Ganga Expressway to become new lifeline of Uttar Pradesh’s development: PM Modi in Hardoi

April 29th, 11:35 am

PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.

ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍‌ କଣ୍ଟ୍ରୋଲଡ୍‌ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍‌ସେସ କଣ୍ଟ୍ରୋଲଡ୍‌ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।

The Dehradun-Delhi Economic Corridor will transform the entire region: PM Modi in Uttarakhand

April 14th, 01:25 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

Prime Minister Shri Narendra Modi inaugurates Delhi–Dehradun Economic Corridor

April 14th, 01:20 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରଜତ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 09th, 01:00 pm

ଦେବଭୂମି ଉତ୍ତରାଖଣ୍ଡର ମୋର ଭାଇ-ବନ୍ଧୁ, ବଡ଼ ଭଉଣୀ-ସାନ ଭଉଣୀ, ବୟସ୍କ-ଯୁବକ । ଆପଣ ସମସ୍ତଙ୍କୁ ମୋର ନମସ୍କାର ।

ଡେରାଡୁନରେ ଉତ୍ତରାଖଣ୍ଡ ପ୍ରତିଷ୍ଠାର ରୌପ୍ୟ ଜୟନ୍ତୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 09th, 12:30 pm

ପ୍ରଧାନମନ୍ତ୍ରୀ କହିଥିଲେ ଯେ ନଭେମ୍ବର ୯ ତାରିଖ ହେଉଛି ଏକ ଦୀର୍ଘ ଏବଂ ଉତ୍ସର୍ଗୀକୃତ ସଂଘର୍ଷର ପରିଣାମ । ଏହି ଦିନ ଆମ ସମସ୍ତଙ୍କ ମଧ୍ୟରେ ଗର୍ବର ଗଭୀର ଭାବନା ସୃଷ୍ଟି କରେ। ସେ କହିଥିଲେ ଯେ ଉତ୍ତରାଖଣ୍ଡର ଦେବତୁଲ୍ୟ ଲୋକମାନେ ଏକ ସ୍ୱପ୍ନ ଦେଖିଥିଲେ, ଯାହା ୨୫ ବର୍ଷ ପୂର୍ବେ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ପୂରଣ ହୋଇଥିଲା। ଗତ ୨୫ ବର୍ଷର ଯାତ୍ରା ଉପରେ ପ୍ରତିଫଳିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଉତ୍ତରାଖଣ୍ଡ ଯେଉଁ ଉଚ୍ଚତାରେ ପହଞ୍ଚିଛି ତାହା ଦେଖି, ଏହି ସୁନ୍ଦର ରାଜ୍ୟ ନିର୍ମାଣ ପାଇଁ ସଂଘର୍ଷ କରୁଥିବା ପ୍ରତ୍ୟେକଙ୍କ ପାଇଁ ଆନନ୍ଦିତ ହେବା ସ୍ୱାଭାବିକ। ସେ କହିଥିଲେ ଯେ ଯେଉଁମାନେ ପର୍ବତକୁ ଭଲ ପାଆନ୍ତି, ଉତ୍ତରାଖଣ୍ଡର ସଂସ୍କୃତି, ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆଦର କରନ୍ତି ଏବଂ ଦେବଭୂମିର ଲୋକଙ୍କ ପ୍ରତି ସ୍ନେହ ରଖନ୍ତି, ସେମାନେ ଆଜି ଆନନ୍ଦ ଏବଂ ଖୁସିରେ ପରିପୂର୍ଣ୍ଣ।

