ଭାରତ ସାଇପ୍ରସର ବ୍ୟବସାୟୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଏବଂ ସାଇପ୍ରସ ରାଷ୍ଟ୍ରପତି
June 16th, 02:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଇପ୍ରସର ରାଷ୍ଟ୍ରପତି ମହାମହୀମ ନିକୋସ୍ କ୍ରିଷ୍ଟୋଡୋଲିଡେସଙ୍କ ସହ ଆଜି ଲିମାସୋଲଠାରେ ଆୟୋଜିତ ଏକ ଗୋଲ ଟେବଲ ବୈଠକରେ ଉଭୟ ଦେଶର ବ୍ୟବସାୟିକ ନେତାମାନଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟତଃ ବ୍ୟାଙ୍କିଙ୍ଗ, ଆର୍ଥିକ ପ୍ରତିଷ୍ଠାନ, ଉତ୍ପାଦନ, ପ୍ରତିରକ୍ଷା, ଲଜିଷ୍ଟିକ୍ସ, ସାମୁଦ୍ରିକ, ଜାହାଜ ଚଳାଚଳ, ପ୍ରଯୁକ୍ତିବିଦ୍ୟା, ନବସୃଜନ, ଡିଜିଟାଲ୍ ପ୍ରଯୁକ୍ତିବିଦ୍ୟା, ଏଆଇ, ଆଇଟି ସେବା, ପର୍ଯ୍ୟଟନ ଏବଂ ଯାନବହାନ ଚଳାଚଳ ପ୍ରଭୃତି କ୍ଷେତ୍ରର ପ୍ରତିନିଧିମାନେ ଏହି ଅଂଶଗ୍ରହଣକାରୀଙ୍କ ଭିତରେ ସାମିଲ ଥିଲେ।ସାଇପ୍ରସ୍ରେ ହୋଇଥିବା ଭାରତ-ସାଇପ୍ରସ୍ ବାଣିଜ୍ୟ ଗୋଲଟେବୁଲ୍ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 15th, 11:10 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି କାରଣ ଆଜି ସେ ମତେ ସ୍ୱାଗତ କରିବା ପାଇଁ ନିଜେ ବିମାନ ବନ୍ଦର ଆସିଥିଲେ। ଉଦ୍ୟୋଗପତିଙ୍କ ସହିତ ସେ ଏତେ ବଡ଼ ଗୋଲ୍ ଟେବୁଲ ବୈଠକ ଆୟୋଜନ କରିଛନ୍ତି, ସେଥିପାଇଁ ମୁଁ ବହୁତ କୃତଜ୍ଞ । ସେ ମୋ ପାଇଁ ଓ ଆମର ପାଟନରସିପ୍ ପାଇଁ ଯେଉଁ ସକରାତ୍ମକ ଆଭିମୁଖ୍ୟ ରଖିଛନ୍ତି, ସେଥିପାଇଁ ମଧ୍ୟ ହୃଦୟରୁ ମୁଁ ଆପଣଙ୍କୁ ବହୁତ ବହୁତ ଧନ୍ୟବାଦ ଦେଉଛିଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ ଅନୁଷ୍ଠିତ
December 15th, 10:15 pm
ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ଏହି ତିନି ଦିନିଆ ସମ୍ମିଳନୀ ୨୦୨୪ ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।ଡିସେମ୍ବର ୧୪ ଓ ୧୫ ରେ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 13th, 12:53 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୪ ଓ ୧୫ ତାରିଖରେ ନୂଆଦିଲ୍ଲୀରେ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଲାଗି ଏହି ସମ୍ମିଳନୀ କାମ ଦେବ ବୋଲି କୁହାଯାଇଛି । ସଂଘୀୟ ବ୍ୟବସ୍ଥାକୁ ମଜଭୂତ କରିବା ଲାଗି ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ବିବେଚନା କରାଯାଏ ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ଆମେରିକାର ଭାରତୀୟ ସମ୍ପ୍ରଦାୟ ସଦସ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
June 24th, 07:30 am
ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ଆମେରିକାରେ ନିଜ ନିଜ କ୍ଷେତ୍ରରେ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଅମୃତ କାଳ ସମୟରେ ଭାରତର ଅଭିବୃଦ୍ଧିରେ ସହଯୋଗ କରିବାକୁ ଆମନ୍ତ୍ରଣ କରିଥିଲେ । ଭାରତ-ଆମେରିକା ସମ୍ପର୍କକୁ ମଜବୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଦ୍ୱିପାକ୍ଷିକ ସହଭାଗିତାର ଭବିଷ୍ୟତ କ୍ଷେତ୍ର ଉପରେ ଆଲୋକପାତ କରିଛନ୍ତି ।ମଧ୍ୟପ୍ରଦେଶର ଇଂଦୋର ଠାରେ ମଧ୍ୟପ୍ରଦେଶ ବିଶ୍ୱ ନିବେଶକ ସମ୍ମିଳନୀ ୨ଠ୨୩ରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳପାଠ
January 11th, 05:00 pm
