଯେ ଗତ ଦୁଇରୁ ତିନି ଦିନ ମଧ୍ୟରେ ଗୁଜରାଟରେ ଅନେକ ସେବାମୂଳକ କାର୍ଯ୍ୟକଳାପ ହୋଇଛି। ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ ଶହ ଶହ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି, ଯେଉଁଥିରେ ଏପର୍ଯ୍ୟନ୍ତ ଏକ ଲକ୍ଷ ଲୋକ ରକ୍ତଦାନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଅନେକ ସହରରେ ସ୍ୱଚ୍ଛତା ଅଭିଯାନ ଆରମ୍ଭ ହୋଇଛି, ଯେଉଁଥିରେ ଲକ୍ଷ ଲକ୍ଷ ନାଗରିକ ସକ୍ରିୟ ଭାବରେ ଅଂଶଗ୍ରହଣ କରୁଛନ୍ତି। ଶ୍ରୀ ମୋଦୀ ସୂଚନା ଦେଇଛନ୍ତି ଯେ ରାଜ୍ୟବ୍ୟାପୀ ୩୦,୦୦୦ ରୁ ଅଧିକ ସ୍ୱାସ୍ଥ୍ୟ ଶିବିର ସ୍ଥାପନ କରାଯାଇଛି, ଯେଉଁଠାରେ ଜନସାଧାରଣ, ବିଶେଷକରି ମହିଳାମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ଚିକିତ୍ସା କରାଯାଉଛି। ସେ ଦେଶବ୍ୟାପୀ ସେବା କାର୍ଯ୍ୟରେ ଜଡିତ ସମସ୍ତଙ୍କ ପ୍ରତି ତାଙ୍କର କୃତଜ୍ଞତା ଏବଂ କୃତଜ୍ଞତା ପ୍ରକାଶ କରିଛନ୍ତି।ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 22nd, 12:00 pm
ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 22nd, 11:30 am
ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।ତାମିଲନାଡ଼ୁର ରାମେଶ୍ୱରମରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 06th, 02:00 pm
ତାମିଲନାଡ଼ୁର ରାଜ୍ୟପାଳ, ଶ୍ରୀ ଆର୍. ଏନ୍. ରବି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଡକ୍ଟର ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ୟ ବିଶିଷ୍ଟ ଅତିଥିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ! ]ତାମିଲନାଡୁର ରାମେଶ୍ୱରମ ଠାରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 06th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ରାମେଶ୍ୱରମ ଠାରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସେ ଭାରତର ପ୍ରଥମ ଭର୍ଟିକାଲ ଲିଫ୍ଟ ସମୁଦ୍ର ସେତୁ, ନୂଆ ପମ୍ବନ ରେଳ ସେତୁକୁ ଉଦଘାଟନ କରିଥିଲେ ଏବଂ ସଡକ ସେତୁରୁ ଏକ ଟ୍ରେନ ଓ ଜାହାଜକୁ ପତାକା ଦେଖାଇ ଶୁଭାରମ୍ଭ କରିଥଲେ ଏବଂ ସେତୁର ପରିଚାଳନାକୁ ନିରୀକ୍ଷଣ କରିଥିଲେ। ରାମେଶ୍ୱରମସ୍ଥିତ ରାମନାଥସ୍ୱାମୀ ମନ୍ଦିରରେ ମଧ୍ୟ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଶ୍ରୀରାମ ନବମୀର ପବିତ୍ର ଅବସର। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ଆଜି ସକାଳେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ସୂର୍ଯ୍ୟର ଦିବ୍ୟ କିରଣ ରାମଲାଲାଙ୍କୁ ଭବ୍ୟ ତିଳକରେ ସଜ୍ଜିତ କରିଥିଲା।'ମହାରାଷ୍ଟ୍ରର ବଧବନଠାରେ ସବୁ ଋତୁରେ ସଞ୍ଚାଳନ ଯୋଗ୍ୟ ଗ୍ରୀନଫିଲ୍ଡ ଡିପଡ୍ରାଫ୍ଟ ମୁଖ୍ୟ ବନ୍ଦରର ବିକାଶ'କୁ କ୍ୟାବିନେଟ୍ ର ଅନୁମୋଦନ
June 19th, 09:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମହାରାଷ୍ଟ୍ରର ଦହାନୁ ନିକଟବର୍ତ୍ତୀ ବଧାବନଠାରେ ଏକ ବୃହତ୍ ବନ୍ଦର ପ୍ରତିଷ୍ଠାକୁ ମଞ୍ଜୁରୀ ମିଳିଛି । ଜବାହରଲାଲ ନେହେରୁ ବନ୍ଦର କର୍ତ୍ତୃପକ୍ଷ (ଜେଏନ୍ ପି ଏ) ଏବଂ ମହାରାଷ୍ଟ୍ର ମେରିଟାଇମ୍ ବୋର୍ଡ (ଏମ୍ଏମ୍ ବି ) ଦ୍ୱାରା ଗଠିତ ଏସ ପି ଭି ବଧବନ ପୋର୍ଟ ପ୍ରୋଜେକ୍ଟ ଲିମିଟେଡ୍ (ଭିପିପିଏଲ୍) ଦ୍ୱାରା ଏହି ପ୍ରକଳ୍ପ ନିର୍ମାଣ କରାଯିବ। ମହାରାଷ୍ଟ୍ରର ପାଲଘର ଜିଲ୍ଲାର ବଧାବନଠାରେ ବଧାବନ ବନ୍ଦରକୁ ସର୍ବକାଳୀନ ଗ୍ରୀନଫିଲ୍ଡ ଡିପ୍ ଡ୍ରାଫ୍ଟ ପ୍ରମୁଖ ବନ୍ଦର ଭାବରେ ବିକଶିତ କରାଯିବ ।Today, Ramlala sits in a grand temple, and there is no unrest: PM Modi in Karakat, Bihar