ଉତ୍ତରାଖଣ୍ଡ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଇଂରାଜୀ ମନ୍ତବ୍ୟ

November 09th, 11:00 am

ଆଜିଠାରୁ ଉତ୍ତରାଖଣ୍ଡର ରଜତ ଜୟନ୍ତୀ ବର୍ଷର ଶୁଭାରମ୍ଭ ହେଉଛି । ଅର୍ଥାତ୍ ଆମର ଉତ୍ତରାଖଣ୍ଡ ଏହାର ୨୫ତମ ବର୍ଷରେ ପ୍ରବେଶ କରୁଛି। ଉତ୍ତରାଖଣ୍ଡର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ ଏବେ ଆଗାମୀ ୨୫ ବର୍ଷର ଯାତ୍ରା ଆରମ୍ଭ କରିବାକୁ ପଡ଼ିବ। ଏଥିରେ ଏକ ସୁଖଦ ସଂଯୋଗ ମଧ୍ୟ ରହିଛି। ଏହି ଯାତ୍ରା ଏମିତି ସମୟରେ ହେବ ଯେତେବେଳେ ଦେଶ ମଧ୍ୟ ୨୫ ବର୍ଷର ଅମୃତକାଳରେ ରହିଥିବ । ଅର୍ଥାତ୍ ବିକଶିତ ଭାରତ ପାଇଁ ବିକଶିତ ଉତ୍ତରାଖଣ୍ଡ, ଦେଶ ଏହି ସଂକଳ୍ପକୁ ଏହି ସମୟ ମଧ୍ୟରେ ପୂରଣ ହେବା ଦେଖିବ । ମୁଁ ଖୁସି ଯେ ଉତ୍ତରାଖଣ୍ଡର ଆପଣ ଲୋକମାନେ ଆଗାମୀ ୨୫ ବର୍ଷ ପାଇଁ ସଂକଳ୍ପ ନେଇ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରୁଛନ୍ତି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବକୁ ମଧ୍ୟ ପ୍ରସାରିତ କରାଯିବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ମଧ୍ୟ ପ୍ରତ୍ୟେକ ଅଞ୍ଚଳବାସୀଙ୍କ ପର୍ଯ୍ୟନ୍ତ ପହଞ୍ଚିବ । ମୁଁ ଆପଣ ସମସ୍ତଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଏବଂ ଏହି ମହତ୍ୱପୂର୍ଣ୍ଣ ସଂକଳ୍ପ ପାଇଁ ମୁଁ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛି । ମାତ୍ର ଦୁଇ ଦିନ ପୂର୍ବରୁ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ ମଧ୍ୟ ସଫଳତାର ସହ ଆୟୋଜନ କରାଯାଇଥିଲା। ମୋର ବିଶ୍ୱାସ ଅଛି ଆମର ପ୍ରବାସୀ ଉତ୍ତରାଖଣ୍ଡବାସୀ ରାଜ୍ୟର ବିକାଶ ଯାତ୍ରାରେ ଏତେ ବଡ଼ ଭୂମିକା ନିର୍ବାହ କରିବେ ।

ଦେବଭୂମି ଉତ୍ତରାଖଣ୍ଡର ରୌପ୍ୟ ଜୟନ୍ତୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

November 09th, 10:40 am

ଉତ୍ତରାଖଣ୍ଡର ପ୍ରତିଷ୍ଠା ଦିବସ ଅବସରରେ ଏହାର ସମସ୍ତ ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ଆଜିଠାରୁ ଉତ୍ତରାଖଣ୍ଡ ରାଜ୍ୟ ଗଠନର ରୌପ୍ୟ ଜୟନ୍ତୀ ବର୍ଷ ଆରମ୍ଭ ହେବାର ସୂଚନା ଦେଇଛନ୍ତି । ଉତ୍ତରାଖଣ୍ଡ ପ୍ରତିଷ୍ଠାର ୨୫ତମ ବର୍ଷରେ ପ୍ରବେଶ କରିବା ଅବସରରେ ଶ୍ରୀ ମୋଦୀ ଲୋକମାନଙ୍କୁ ରାଜ୍ୟର ଆଗାମୀ ୨୫ ବର୍ଷର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାର୍ଯ୍ୟ କରିବାକୁ ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଉତ୍ତରପ୍ରଦେଶର ଆଗାମୀ ୨୫ ବର୍ଷର ଯାତ୍ରା ଏକ ବଡ ସଂଯୋଗ, କାରଣ ଭାରତ ମଧ୍ୟ ଏହାର ୨୫ ବର୍ଷର ଅମୃତ କାଳରେ ଅଛି, ଯାହାର ଅର୍ଥ ହେଉଛି ବିକଶିତ ଭାରତ ପାଇଁ ଏକ ବିକଶିତ ଉତ୍ତରାଖଣ୍ଡ । ଏହି ଅବଧିରେ ଦେଶ ସଂକଳ୍ପ ପୂରଣ ହେବାର ସାକ୍ଷୀ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି । ଆଗାମୀ ୨୫ ବର୍ଷର ସଂକଳ୍ପ ସହିତ ଲୋକମାନେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ଖୁସି ପ୍ରକାଶ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବର ପ୍ରସାର ହେବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ରାଜ୍ୟର ପ୍ରତ୍ୟେକ ଅଧିବାସୀଙ୍କ ନିକଟରେ ପହଞ୍ôଚବ । ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ଏପରି ମହତ୍ୱପୂର୍ଣ୍ଣ ସଂକଳ୍ପକୁ ଆପଣେଇଥିବାରୁ ଶ୍ରୀ ମୋଦୀ ରାଜ୍ୟର ସମସ୍ତ ବାସିନ୍ଦାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମ୍ପ୍ରତି ସଫଳତାର ସହ ଆୟୋଜିତ ହୋଇଥିବା ‘ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ’ର କାର୍ଯ୍ୟକ୍ରମକୁ ମଧ୍ୟ ସେ ଉଲ୍ଲେଖ କରିଛନ୍ତି ଏବଂ ଉତ୍ତରପ୍ରଦେଶର ବିକାଶରେ ପ୍ରବାସୀ ଉତ୍ତରାଖଣ୍ଡର ଲୋକମାନେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ।

