ଭାରତ ଏବଂ ଭିଏତନାମ ମଧ୍ୟରେ ଉନ୍ନତ ବ୍ୟାପକ ରଣନୈତିକ ସହଭାଗୀତା ଉପରେ ମିଳିତ ବିବୃତ୍ତି
May 06th, 05:24 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଭିଏତନାମ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟିର ସାଧାରଣ ସମ୍ପାଦକ, ଭିଏତନାମ ସମାଜବାଦୀ ଗଣରାଜ୍ୟର ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ମେ’୦୫ ରୁ ୦୭ ପର୍ଯ୍ୟନ୍ତ ଭାରତ ଗସ୍ତ କରିଛନ୍ତି। ମହାମହିମ ରାଷ୍ଟ୍ରପତି ଶ୍ରୀଯୁକ୍ତ ଟୋ ଲାମ୍ ଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଅଛନ୍ତି। ଏକ ଦୃଢ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ସମ୍ମାନିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସାମିଲ ଅଛନ୍ତି।Members of the Governing Body of Shri Ram College of Commerce meets the Prime Minister
April 25th, 10:50 pm
A delegation comprising members of the Governing Body of Shri Ram College of Commerce, met the Prime Minister, Shri Narendra Modi, today. Shri Modi noted that this year marks the centenary of the institution, a significant milestone in its illustrious journey of academic excellence and nation-building. He lauded the college’s long-standing contribution to higher education and its role in nurturing generations of leaders across perse fields.Let us together make the India-Austria partnership innovation-centric and future-ready: PM Modi at the India-Austria Joint Press Meet
April 16th, 11:55 am
In his address at the India-Austria Joint Press Meet, PM Modi said that Chancellor Stocker’s visit marks the beginning of a new era in India-Austria relations. Highlighting the partnership in infrastructure, innovation and sustainability, he noted that the visit will inject fresh momentum into trade and investment. He reiterated that military conflict cannot provide solutions to problems, whether in Ukraine or West Asia.ଫିନଲ୍ୟାଣ୍ଡ ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 05th, 11:55 am
ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଭାବରେ ରାଷ୍ଟ୍ରପତି ଷ୍ଟବ୍ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଥିବାରୁ ମୁଁ ତାଙ୍କୁ ସ୍ୱାଗତ କରୁଛି। ରାଷ୍ଟ୍ରପତି ଷ୍ଟବ୍ କେବଳ ଜଣେ ପ୍ରସିଦ୍ଧ ବିଶ୍ୱ ନେତା ନୁହଁନ୍ତି ବରଂ ଜଣେ ସମ୍ମାନିତ ଚିନ୍ତାନାୟକ ଏବଂ ଲେଖକ ମଧ୍ୟ।କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
February 26th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ୨୭ ଫେବୃଆରୀରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତରେ ଆସିବେ । ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ ହେବ ।ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 08th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 08th, 08:35 am
ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।India Malaysia Joint Statement on the occasion of the Official visit by Prime minister of India to Malaysia
February 08th, 08:30 am
At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.ଆରବ ବୈଦେଶିକ ମନ୍ତ୍ରୀଙ୍କ ଏକ ପ୍ରତିନିଧି ଦଳକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 31st, 02:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଭାରତ-ଆରବ ବୈଦେଶିକ ମନ୍ତ୍ରୀଙ୍କ ବୈଠକ ପାଇଁ ଭାରତ ଆସିଥିବା ଆରବ ରାଷ୍ଟ୍ରଗୁଡ଼ିକର ବୈଦେଶିକ ମନ୍ତ୍ରୀ, ଆରବ ରାଷ୍ଟ୍ରଗୁଡ଼ିକର ମହାସଂଘର ମହାସଚିବ ଏବଂ ଆରବ ପ୍ରତିନିଧିମଣ୍ଡଳର ମୁଖ୍ୟମାନଙ୍କୁ ସ୍ୱାଗତ କରିଥିଲେ।India and Ethiopia have shared continuous contact, dialogue and exchanges for thousands of years: PM Modi during meeting with Ethiopian PM Abiy Ahmed Ali
December 17th, 09:12 am
During his remarks at the meeting with Ethiopian PM Abiy Ahmed Ali, PM Modi announced that India–Ethiopia relations have been elevated to the level of a Strategic Partnership. The PM noted that both countries are democratic forces committed to peace and the welfare of humanity. He also expressed satisfaction over the decision to double the number of student scholarships for Ethiopia in India.List of Outcomes Visit of Prime Minister to Jordan
December 15th, 11:52 pm
