ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”ଉତ୍ତର ପ୍ରଦେଶର ଜାଲୋନ ଠାରେ ବୁଂଦେଲଖଣ୍ଡ ଏକ୍ସପ୍ରେସ-ୱେର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
July 16th, 04:17 pm
ୟୁପିର ଲୋକମାନଙ୍କୁ, ବୁଂଦେଲଖଣ୍ଡର ସମସ୍ତ ଭଉଣୀ-ଭାଇମାନଙ୍କୁ ଆଧୁନିକ ବୁଂଦେଲଖଣ୍ଡ ଏକ୍ସପ୍ରେସ-ୱେର ଉଦଘାଟନ ଅବସରରେ ବହୁତ ବହୁତ ଶୁଭେଚ୍ଛା । ବହୁତ ବହୁତ ଶୁଭକାମନା । ଏହି ଏକ୍ସପ୍ରେସ ୱେ ବୁଂଦେଲଖଣ୍ଡର ଗୌରବଶାଳୀ ପରମ୍ପରାକୁ ସମର୍ପିତ ହୋଇଛି । ଯେଉଁ ଜନ୍ମଭୂମି ଅଗଣିତ ବୀର ଯୋଦ୍ଧାମାନଙ୍କୁ ଜନ୍ମ ଦେଇଛି । ଯେଉଁମାନଙ୍କ ରକ୍ତରେ ଭାରତ ଭକ୍ତି ପ୍ରବାହିତ ହେଉଛି, ଯେଉଁଠିକାର ପୁଅ- ଝିଅମାନଙ୍କ ପରାକ୍ରମ ଏବଂ ପରିଶ୍ରମ ସବୁବେଳେ ଦେଶର ନାମକୁ ଉଜ୍ୱଳ କରିଛି, ସେହି ବୁଂଦେଲଖଣ୍ଡର ଧରିତ୍ରୀକୁ ଆଜି ଏକ୍ସପ୍ରେସ-ୱେର ଏହି ଉପହାର ଦେବାକୁ ଯାଇ ଉତ୍ତର ପ୍ରଦେଶର ସାଂସଦ ଭାବରେ, ଉତ୍ତର ପ୍ରଦେଶର ଜନପ୍ରତିନିଧି ଭାବରେ ମୋତେ ବିଶେଷ ଖୁସି ଲାଗୁଛି ।ପ୍ରଧାନମନ୍ତ୍ରୀଙ୍କ ଉତ୍ତରପ୍ରଦେଶ ଗସ୍ତ; ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ ଉଦ୍ଘାଟିତ
July 16th, 10:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶ ଗସ୍ତ କରି ବୁନ୍ଦେଲଖଣ୍ଡ ଏକ୍ସପ୍ରେସ ୱେ (ଏକ୍ସପ୍ରେସ ସଡକ)କୁ ଉଦ୍ଘାଟନ କପରିଛନ୍ତି । ଏହି ଉପଲକ୍ଷେ ଜଲାଉଁ ଜିଲ୍ଲାର ଓରାଇ ତହସିଲ ଅନ୍ତର୍ଗତ କୈଠେରୀ ଗାଁରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜ୍ୟର ମନ୍ତ୍ରୀଗଣ ଓ ଲୋକ ପ୍ରତିନିଧିମାନେ ଯୋଗଦେଇଥିଲେ । ୨୯୬କି.ମି. ଦୈର୍ଘ୍ୟ ଚାରିଲେନ ବିଶିଷ୍ଟି ଏହି ଏକ୍ସପ୍ରେସ ସଡକ ୧୪ହଜାର ୮୫୦କୋଟି ଟଙ୍କା ବ୍ୟୟରେ ନିର୍ମିତ ।ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ : ପ୍ରଧାନମନ୍ତ୍ରୀ ମୋଦୀ
February 04th, 12:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଉତ୍ତରପ୍ରଦେଶର ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି
February 04th, 12:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 02nd, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଉତ୍ତରପ୍ରଦେଶର ମିରଟ୍ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
January 02nd, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।କାନପୁର ମେଟ୍ରୋ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 28th, 01:49 pm
