Cabinet approves extension corridor from Noida Sector 142 to Botanical Garden (Noida) for a length of 11.56 Km with 8 stations
February 14th, 01:08 pm
The Union Cabinet, chaired by PM Modi, has approved the Extension Corridor from Noida Sector 142 to Botanical Garden (Noida) of the Noida Metro Rail Project, covering a length of 11.56 km with 8 elevated stations. The project will enhance connectivity, stimulate economic activity and ease urban mobility for both residents and commuters, while significantly reducing carbon emissions.Cabinet approves three new corridors as part of Delhi Metro’s Phase V (A) Project
December 24th, 03:25 pm
The Union Cabinet approved three new corridors - 1. R.K Ashram Marg to Indraprastha (9.913 Kms), 2. Aerocity to IGD Airport T-1 (2.263 kms) 3. Tughlakabad to Kalindi Kunj (3.9 kms) as part of Delhi Metro’s Phase – V(A) project consisting of 16.076 kms which will further enhance connectivity within the national capital. Total project cost of Delhi Metro’s Phase – V(A) project is Rs.12014.91 crore, which will be sourced from Government of India, Government of Delhi, and international funding agencies.ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 17th, 12:45 pm
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି
August 17th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୭ରେ ଦିଲ୍ଲୀରେ ୧୧ ହଜାର କୋଟି ଟଙ୍କାର ରାଜପଥ ପ୍ରକଳ୍ପର ଉଦଘାଟନ କରିବେ
August 16th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଅଗଷ୍ଟ ୨୦୨୫ ଦ୍ୱିପ୍ରହର ପ୍ରାୟସାଢ଼େ ୧୨ଟା ରେ ଦିଲ୍ଲୀର ରୋହିଣୀରେ ପ୍ରାୟ ୧୧ହଜାର କୋଟିଟଙ୍କାର ଦୁଇଟି ପ୍ରମୁଖ ରାଜପଥ ପ୍ରକଳ୍ପକୁ ଉଦଘାଟନ କରିବେ । ଏହିଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 06th, 01:00 pm
ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।Every citizen of Delhi is saying – AAP-da Nahin Sahenge…Badal Ke Rahenge: PM Modi
January 05th, 01:15 pm
Prime Minister Narendra Modi addressed a massive and enthusiastic rally in Rohini, Delhi today, laying out a compelling vision for the city’s future under BJP’s governance. With resounding cheers from the crowd, the Prime Minister called upon the people of Delhi to usher in an era of good governance by ending a decade of administrative failures and empowering a “double-engine government” to transform the capital into a global model of urban development.PM Modi Calls for Transforming Delhi into a World-Class City, Highlights BJP’s Vision for Good Governance
January 05th, 01:00 pm
Prime Minister Narendra Modi addressed a massive and enthusiastic rally in Rohini, Delhi today, laying out a compelling vision for the city’s future under BJP’s governance. With resounding cheers from the crowd, the Prime Minister called upon the people of Delhi to usher in an era of good governance by ending a decade of administrative failures and empowering a “double-engine government” to transform the capital into a global model of urban development.ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 05th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।ମେଟ୍ରୋ ଯୋଗାଯୋଗ ବଢ଼ାଇବାକୁ ଏବଂ ସହରାଞ୍ଚଳ ପରିବହନକୁ ସୁଦୃଢ଼ କରିବାକୁ ହେଉଥିବା ବ୍ୟାପକ କାର୍ଯ୍ୟ ବାବଦରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ
January 05th, 11:18 am
ଦେଶବ୍ୟାପୀ ସହରାଞ୍ଚଳର ପରିବହନରେ ରୂପାନ୍ତର ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବା ମେଟ୍ରୋ ନେଟୱର୍କକୁ ବିସ୍ତାର କରିବା ଦିଗରେ ଉଲ୍ଲେଖନୀୟ ପ୍ରଗତି ହୋଇଥିବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଏହା ଲକ୍ଷ ଲକ୍ଷ ନାଗରିକଙ୍କ ‘ଇଜ ଅଫ ଲିଭିଙ୍ଗ’ରେ ବିକାଶ ଆଣୁଥିବା ସେ କହିଛନ୍ତି ।ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟିର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
January 04th, 05:00 pm
ନୂଆଦିଲ୍ଲୀରେ ଜାନୁଆରୀ ୫ ତାରିଖରେ ୧୨ ହଜାର ୨୦୦ କୋଟି ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ । ପୂର୍ବାହ୍ନ ୧୧ଟା ୧୫ ମିନିଟ ବେଳକୁ ନମୋ ଭାରତ ଟ୍ରେନରେ ପ୍ରଧାନମନ୍ତ୍ରୀ ମୋଦୀ ସାହିବାବାଦ ଆରଆରଟିଏସ ଷ୍ଟେସନଠାରୁ ନ୍ୟୁ ଅଶୋକନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ଯାତ୍ରା କରିବେ । ପ୍ରାୟ ୪ ହଜାର ୬ ଶହ କୋଟି ଟଙ୍କାର ୧୩ କିଲୋମିଟର ବ୍ୟାପୀ ଦିଲ୍ଲୀ-ଗାଜିଆବାଦ-ମିରଟ ନମୋ ଭାରତ କରିଡରକୁ ପ୍ରଧାନମନ୍ତ୍ରୀ ମୋଦୀ ଉଦଘାଟନ କରିବେ ।Cabinet approves Rithala-Kundli corridor of Delhi Metro Phase-IV project
December 06th, 08:08 pm
The Union Cabinet, chaired by Prime Minister Narendra Modi, approved the Rithala - Narela -Nathupur (Kundli) corridor of Delhi Metro's Phase - IV project consisting of 26.463 kms which will further enhance connectivity between the national capital and neighbouring Haryana. The corridor is scheduled to be completed in 4 years from the date of its sanction.ଦିଲ୍ଲୀରେ ଅଗ୍ରଗତି ହେଉଥିବା ବେଳେ ଇଣ୍ଡି ଆଲାଏନ୍ସ ଏହାର ବିନାଶ ପାଇଁ ଉଦ୍ୟମ କରୁଛି: ଉତ୍ତର-ପୂର୍ବ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 07:00 pm
ଲୋକସଭା ନିର୍ବାଚନ ୨୦୨୪ ପୂର୍ବରୁ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଉତ୍ତର-ପୂର୍ବ ଦିଲ୍ଲୀକୁ ବେଶ୍ ଉତ୍ସାହର ସହ ସମ୍ବୋଧିତ କରିଛନ୍ତି। ରାଜଧାନୀ ହିସାବରେ ଦିଲ୍ଲୀ ଏକ ଦୁର୍ନୀତିମୁକ୍ତ ରାଷ୍ଟ୍ର ଦିଗରେ ଆଗେଇ ନେବା ଦରକାର ବୋଲି ସେ ପ୍ରତିଶ୍ରୁତି ଦେଇ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରତିଶ୍ରୁତି ଦେଇଥିଲେ।ଉତ୍ତର-ପୂର୍ବ ଦିଲ୍ଲୀରେ ଏକ ଉଚ୍ଚ ଉତ୍ସାହଜନକ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 18th, 06:30 pm
ଲୋକସଭା ନିର୍ବାଚନ ୨୦୨୪ ପୂର୍ବରୁ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଉତ୍ତର-ପୂର୍ବ ଦିଲ୍ଲୀକୁ ବେଶ୍ ଉତ୍ସାହର ସହ ସମ୍ବୋଧିତ କରିଛନ୍ତି। ରାଜଧାନୀ ହିସାବରେ ଦିଲ୍ଲୀ ଏକ ଦୁର୍ନୀତିମୁକ୍ତ ରାଷ୍ଟ୍ର ଦିଗରେ ଆଗେଇ ନେବା ଦରକାର ବୋଲି ସେ ପ୍ରତିଶ୍ରୁତି ଦେଇ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରତିଶ୍ରୁତି ଦେଇଥିଲେ।ମାର୍ଚ୍ଚ ୧୪ ତାରିଖ ଦିନ ପିଏମ ସ୍ୱନିଧି ହିତାଧିକାରୀମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
March 13th, 07:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୧୪ ତାରିଖ ଦିନ ଅପରାହ୍ନ ୫ଟାବେଳେ ଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡ଼ିୟମ୍ଠାରେ ପିଏମ ସ୍ୱନିଧି ହିତାଧିକାରୀମାନଙ୍କୁ ସମ୍ବୋଧିତ କରିବେ । ଏହି ଅବସରରେ ସେ ଦେଶର ୧ ଲକ୍ଷ ରାସ୍ତାକଡ଼ ବୁଲାବିକାଳୀଙ୍କୁ ପିଏମ ସ୍ୱନିଧି ଋଣ ବଣ୍ଟନ କରିବେ ଏବଂ ସେଥି ମଧ୍ୟରେ ଦିଲ୍ଲୀର ୫,୦୦୦ ସ୍ୱନିଧି ରାସ୍ତାକଡ଼ ବୁଲାବିକାଳୀ ସାମିଲ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦିଲ୍ଲୀ ମେଟ୍ରୋ ଫେଜ୍ -୪ର ଦୁଇଟି ଅତିରିକ୍ତ କରିଡୋରର ଆଧାରଶିଳା ରଖିବେ ।