ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
February 14th, 04:57 am
ଭାରତ-ଆମେରିକା ମିଳିତ ପ୍ରେସ କନଫରେନ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ ଓ ଆତିଥେୟତା ପ୍ରଦର୍ଶନ କରିଥିବାରୁ ସେ ସର୍ବପ୍ରଥମେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଥିଲେ । ଭାରତ ଓ ଆମେରିକାର ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୂତ କରିଥିବାରୁ ଟ୍ରମ୍ପଙ୍କ ନେତୃତ୍ୱକୁ ମୋଦୀ ଧନ୍ୟବାଦ ଜ୍ଞାପନ କରିଥିଲେ ।ତାଞ୍ଜାନିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏବଂ ଭାରତ ଓ ତାଞ୍ଜାନିଆ ମଧ୍ୟରେ ରଣନୈତିକ ଭାଗିଦାରୀର ଶୁଭାରମ୍ଭ ଅବସରରେ ମିଳିତ ବିବୃତି (୮-୧୦ ଅକ୍ଟୋବର ୨୦୨୩)
October 09th, 06:57 pm
୨. ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନଙ୍କୁ ୯ ଅକ୍ଟୋବର ୨୦୨୩ରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ପ୍ରାଙ୍ଗଣରେ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯାଇଥିଲା । ମହାତ୍ମା ଗାନ୍ଧୀଙ୍କୁ ସମ୍ମାନ ଜଣାଇବା ପାଇଁ ସେ ରାଜଘାଟ ମଧ୍ୟ ଯାଇଥିଲେ। ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦ୍ୱିପାକ୍ଷିକ ଆଲୋଚନା କରିବା ସହ ମହାମହିମ ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନଙ୍କ ସମ୍ମାନରେ ଏକ ରାଷ୍ଟ୍ରୀୟ ଭୋଜିର ଆୟୋଜନ ମଧ୍ୟ କରିବେ ।