ଭାରତ ମାତାଙ୍କର ଜୟ ହେଉ, ଭାରତ ମାତାଙ୍କର ଜୟ ହେଉ । ଉତରପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ହରଦୀପ ପୁରୀ ଜୀ, ଏଠାକାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ସାଧ୍ୱୀ ନିରଞ୍ଜନ ଜ୍ୟୋତି ଜୀ, ଭାନୁପ୍ରତାପ ବର୍ମା ଜୀ, ଉତରପ୍ରଦେଶର ମନ୍ତ୍ରୀ ଶ୍ରୀ ସତୀଶ ମହାନା ଜୀ, ନୀଳିମା କଟିୟାର ଜୀ, ରଣବେନ୍ଦ୍ର ପ୍ରତାପ ଜୀ, ଲଖନ ସିଂହ ଜୀ, ଅଜିତ ପାଲ୍ ଜୀ, ଏଠାରେ ଉପସ୍ଥିତ ସମସ୍ତ ଆଦରଣୀୟ ସାଂସଦ, ସମସ୍ତ ଶ୍ରଦ୍ଧେୟ ବିଧାୟକଗଣ, ଅନ୍ୟ ସମସ୍ତ ଜନପ୍ରତିନିଧି ଏବଂ ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ! ଋଷି ମୁନି ମାନଙ୍କର ତପସ୍ଥଳୀ, ସ୍ୱାଧୀନତା ସଂଗ୍ରାମୀ ଏବଂ କ୍ରାନ୍ତିବୀର ମାନଙ୍କର ପ୍ରେରଣା ସ୍ଥଳୀ, ସ୍ୱାଧୀନ ଭାରତର ଓøଦ୍ୟୋଗିକ ସାମର୍ଥ୍ୟକୁ ଶକ୍ତି ପ୍ରଦାନ କରୁଥିବା ଏହି କାନପୁରକୁ ମୋର ଶତ ଶତ ପ୍ରଣାମ । ଏହି କାନପୁର ହେଉଛି ସେହି ସ୍ଥାନ ଯାହା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ, ସୁନ୍ଦର ସିଂହ ଭଣ୍ଡାରୀ ଜୀ ଏବଂ ଅଟଳ ବିହାରୀ ବାଜପେୟୀ ଜୀଙ୍କ ଭଳି ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱଙ୍କୁ ଗଢ଼ିବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି । ଏବଂ ଆଜି କେବଳ କାନପୁର ଖୁସି ଅଛି, ସେମିତି ନୁହେଁ, ବରୁଣ ଦେବତା ମଧ୍ୟ ଏହି ଖୁସିରେ ସାମିଲ୍ ହେବା ନିମନ୍ତେ ମନ ବଳେଇଛନ୍ତି ।କାନପୁର ମେଟ୍ରୋ ରେଳ ପ୍ରକଳ୍ପକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 28th, 01:46 pm
ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀ ଆଜି କାନପୁର ମେଟ୍ରୋ ରେଳ ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ କାନପୁର ମେଟ୍ରୋରେଳ ପ୍ରକଳ୍ପକୁ ପରିଦର୍ଶନ କରିବ ।ସହ ଆଇଆଇଟି ମେଟ୍ରୋ ଷ୍ଟେସନ ଠାରୁ ଗୀତା ନଗର ପର୍ଯ୍ୟନ୍ତ ମେଟ୍ରୋ ରେଳଯାତ୍ରା କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ବୀନା- ପାଙ୍କି ମଲଟିପ୍ରଡକ୍ଟ ପାଇପଲାଇନ୍ ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଛନ୍ତି ।ଏହି ପାଇପ ଲାଇନ୍ ମଧ୍ୟ ପ୍ରଦେଶର ବୀନା ତୈଳ ବିଶୋଧନାଗାର ଠାରୁ କାନପୁରର ପାଙ୍କି ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛିଏବଂଏହା ଫଳରେ ବୀନା ବିଶୋଧନାଗାର କ୍ଷେତ୍ରର ପେଟ୍ରୋଲିୟମ୍ଜାତ ପଦାର୍ଥ ଏହି କ୍ଷେତ୍ରରେ ସହଜରେ ଉପଲବ୍ଧ ହୋଇପାରିବ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ପ୍ରମୁଖ ଅନ୍ୟମାନଙ୍କ ମଧ୍ୟରେ ଏହି ଅବସରରେ ଉପସ୍ଥିତ ଥିଲେ ।Address by the President of India Shri Ram Nath Kovind to the joint sitting of Two Houses of Parliament