During the meeting between PM Modi and HM King Abdullah II of Jordan, several MoUs were signed. These include agreements on New and Renewable Energy, Water Resources Management & Development, Cultural Exchange and Digital Technology.Today’s meeting will give a new momentum and depth to Bharat-Jordan relationship: PM Modi after meeting HM King Abdullah II
December 15th, 11:00 pm
During his meeting with HM King Abdullah II of Jordan, PM Modi appreciated the King’s positive ideas for further strengthening Bharat-Jordan relations. The PM expressed confidence that both countries would enhance cooperation in key areas such as trade, fertilizers, digital technology, infrastructure and people-to-people ties. He also lauded His Majesty for his efforts in combating terrorism, extremism and radicalization.ଅଧ୍ୟକ୍ଷ ଡ. ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଷୋଡଶ ଅର୍ଥ ଆୟୋଗର ପ୍ରତିନିଧି ଦଳଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 17th, 08:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆୟୋଗର ଅଧ୍ୟକ୍ଷ ଡ. ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ୧୬ତମ ଅର୍ଥ ଆୟୋଗ ସଦସ୍ୟଙ୍କ ଏକ ପ୍ରତିନିଧି ଦଳକୁ ଭେଟିଥିଲେ।ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୀତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ଘୋଷଣାନାମା
August 05th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫିଲିପାଇନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଫର୍ଡିନାଣ୍ଡ ଆର. ମାର୍କୋସ୍ ଜୁନିଅର ୪-୮ ଅଗଷ୍ଟ ୨୦୨୫ରେ ଭାରତ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ମାର୍କୋସଙ୍କ ସହିତ ପ୍ରଥମ ମହିଳା, ମହାମହିମ ଲୁଇସ୍ ଆରାନେଟା ମାର୍କୋସ୍ ଏବଂ ଫିଲିପାଇନ୍ସର ଅନେକ କ୍ୟାବିନେଟ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ସମେତ ଏକ ଉଚ୍ଚସ୍ତରୀୟ ସରକାରୀ ପ୍ରତିନିଧି ଦଳ ମଧ୍ୟ ଉପସ୍ଥିତ ଥିଲେ।ଫଳାଫଳ ତାଲିକା: ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
August 05th, 04:31 pm
ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୈତିକ ସହଭାଗିତା ସ୍ଥାପନ ସମ୍ପର୍କରେ ଘୋଷଣାନାମାWe are elevating the India-Philippines relationship to the level of a strategic partnership: PM Modi
August 05th, 03:45 pm
In his remarks during the meeting with Philippines President Marcos Jr, PM Modi announced that India-Philippines relations are elevated to the level of a Strategic Partnership. He expressed satisfaction that over the past few years, relationship between the two countries has progressed in all areas and are now formulating a Plan of Action for the next five years.Delegation of Special Envoys from the Republic of Korea meets Prime Minister
July 17th, 06:40 pm
A delegation of Special Envoys from the Republic of Korea (ROK), led by Mr. Kim Boo Kyum, met the Prime Minister, Shri Narendra Modi in New Delhi today.ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 09th, 06:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାସିଲିଆର ଏକ ସରକାରୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ଆଜି ବ୍ରାଜିଲର ଅଲ୍ଭୋରାଡା ପ୍ୟାଲେସରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କ ସହ ସାକ୍ଷାତ କରିଛନ୍ତି । ପହଞ୍ଚିବା ପରେ, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ରାଷ୍ଟ୍ରପତି ଲୁଲା ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ ।ପାରାଗୁଏ ରାଷ୍ଟ୍ରପତିଙ୍କ ସହ ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତିର ଓଡ଼ିଆ ଅନୁବାଦ
June 02nd, 03:00 pm
ଆମେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରୁଛୁ। ପାରାଗୁଏ ଦକ୍ଷିଣ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମର ଭୌଗୋଳିକ ସ୍ଥିତି ଭିନ୍ନ ହୋଇପାରେ, କିନ୍ତୁ ଆମେ ସମାନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବାଣ୍ଟିଥାଉ, ଏବଂ ଲୋକଙ୍କ ମଙ୍ଗଳ ପାଇଁ ଯତ୍ନବାନ।ବିଦ୍ୟୁତଶକ୍ତି କ୍ଷେତ୍ରକୁ କୋଇଲା ଆବଣ୍ଟନ ପାଇଁ ସଂଶୋଧିତ ଶକ୍ତି (ଭାରତରେ କୋଇଲାର ସ୍ୱଚ୍ଛ ଉପଯୋଗ ଏବଂ ଆବଣ୍ଟନ ଯୋଜନା) ନୀତିକୁ କ୍ୟାବିନେଟ ମଞ୍ଜୁରି
May 07th, 12:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି କେନ୍ଦ୍ରୀୟ କ୍ଷେତ୍ର/ରାଜ୍ୟ କ୍ଷେତ୍ର/ସ୍ୱାଧୀନ ବିଦ୍ୟୁତଶକ୍ତି ଉତ୍ପାଦକ (ଆଇ.ପି.ପି.)ର ତାପଜ ବିଦ୍ୟୁତ କେନ୍ଦ୍ରଗୁଡ଼ିକୁ ନୂତନ କୋଇଲା ଲିଙ୍କେଜ୍ ବା ସଂଯୋଗୀକରଣ ପ୍ରଦାନ କରିବା ପ୍ରସ୍ତାବକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧିତ ଶକ୍ତି ନୀତି ଅଧୀନରେ ନିମ୍ନଲିଖିତ ଦୁଇଟି ବିକଳ୍ପ ପ୍ରସ୍ତାବ ଦିଆଯାଇଛି।