May 25th, 11:45 am
Prime Minister Narendra Modi graced the historic lands of Karakat, Bihar, vowing to tirelessly drive the nation’s growth and prevent the opposition from piding the country on the grounds of inequality.ପ୍ରଧାନମନ୍ତ୍ରୀ ମୋଦୀ ବିହାରର ପାଟଲିପୁତ୍ର, କରାକତ ଓ ବକ୍ସରରେ ଜନସମାଗମକୁ ସମ୍ବୋଧିତ କରିଛନ୍ତି
May 25th, 11:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ପାଟଲିପୁତ୍ର, କରାକତ ଓ ବକ୍ସରର ଐତିହାସିକ ଭୂମିରେ ପହଞ୍ଚି ଦେଶର ଅଭିବୃଦ୍ଧିକୁ ନିରବଚ୍ଛିନ୍ନ ଭାବେ ଆଗକୁ ବଢ଼ାଇବା ସହ ଅସମାନତା ଆଧାରରେ ବିରୋଧୀଙ୍କୁ ଦେଶକୁ ବିଭାଜନ କରିବାରୁ ରୋକିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।Only BJP can provide the pace of development needed for the country: PM Modi in Ajmer
April 06th, 03:00 pm
Prime Minister Narendra Modi addressed a public gathering in Ajmer, Rajasthan, highlighting the rich cultural heritage and significant strides towards development in the region of Ajmer-Nagaur. Speaking on the auspicious occasion of the Sthapana Diwas of the BJP, PM Modi emphasized the spiritual significance and valorous history of the region, paying homage to revered figures like Veer Tejaji Maharaj, Meera Bai, and Prithviraj Chauhan.Prime Minister Narendra Modi addresses a public meeting in Ajmer, Rajasthan
April 06th, 02:30 pm
Prime Minister Narendra Modi addressed a public gathering in Ajmer, Rajasthan, highlighting the rich cultural heritage and significant strides towards development in the region of Ajmer-Nagaur. Speaking on the auspicious occasion of the Sthapana Diwas of the BJP, PM Modi emphasized the spiritual significance and valorous history of the region, paying homage to revered figures like Veer Tejaji Maharaj, Meera Bai, and Prithviraj Chauhan.ମାର୍ଚ୍ଚ ୧୨ରେ ଗୁଜରାଟ ଓ ରାଜସ୍ଥାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 10th, 05:24 pm
ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୨ ରେ ଗୁଜରାଟ ଏବଂ ରାଜସ୍ଥାନ ଗସ୍ତ କରିବେ । ସକାଳ ପ୍ରାୟ ୯ଟା ୧୫ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ଠାରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ । ଏହା ପରେ , ପୂର୍ବାହ୍ନ ପ୍ରାୟ ୧୦ଟାରେ ପ୍ରଧାନମନ୍ତ୍ରୀ ସାବରମତୀ ଆଶ୍ରମ ପରିଦର୍ଶନ କରିବେ , ଯେଉଁଠାରେ ସେ କୋଚରବ ଆଶ୍ରମର ଉଦଘାଟନ କରିବେ ଏବଂ ଗାନ୍ଧୀ ଆଶ୍ରମ ସ୍ମାରକୀର ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ଏହାପରେ ରାତି ପ୍ରାୟ ୧ଟା ୪୫ମିନିଟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ପୋଖରାନ ଠାରେ ତ୍ରିସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ 'ଭାରତ ଶକ୍ତି'କୁ ଦେଖିବେ ।