The teacher recruitment scam has destroyed thousands of families’ dreams: PM Modi in Birbhum, West Bengal
April 09th, 11:45 am
PM Modi launched a sharp attack on the TMC in his address at a massive public meeting in Birbhum, West Bengal. He alleged large-scale irregularities in welfare schemes and called for a decisive mandate for change in the upcoming Assembly elections. He urged people to press the lotus button at every booth and ensure a government that delivers development, dignity and security.PM Modi’s Haldia, Asansol & Birbhum rallies build massive momentum ahead of West Bengal polls
April 09th, 11:30 am
Prime Minister Narendra Modi delivered a high-energy address in Haldia, galvanising BJP supporters and setting the tone for the upcoming West Bengal Assembly elections. Addressing a massive gathering, PM Modi invoked the spirit of past political transformation and projected a similar wave sweeping across the state.Today, BJP stands for good governance and last-mile delivery: PM Modi
April 06th, 12:30 pm
PM Modi addressed BJP Karyakartas on the party’s Sthapana Diwas, paying tribute to generations of workers and their dedication, sacrifice and unwavering commitment. He reminisced about the early years when the BJP had neither power nor resources, and karyakartas travelled tirelessly to connect with people. He reiterated their belief in a brighter future for Bharat, which kept them going despite challenges like the Emergency, political isolation and violence.PM Modi addresses Party Karyakartas on BJP Sthapana Diwas
April 06th, 12:00 pm
PM Modi addressed BJP Karyakartas on the party’s Sthapana Diwas, paying tribute to generations of workers and their dedication, sacrifice and unwavering commitment. He reminisced about the early years when the BJP had neither power nor resources, and karyakartas travelled tirelessly to connect with people. He reiterated their belief in a brighter future for Bharat, which kept them going despite challenges like the Emergency, political isolation and violence.ଗୁଜରାଟର ସାନନ୍ଦରେ କେନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 31st, 01:05 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଶ୍ରୀ ହର୍ଷ ଭାଇ ସଂଘଭି, କେନ୍ଦ୍ର କ୍ୟାବିନେଟ୍ରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜ୍ୟ ମନ୍ତ୍ରୀ ଭାଇ ଅର୍ଜୁନ ମୋଧୱାଡିଆ ଜୀ, କେନ୍ସ ଏବଂ ଆଲଫା ଓମେଗା ସେମିକଣ୍ଡକ୍ଟରର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଉଣୀ ଏବଂ ସଜ୍ଜନମାନେ ।