ଡେରାଡୁନରେ ଉତ୍ତରାଖଣ୍ଡ ବିଶ୍ୱ ନିବେଶକ ଶିଖର ସମ୍ମିଳନୀ ୨୦୨୩ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 08th, 12:00 pm

ଦେବଭୂମି ଉତ୍ତରାଖଣ୍ଡକୁ ଆସିବା ଦ୍ୱାରା ମନ ଧନ୍ୟ ହୋଇଯାଏ । କିଛି ବର୍ଷ ତଳେ ଯେତେବେଳେ ମୁଁ ବାବା କେଦାରଙ୍କ ଦର୍ଶନ ପାଇଁ ବାହାରକୁ ଯାଇଥିଲି, ହଠାତ୍ ମୋ ପାଟିରୁ ଆସିଲା ଯେ ଏହା ଏକବିଂଶ ଶତାବ୍ଦୀର ତୃତୀୟ ଦଶନ୍ଧି, ଉତ୍ତରାଖଣ୍ଡର ଦଶନ୍ଧି ଅଟେ। ଏବଂ ମୁଁ ଖୁସି ଯେ ମୋର ସେହି କଥାକୁ ମୁଁ କ୍ରମାଗତ ଭାବରେ ପୂରଣ ହେଉଥିବାର ଦେଖୁଛି | ଆପଣମାନଙ୍କୁ ମଧ୍ୟ ଏହି ଗୌରବ ସହ ଯୋଡ଼ିହେବା ଏବଂ ଉତ୍ତରାଖଣ୍ଡର ବିକାଶ ଯାତ୍ରା ସହ ଯୋଡ଼ିହେବାର ଏକ ବଡ଼ ସୁଯୋଗ ମିଳୁଛି । ଉତ୍ତରକାଶୀର ସୁଡ଼ଙ୍ଗରୁ ଆମର ଶ୍ରମିକ ଭାଇମାନଙ୍କୁ ସୁରକ୍ଷିତ ଭାବେ ବାହାର କରିବାପାଇଁ ସଫଳ ଅଭିଯାନ ପାଇଁ ମୁଁ ରାଜ୍ୟ ସରକାର ଏବଂ ସମସ୍ତଙ୍କୁ ବିଶେଷ ଭାବରେ ଅଭିନନ୍ଦନ ଜଣାଉଛି ।

‘ଉତ୍ତରାଖଣ୍ଡ ବୈଶ୍ୱିକ ନିବେଶକ ସମ୍ମିଳନୀ ୨୦୨୩’କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

December 08th, 11:26 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନସ୍ଥିତ ଜଙ୍ଗଲ ଗବେଷଣା ପ୍ରତିଷ୍ଠାନରେ ଅନୁଷ୍ଠିତ ‘ଉତ୍ତରାଖଣ୍ଡ ବୈଶ୍ୱିକ ନିବେଶକ ସମ୍ମିଳନୀ ୨୦୨୩କୁ ଉଦ୍‌ଘାଟନ କରିଛନ୍ତି । ଶ୍ରୀ ମୋଦୀ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ ଏବଂ ଆଧାରଶୀଳା ସ୍ଥାପନ ଫଳକକୁ ଉନ୍ମୋଚନ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ‘ସଶକ୍ତ ଉତ୍ତରାଖଣ୍ଡ : ଆଣ୍ଡ୍ ଦ ବ୍ରାଣ୍ଡ ହାଉସ୍ ଅଫ୍ ହିମାଳୟଜ୍‌’ ନାମକ ପୁସ୍ତକର ଉନ୍ମୋଚନ କରିଥିଲେ । ଏହି ଶିଖର ସମ୍ମିଳନୀର ବିଷୟବସ୍ତୁ ରହିଛି 'ସମୃଦ୍ଧି ପାଇଁ ଶାନ୍ତି' ।