January 31st, 01:59 pm
In his remarks ahead of the Budget Session of Parliament, PM Modi said, Let this session focus upon maximum possible economic issues and the way by which India can take advantage of the global economic scenario.ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀର ରାମଲୀଳା ମୈଦାନରେ ବିଶାଳ ସାର୍ବଜନିକ ରାଲିକୁ ସମ୍ବୋଧିତ କରିଛନ୍ତି
December 22nd, 01:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାମଲୀଳା ମୈଦାନରେ ମେଗା ରାଲିକୁ ସମ୍ବୋଧିତ କରି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଅଭିଯାନକୁ ଆରମ୍ଭ କରିଛନ୍ତି । ଲୋକମାନଙ୍କ ସ୍ଲୋଗାନ ମଧ୍ୟରେ ,ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ବିବିଧତାରେ ଏକତା ହେଉଛି ଭାରତର ପରିଚୟ । ରାମଲୀଳା ମୈଦାନ ହେଉଛି ଏକ ଐତିହାସିକ ସ୍ଥଳ । ପ୍ରଧାନମନ୍ତ୍ରୀ ମୋଦୀ ଅନଧିକୃତ କଲୋନୀର ନିବାସୀଙ୍କୁ କହିଲେ ଯେ , ମୁଁ ଆପଣମାନଙ୍କ ଚେହେରା ଉପରେ ଅନିଶ୍ଚିତତାର ସମାପ୍ତି ଦେଖିପାରୁଛି ।ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀର ରାମଲୀଳା ମୈଦାନରେ ବିଶାଳ ସାର୍ବଜନିକ ରାଲିକୁ ସମ୍ବୋଧିତ କରିଛନ୍ତି
December 22nd, 01:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାମଲୀଳା ମୈଦାନରେ ମେଗା ରାଲିକୁ ସମ୍ବୋଧିତ କରି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଅଭିଯାନକୁ ଆରମ୍ଭ କରିଛନ୍ତି । ଲୋକମାନଙ୍କ ସ୍ଲୋଗାନ ମଧ୍ୟରେ ,ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ବିବିଧତାରେ ଏକତା ହେଉଛି ଭାରତର ପରିଚୟ । ରାମଲୀଳା ମୈଦାନ ହେଉଛି ଏକ ଐତିହାସିକ ସ୍ଥଳ । ପ୍ରଧାନମନ୍ତ୍ରୀ ମୋଦୀ ଅନଧିକୃତ କଲୋନୀର ନିବାସୀଙ୍କୁ କହିଲେ ଯେ , ମୁଁ ଆପଣମାନଙ୍କ ଚେହେରା ଉପରେ ଅନିଶ୍ଚିତତାର ସମାପ୍ତି ଦେଖିପାରୁଛି ।ସହରମାନଙ୍କରେ ସୁବିଧାଜନକ ,ଆରାମଦାୟକ ଏବଂ ଶସ୍ତାରେ ପରିବହନ ବ୍ୟବସ୍ଥାର ନିର୍ମାଣ ଆମର ପ୍ରାଥମିକତା :ପ୍ରଧାନମନ୍ତ୍ରୀ ମୋଦୀ
June 24th, 10:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ଜରିଆରେ ବହାଦୁରଗଡ଼-ମୁଣ୍ଡକା ମେଟ୍ରୋ ଲାଇନର ଉଦ୍ଘାଟନ କରିଛନ୍ତି । ଦିଲ୍ଲୀ ମେଟ୍ରୋର ଏହି ନୂଆ ରାସ୍ତାର ଆରମ୍ଭ ହେବାରେ ହରିୟାଣା ଏବଂ ଦିଲ୍ଲୀର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ଦେଖି ବହୁତ ପ୍ରସନ୍ନତା ହେଉଛି କି ବହାଦୁରଗଡ଼ ଦିଲ୍ଲୀ ମେଟ୍ରୋ ସହ ମିଶିଗଲା ।ବାହାଦୁରଗଡ- ମୁଣ୍ଡକା ମେଟ୍ରୋ ଲାଇନକୁ ଭିଡିଓ କନଫେରେନ୍ସ ଯୋଗେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
June 24th, 10:30 am
ବାହାଦୁରଗଡ-ମୁଣ୍ଡକା ମେଟ୍ରୋ ଲାଇନକୁ ଭିଡିଓ କନଫେରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉଦଘାଟନ କରିଛନ୍ତି ।ଉତ୍ତରପ୍ରଦେଶର ବାଗପତଠାରେ ‘ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ ୱେ’ ରାଷ୍ଟ୍ରକୁ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
May 27th, 06:50 pm
ଚାରି ବର୍ଷ ପୂର୍ବେ ଆପଣମାନେ ଅପାର ସମର୍ଥନ ସହିତ ମୋତେ ସମଗ୍ର ଦେଶର ସେବା କରିବାର ସୁଯୋଗ ଦେଇଥିଲେ । ମଇ ମାସର ଏହି ଗରମରେ ଆଉ ଦ୍ୱିପ୍ରହରରେ ଯେତେବେଳେ ସୂର୍ଯ୍ୟ ଏତେ ପରିମାଣରେ ତାତି ଉଠୁଛି ।ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ-ୱେ ଏବଂ ଦିଲ୍ଲୀ-ମିରଟ ଏକ୍ସପ୍ରେସ-ୱେ ଫେଜ-1 ରାଷ୍ଟ୍ରକୁ ସମର୍ପିତ କଲେ ପ୍ରଧାନମନ୍ତ୍ରୀ
May 27th, 01:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଏନସିଆର କ୍ଷେତ୍ରଠାରେ ଦୁଇଟି ନବନିର୍ମିତ ଏକପ୍ରେସ-ୱେ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ । ଏଥି ମଧ୍ୟରେ ଦିଲ୍ଲୀ-ମିରଟ ଏକ୍ସପ୍ରେସୱେ ଫେଜ-1, ନିଜାମୁଦ୍ଦିନ ସେତୁ ଠାରୁ ଦିଲ୍ଲୀ-ଉତ୍ତରପ୍ରଦେଶ ସୀମା ପର୍ଯ୍ୟନ୍ତ 14 ଲେନ ବିଶିଷ୍ଟ ସଡକ ବିସ୍ତୃତ । ସେହିପରି ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ହେବାକୁ ଥିବା ଦ୍ୱିତୀୟ ପ୍ରକଳ୍ପ 135 କି.ମି ଦୈଘ୍ୟର ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ-ୱେ (ଇପିଇ) ରାଷ୍ଟ୍ରୀୟ ରାଜମାର୍ଗ 1 ର କୁନ୍ଦଲି ଠାରୁ ରାଷ୍ଟ୍ରୀୟ ରାଜମାର୍ଗ 2 ର ପଲୱାଲ ପର୍ଯ୍ୟନ୍ତ ପରିବ୍ୟାପ୍ତ ।ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ-ୱେ ଏବଂ ଦିଲ୍ଲୀ-ମିରଟ ଏକ୍ସପ୍ରେସ-ୱେ ଫେଜ-1 ରାଷ୍ଟ୍ରକୁ ସମର୍ପିତ କଲେ ପ୍ରଧାନମନ୍ତ୍ରୀ
May 26th, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଏନସିଆର କ୍ଷେତ୍ରଠାରେ ଦୁଇଟି ନବନିର୍ମିତ ଏକପ୍ରେସ-ୱେ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ । ଏଥି ମଧ୍ୟରେ ଦିଲ୍ଲୀ-ମିରଟ ଏକ୍ସପ୍ରେସୱେ ଫେଜ-1, ନିଜାମୁଦ୍ଦିନ ସେତୁ ଠାରୁ ଦିଲ୍ଲୀ-ଉତ୍ତରପ୍ରଦେଶ ସୀମା ପର୍ଯ୍ୟନ୍ତ 14 ଲେନ ବିଶିଷ୍ଟ ସଡକ ବିସ୍ତୃତ । ସେହିପରି ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ହେବାକୁ ଥିବା ଦ୍ୱିତୀୟ ପ୍ରକଳ୍ପ 135 କି.ମି ଦୈଘ୍ୟର ଇଷ୍ଟର୍ଣ୍ଣ ପେରିଫେରାଲ ଏକ୍ସପ୍ରେସ-ୱେ (ଇପିଇ) ରାଷ୍ଟ୍ରୀୟ ରାଜମାର୍ଗ 1 ର କୁନ୍ଦଲି ଠାରୁ ରାଷ୍ଟ୍ରୀୟ ରାଜମାର୍ଗ 2 ର ପଲୱାଲ ପର୍ଯ୍ୟନ୍ତ ପରିବ୍ୟାପ୍ତ ।