ଗୁଜରାଟର ସାନନ୍ଦଠାରେ କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ କେନ୍ସ ଟେକ୍ନୋଲୋଜି ସେମିକଣ୍ଡକ୍ଟର ପ୍ଲାଣ୍ଟକୁ ଉଦ୍ଘାଟନ କରି କାରଖାନାରେ ଉତ୍ପାଦନର ଶୁଭାରମ୍ଭ କରିଛନ୍ତି। ଫେବୃଆରୀ ୨୮ ତାରିଖରେ ମାଇକ୍ରୋନ୍ ପ୍ଲାଣ୍ଟରେ ଉତ୍ପାଦନ ଆରମ୍ଭ ସମୟରେ ସେ ସାନନ୍ଦରେ ଉପସ୍ଥିତ ଥିଲେ। ଠିକ୍ ଗୋଟିଏ ମାସ ପରେ ସେ ଏହି ସ୍ଥାନକୁ କେନ୍ସ ହାସଲ କରିଥିବା ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ପାଇଁ ପୁନର୍ବାର ଆସିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଅବସରରେ ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ, ଏହା କେବଳ ଏକ ସଂଯୋଗ ନୁହେଁ, ବରଂ ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍ କେତେ ଦ୍ରୁତ ଗତିରେ ବିକଶିତ ହେଉଛି, ଏହା ତାହାର ପ୍ରମାଣ।”ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ବିଷୟରେ ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷ
March 24th, 02:05 pm
ଆମେ ସମସ୍ତେ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଏବଂ ଏହାର ପରିଣାମସ୍ୱରୂପ ପରିସ୍ଥିତି ବିଷୟରେ ଅବଗତ। ଏହି କଠିନ ପରିସ୍ଥିତି ଉପରେ ସରକାରଙ୍କ ମତାମତ ରଖିବା ପାଇଁ ମୁଁ ଆଜି ସଂସଦର ଉଚ୍ଚ ସଦନ ସମ୍ମୁଖରେ ତଥା ଦେଶବାସୀଙ୍କ ସମ୍ମୁଖରେ ଉପସ୍ଥିତ ହୋଇଛି। ପଶ୍ଚିମ ଏସିଆରେ ଏହି ଯୁଦ୍ଧ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲିଛି। ଏହି ଯୁଦ୍ଧ ସାରା ବିଶ୍ୱରେ ଏକ ଗୁରୁତର ଶକ୍ତି ସଙ୍କଟ ସୃଷ୍ଟି କରିଛି। ଭାରତ ପାଇଁ ମଧ୍ୟ ଏହି ପରିସ୍ଥିତି ଚିନ୍ତାଜନକ। ଏହି ଯୁଦ୍ଧ ଆମର ବ୍ୟବସାୟିକ ପଥକୁ ପ୍ରଭାବିତ କରୁଛି। ଏହାର ପ୍ରଭାବରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଏବଂ ସର ଭଳି ଆବଶ୍ୟକ ସାମଗ୍ରୀର ନିୟମିତ ଯୋଗାଣ ବାଧାପ୍ରାପ୍ତ ହେଉଛି। ପ୍ରାୟ ୧ କୋଟି ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବସବାସ କରନ୍ତି ଏବଂ କାମ କରନ୍ତି। ସେମାନଙ୍କ ଜୀବନ ଓ ଜୀବିକାର ସୁରକ୍ଷା ମଧ୍ୟ ଭାରତ ପାଇଁ ଏକ ପ୍ରମୁଖ ଚିନ୍ତାର ବିଷୟ। ବିଶ୍ୱର ବିଭିନ୍ନ ସ୍ଥାନରୁ ଅସଂଖ୍ୟ ଜାହାଜ ହରମୁଜ୍ ପ୍ରଣାଳୀରେ ଅଟକି ରହିଛି, ଯେଉଁଥିରେ ବହୁ ସଂଖ୍ୟକ ଭାରତୀୟ କ୍ରୁ ସଦସ୍ୟ ଅଛନ୍ତି। ଏହା ଭାରତ ପାଇଁ ମଧ୍ୟ ଏକ ବଡ଼ ଚିନ୍ତାର ବିଷୟ। ଏପରି ଏକ କଠିନ ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନରୁ ସମଗ୍ର ବିଶ୍ୱକୁ ଶାନ୍ତି ଏବଂ ଆଲୋଚନା ପାଇଁ ଏକ ମିଳିତ ସ୍ୱର ଶୁଣାଯିବା ଅତ୍ୟନ୍ତ ଜରୁରୀ।ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 24th, 02:00 pm