For me, every village at the border is the first village of the country: PM Modi in Mana, Uttarakhand

October 21st, 01:10 pm

PM Modi laid the foundation stone of road and ropeway projects worth more than Rs 3400 crore in Mana, Uttarakhand. Noting that Mana village is known as the last village at India’s borders, the Prime Minister said, For me, every village at the border is the first village of the country and the people residing near the border make for the country's strong guard.

PM lays foundation stone of road and ropeway projects worth more than Rs 3400 crore in Mana, Uttarakhand

October 21st, 01:09 pm

PM Modi laid the foundation stone of road and ropeway projects worth more than Rs 3400 crore in Mana, Uttarakhand. Noting that Mana village is known as the last village at India’s borders, the Prime Minister said, For me, every village at the border is the first village of the country and the people residing near the border make for the country's strong guard.

This decade belongs to Uttarakhand: PM Modi

February 11th, 12:05 pm

Ahead of the upcoming Assembly elections in Uttarakhand, Prime Minister Narendra Modi addressed an election rally in Almora today. He said, “After campaigning in Uttarakhand, Uttar Pradesh and Goa yesterday, I'm back among you in Almora today. The enthusiasm people have for the BJP in every state is unparalleled.”

PM Modi addresses a Vijay Sankalp Sabha in Almora, Uttarakhand

February 11th, 12:00 pm

Ahead of the upcoming Assembly elections in Uttarakhand, Prime Minister Narendra Modi addressed an election rally in Almora today. He said, “After campaigning in Uttarakhand, Uttar Pradesh and Goa yesterday, I'm back among you in Almora today. The enthusiasm people have for the BJP in every state is unparalleled.”

'Pariwarwaadis' making hollow promises to people of UP: PM Modi

February 10th, 11:45 am

Leading the BJP charge, Prime Minister Narendra Modi today addressed a public meeting in Saharanpur, Uttar Pradesh. PM Modi started his address by highlighting BJP’s stance on UP. “The people of this area have decided to vote for the one who will take UP to new heights of development, will keep UP riot-free, keep our sisters and daughters free from fear and sends criminals to jail,” he said.

PM Modi addresses a public meeting in Saharanpur, Uttar Pradesh

February 10th, 11:44 am

Leading the BJP charge, Prime Minister Narendra Modi today addressed a public meeting in Saharanpur, Uttar Pradesh. PM Modi started his address by highlighting BJP’s stance on UP. “The people of this area have decided to vote for the one who will take UP to new heights of development, will keep UP riot-free, keep our sisters and daughters free from fear and sends criminals to jail,” he said.

ଉତ୍ତରାଖଣ୍ଡର ବିକାଶ ପାଇଁ କାର୍ଯ୍ୟ କରିବା ବିଜେପି ନେତୃତ୍ୱାଧୀନ ସରକାରଙ୍କ ପାଇଁ ପ୍ରାଥମିକତା: ପ୍ରଧାନମନ୍ତ୍ରୀ ମୋଦୀ

February 07th, 02:40 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାର ଏବଂ ଡେରାଡୁନରେ ଏକ ଭର୍ଚୁଆଲ୍ ବିଜୟ ସଂକଳ୍ପ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଉତ୍ତରାଖଣ୍ଡ ଆମ ପାଇଁ ଦେବ ଭୂମି, କିନ୍ତୁ ଏହି ଲୋକମାନେ ଉତ୍ତରାଖଣ୍ଡକୁ ସେମାନଙ୍କର ଭଲ୍ଟ ବୋଲି ବିବେଚନା କରନ୍ତି । ଏହି ଲୋକମାନେ ଭଗବାନ ରାଜ୍ୟକୁ ଦେଇଥିବା ପ୍ରାକୃତିକ ସମ୍ପଦ ଏବଂ ସମ୍ବଳକୁ ଲୁଟ୍ ଜାରି ରଖିବାକୁ ଚାହାଁନ୍ତି, ସେମାନେ ଚାହାଁନ୍ତି ଯେ ଏହା ସେମାନଙ୍କ ପକେଟ ପୂରଣ କରୁ । ଏହା ହେଉଛି ସେମାନଙ୍କର ମାନସିକତା।

ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରାଖଣ୍ଡର ହରିଦ୍ୱାର ଏବଂ ଡେରାଡୁନରେ ଏକ ଭର୍ଚୁଆଲ୍ ବିଜୟ ସଂକଳ୍ପ ସଭାକୁ ସମ୍ବୋଧିତ କରିଛନ୍ତି

February 07th, 02:39 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାର ଏବଂ ଡେରାଡୁନରେ ଏକ ଭର୍ଚୁଆଲ୍ ବିଜୟ ସଂକଳ୍ପ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଉତ୍ତରାଖଣ୍ଡ ଆମ ପାଇଁ ଦେବ ଭୂମି, କିନ୍ତୁ ଏହି ଲୋକମାନେ ଉତ୍ତରାଖଣ୍ଡକୁ ସେମାନଙ୍କର ଭଲ୍ଟ ବୋଲି ବିବେଚନା କରନ୍ତି । ଏହି ଲୋକମାନେ ଭଗବାନ ରାଜ୍ୟକୁ ଦେଇଥିବା ପ୍ରାକୃତିକ ସମ୍ପଦ ଏବଂ ସମ୍ବଳକୁ ଲୁଟ୍ ଜାରି ରଖିବାକୁ ଚାହାଁନ୍ତି, ସେମାନେ ଚାହାଁନ୍ତି ଯେ ଏହା ସେମାନଙ୍କ ପକେଟ ପୂରଣ କରୁ । ଏହା ହେଉଛି ସେମାନଙ୍କର ମାନସିକତା।

ଉତରାଖଣ୍ଡର ଦେହରାଡୁନରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 04th, 12:35 pm

ଉତରାଖଣ୍ଡ କା, ସଭି ଦାଣା ସୟାଣୌ, ଦିଦି- ଭୂଲିୟୈାଁ, ବଚ୍ଚି-ବୋଡିୟୋଁ ଔର ଭୈ-ବୈଣୋ। ଆପ ସବୁଥେଁ, ମ୍ୟାରୁ ପ୍ରଣାମ! ମିଥୈ ଭରୋସା ଛ, କି ଆପ ଲୋଗ କୁଶଲ ମଙ୍ଗଲ ହୋଲା! ମି ଆପ ଲୋଗୋଁ ଥେ ସେବା ଲଗୌଣ ଛୁ, ଆପ ସ୍ୱୀକାର କରା!

ଡେରାଡୁନରେ ପ୍ରାୟ ୧୮ହଜାର କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

December 04th, 12:34 pm

ସେ ଅଞ୍ଚଳ ବାରମ୍ବାର ଭୂସ୍ଖଳନ ସମସ୍ୟାର ସମ୍ମୁଖୀନ ହେଉଥିବା ଦୃଷ୍ଟିରୁ ଯାତ୍ରାର ନିରାପତ୍ତା ପାଇଁ ସାତଟି ପ୍ରକଳ୍ପକୁ ଶ୍ରୀ ମୋଦୀ ଉଦ୍‌ଘାଟନ କରିଛନ୍ତି । ଏଥିମଧ୍ୟରେ ୫୮ନମ୍ବର ଜାତୀୟ ରାଜପଥରେ ଦେବପ୍ରୟାଗଠାରୁ ଶ୍ରୀକୋଟ ଓ ବ୍ରହ୍ମପୁରୀରୁ କୋଡିୟାଲା ପର୍ଯ୍ୟନ୍ତ ସଡକ ପ୍ରଶସ୍ତୀକରଣ ପ୍ରକଳ୍ପ, ନମୁନା ନଦୀ ଉପରେ ନିର୍ମିତ ୧୨୦ ମେଗାୱାଟ ବ୍ୟାସୀ ଜଳବିଦ୍ୟୁତ ପ୍ରକଳ୍ପ, ଡେରାଡୁନରେ ହିମାଳୟ ସଂସ୍କୃତି କେନ୍ଦ୍ର, ସୁଗନ୍ଧିଯୁକ୍ତ ସୁଗନ୍ଦ ପରୀକ୍ଷାଗାର(ସୁଗନ୍ଦ ଗୁଳ୍ମ ରାଜି କେନ୍ଦ୍ର) ଡେରାଡୁନ ।