ସେଶେଲ୍ସର ନ୍ୟାସନାଲ ଆସେମ୍ବ୍ଲିରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 28th, 05:00 pm
ଏହି ଜାତୀୟ ସଭାକୁ ସମ୍ବୋଧିତ କରିବା ଏକ ବିରଳ ସୌଭାଗ୍ୟ। ଏହି ସ୍ୱତନ୍ତ୍ର ସମ୍ମାନ ପାଇଁ ଧନ୍ୟବାଦ। ଏହି ଅଷ୍ଟମ ଜାତୀୟ ସଭାର ନବନିର୍ବାଚିତ ସଦସ୍ୟମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ଗରିମାମୟ ଗୃହର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ମାନ୍ୟବର ବାଚସ୍ପତି, ମୁଁ ଆପଣଙ୍କୁ ମଧ୍ୟ ମୋର ଅଭିନନ୍ଦନ ଜଣାଉଛି।ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ଦୀପାବଳି ସାମିଲ ହେବାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
December 10th, 12:50 pm
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ଦୀପାବଳିକୁ ସାମିଲ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସିବ୍ୟକ୍ତ କରିବା ସହିତ ଗୌରବାନ୍ୱିତ ମନେ କରୁଥିବା କହିଛନ୍ତି ।