୨୪ ମାର୍ଚ୍ଚ ୨୦୨୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ସରକାରଙ୍କ ମତ ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲୁଥିବା ଏହି ସଂଘର୍ଷ ଗଭୀର ବିଶ୍ୱ ଶକ୍ତି ସଙ୍କଟ ସୃଷ୍ଟି କରିଛି, ଯାହା ଭାରତ ପାଇଁ ଚିନ୍ତାଜନକ ପ୍ରଭାବ ଫେଳାଇଛି। ସେ ଉଲ୍ଲେଖ କରିଥିଲେ ଯେ ଏହା ଭାରତର ବାଣିଜ୍ୟ ମାର୍ଗକୁ ବାଧାପ୍ରାପ୍ତ କରୁଛି ଏବଂ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ସାର ପରି ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣକୁ ପ୍ରଭାବିତ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରାୟ ୧୦ ମିଲିୟନ୍ ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବାସ ଓ କାର୍ଯ୍ୟରତ ଅଛନ୍ତି, ତେଣୁ ସେମାନଙ୍କ ସୁରକ୍ଷା ଓ ଜୀବିକା ଗୁରୁତ୍ୱପୂର୍ଣ୍ଣ ଚିନ୍ତାର ବିଷୟ। ସେ ହର୍ମୁଜ୍ ପ୍ରଣାଳୀରେ ଜାହାଜରେ ଫସିଥିବା ଭାରତୀୟ କ୍ରୁ ସଦସ୍ୟଙ୍କ ଉପରେ ମଧ୍ୟ ଚିନ୍ତା ବ୍ୟକ୍ତ କରିଥିଲେ। “ଏପରି ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନ ସମଗ୍ର ବିଶ୍ୱରେ ଶାନ୍ତି ଓ ଆଲୋଚନା ପାଇଁ ଏକତ୍ରିତ ସ୍ୱର ଉଠାଇବା ଅତ୍ୟନ୍ତ ଆବଶ୍ୟକ,” ବୋଲି ସେ କହିଥିଲେ।ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 05th, 11:55 am
ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଭାବରେ ରାଷ୍ଟ୍ରପତି ଷ୍ଟବ୍ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଥିବାରୁ ମୁଁ ତାଙ୍କୁ ସ୍ୱାଗତ କରୁଛି। ରାଷ୍ଟ୍ରପତି ଷ୍ଟବ୍ କେବଳ ଜଣେ ପ୍ରସିଦ୍ଧ ବିଶ୍ୱ ନେତା ନୁହଁନ୍ତି ବରଂ ଜଣେ ସମ୍ମାନିତ ଚିନ୍ତାନାୟକ ଏବଂ ଲେଖକ ମଧ୍ୟ।ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
March 02nd, 05:04 pm
ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତକାନାଡା ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 02nd, 11:40 am
ଗତବର୍ଷ କାନାଡାରେ ଅନୁଷ୍ଠିତ ଜି୭ ବୈଠକରେ ସେ ମୋତେ ଓ ମୋର ପ୍ରତିନିଧିମଣ୍ଡଳକୁ ଭବ୍ୟ ସ୍ୱାଗତ କରିଥିଲେ। ଆଜି ସେହି ଆତ୍ମୀୟତା ସହିତ ତାଙ୍କୁ ସ୍ୱାଗତ କରିବା ମୋ ପାଇଁ ସୌଭାଗ୍ୟର ବିଷୟ। ବିଶ୍ୱରେ ବହୁତ କମ୍ ଲୋକ ଅଛନ୍ତି ଯାହାଙ୍କ ଜୀବନ ସାରଣୀରେ ଦୁଇଟି ଦେଶର କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ନେତୃତ୍ୱ ଅନ୍ତର୍ଭୁକ୍ତ।ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।ଶ୍ରୀ ମାରୁଫ ରାଜାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
February 26th, 10:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମ୍ବାଦିକତା କ୍ଷେତ୍ରରେ ଶ୍ରୀ ମାରୁଫ ରାଜାଙ୍କ ପରମ୍ପରାକୁ ସମ୍ମାନ ଜଣାଇ ତାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।ଭାରତ - ଇସ୍ରାଏଲ ମିଳିତ ବିବୃତି
February 26th, 07:44 pm
ଭାରତ ଏବଂ ଇସ୍ରାଏଲ ମଧ୍ୟରେ ସ୍ନେହ, ସଦ୍ଭାବନା ଏବଂ ଗଭୀର ରଣନୀତିକ ଭାଗିଦାରୀକୁ ସ୍ୱୀକୃତି ଦେଇ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ରୁ ୨୬ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଇସ୍ରାଏଲ ଗସ୍ତ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଙ୍କୁ ନେଇ ଗଠିତ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳ ମଧ୍ୟ ଆସିଥିଲେ। ୨୦୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଐତିହାସିକ ଇସ୍ରାଏଲ ଗସ୍ତ ଏବଂ ୨୦୧୮ରେ ପ୍ରଧାନମନ୍ତ୍ରୀ ନେତନ୍ୟାହୁଙ୍କ ଭାରତ ଗସ୍ତକୁ ଉଭୟ ପକ୍ଷ ସ୍ମରଣ କରିଥିଲେ। ଏହା ମିଳିତ ଭାବରେ ସହଭାଗୀତା ଏବଂ ସହଯୋଗର ଏକ ନୂତନ ଯୁଗର ମୂଳଦୁଆ ସ୍ଥାପନ କରିଥିଲା। ନେତାମାନେ ଉଦୀୟମାନ ପ୍ରଯୁକ୍ତିବିଦ୍ୟା, ସାଇବର, କୃଷି, ଜଳ ପରିଚାଳନା, ସ୍ୱାସ୍ଥ୍ୟ, ଉଦ୍ୟୋଗ, ପ୍ରତିରକ୍ଷା, ସୁରକ୍ଷା ଏବଂ ଅନ୍ୟାନ୍ୟ କ୍ଷେତ୍ର ସମେତ ଭାରତ-ଇସ୍ରାଏଲ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ବିପୁଳ ପ୍ରଗତି ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ନେତନ୍ୟାହୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ଆପୋସ ସହମତି ଭିତ୍ତିରେ ରଣନୀତିକ ଭାଗିଦାରୀକୁ ଏକ ନୂତନ ସ୍ତରକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଥିଲେ – “ଶାନ୍ତି, ନବସୃଜନ ଏବଂ ସମୃଦ୍ଧି ପାଇଁ ଏକ ସ୍ୱତନ୍ତ୍ର ରଣନୀତିକ ସହଭାଗୀତା।’’ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 26th, 03:30 pm
ନଅ ବର୍ଷ ପୂର୍ବେ, ମୋତେ ଇସ୍ରାଏଲକୁ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଗସ୍ତ କରିବାର ସୌଭାଗ୍ୟ ମିଳିଥିଲା। ପୁଣିଥରେ ଇସ୍ରାଏଲ୍ର ଐତିହାସିକ ଭୂମିରେ ପଦାର୍ପଣ କରିବା ମୋ ପାଇଁ ଏକ ଗର୍ବ ଏବଂ ଭାବପ୍ରବଣ ମୁହୂର୍ତ୍ତ ଅଟେ।ନେସେଟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 25th, 08:20 pm
ଏହି ବିଶିଷ୍ଟ ସଦନରେ ଉପସ୍ଥିତ ହେବା ମୋ ପାଇଁ ଏକ ସୌଭାଗ୍ୟ ଏବଂ ଗୌରବର ବିଷୟ। ମୁଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଏବଂ ଏକ ପ୍ରାଚୀନ ସଭ୍ୟତାର ପ୍ରତିନିଧି ଭାବରେ ଆଉ ଗୋଟିଏ ପ୍ରାଚୀନ ସଭ୍ୟତାକୁ ସମ୍ବୋଧିତ କରୁଛି। ମୁଁ ମୋ ସହିତ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଏବଂ ବନ୍ଧୁତା, ସମ୍ମାନ ଓ ସହଭାଗୀତାର ବାର୍ତ୍ତା ନେଇ ଆସିଛି।ଇସ୍ରାଏଲୀ ସଂସଦ ନେସେଟ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
February 25th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମରେ ନେସେଟ (ଇସ୍ରାଏଲ୍ର ସଂସଦ)ର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଥିଲେ । ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାରେ ସେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀଇସ୍ରାଏଲ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନକାଳୀନ ବିବୃତ୍ତି
February 25th, 08:28 am
ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ, ମୁଁ ୨୫–୨୬ ଫେବୃଆରୀ ୨୦୨୬ ମଧ୍ୟରେ ଇସ୍ରାଏଲ ଗସ୍ତ କରିବି।Prime Minister Narendra Modi to visit Israel
February 24th, 05:34 pm
At the invitation of Israel PM Benjamin Netanyahu, PM Modi will pay a State visit to Israel on February 25-26, 2026. During the visit, the PM will meet PM Netanyahu to review the significant progress made in the India-Israel Strategic Partnership and discuss further opportunities across various areas of cooperation. The PM will also call on H.E. Mr. Isaac Herzog, President of Israel.