୨୪ ଅପ୍ରେଲରେ ବିହାର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

April 23rd, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅପ୍ରେଲରେ ବିହାର ଗସ୍ତ କରିବେ । ସେ ମଧୁବଣୀ ଯାତ୍ରା କରିବେ ଏବଂ ପ୍ରାୟ ୧୧:୪୫ ସମୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ସେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।