ମଧ୍ୟପ୍ରଦେଶ ନିବେଶକ ସମ୍ମିଳନୀ ପାଇଁ ଆପଣ ସମସ୍ତ ନିବେଶକ, ଉଦ୍ୟୋଗୀଙ୍କୁ ବହୁତ ବହୁତ ସ୍ୱାଗତ । ଏକ ବିକଶିତ ଭାରତର ନିର୍ମାଣରେ ମଧ୍ୟପ୍ରଦେଶର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ । ବିଶ୍ୱାସ, ଆଧ୍ୟାତ୍ମିକତା ଠାରୁ ନେଇ ପର୍ଯ୍ୟଟନ ପର୍ଯ୍ୟନ୍ତ, କୃଷି ଠାରୁ ନେଇ ଶିକ୍ଷା ଏବଂ ଦକ୍ଷତା ବିକାଶ ପର୍ଯ୍ୟନ୍ତ, ମଧ୍ୟପ୍ରଦେଶ ଅଦ୍ଭୁତ, ଚମକ୍ରାର ଏବଂ ସତର୍କ ମଧ୍ୟ ଅଟେ ।ବୈଶ୍ୱିକ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ମଧ୍ୟପ୍ରଦେଶର ଇନ୍ଦୋରଠାରେ ଆରମ୍ଭ ହୋଇଥିବା ବୈଶ୍ୱିକ ନିବେଶକ ଶିଖର ସମ୍ମିଳନୀ-୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଆଭାସୀ ଅଭିଭାଷଣ
January 11th, 11:10 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଇନ୍ଦୋରଠାରେ ବୈଶ୍ୱିକ ନିବେଶକାରୀ ଶିଖର ସମ୍ମିଳନୀକୁ ଭିଡିଓ ବାର୍ତ୍ତା ଜରିଆର ସମ୍ବୋଧିତ କରିଛନ୍ତି । ଏହି ବୈଠକ ମଧ୍ୟପ୍ରଦେଶରେ ବିବିଧ ପୁଞ୍ଜିବିନିଯୋଗ ସୁଯୋଗ ସୃଷ୍ଟି କରିବ ।Our youth should be skilled, confident and practical, NEP is preparing the ground for this: PM Modi
July 07th, 02:46 pm
PM Modi inaugurated Akhil Bhartiya Shiksha Samagam on implementation of the National Education Policy in Varanasi. The Prime Minister said that the basic premise of the National Education Policy was to take education out of narrow thinking and connect it with the modern ideas of the 21st century.PM inaugurates Akhil Bhartiya Shiksha Samagam on implementation of NEP
July 07th, 02:45 pm
PM Modi inaugurated Akhil Bhartiya Shiksha Samagam on implementation of the National Education Policy in Varanasi. The Prime Minister said that the basic premise of the National Education Policy was to take education out of narrow thinking and connect it with the modern ideas of the 21st century.ଅଟଳ ଇନୋଭେସନ ମିଶନର ଅବଧି ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି
April 08th, 09:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅଟଳ ଇନୋଭେସନ ମିଶନ (ଏଆଇଏମ)କୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଆଇଏମ ଦେଶରେ ଏକ ନବସୃଜନ ସଂସ୍କୃତି ଏବଂ ଉଦ୍ୟମଶୀଳତା ସହ ଜଡ଼ିତ ଇକୋସିଷ୍ଟମ ବିକଶିତ କରିବା ଦିଗରେ ନିଜର ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ପାଇଁ କାମ କରିବ । ଏଆଇଏମ ଦ୍ବାରା ଏହି କାର୍ଯ୍ୟ ନିଜର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ପାଦନ କରାଯିବ ।‘ବିଶ୍ୱ ପାଇଁ ମେକ୍ ଇନ୍ ଇଣ୍ଡିଆ’ ବଜେଟ ପରବର୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 03rd, 10:08 am
ଏହି ବଜେଟରେ ‘ଆତ୍ମନିର୍ଭର ଭାରତ’ ଏବଂ ‘ମେକ୍ ଇନ୍ ଇଣ୍ଡିଆ’କୁ ନେଇ ଯେଉଁ ନିଷ୍ପତି ସବୁ ନିଆଯାଇଛି, ସେସବୁ ଆମର ଶିଳ୍ପ ଏବଂ ଅର୍ଥନୀତି, ଦୁଇଟି ଯାକ ପାଇଁ ହେଉଛି ଖୁବ୍ ଗୁରୁତ୍ୱପୂର୍ଣ୍ଣ। ମେକ୍ ଇନ୍ ଇଣ୍ଡିଆ ଅଭିଯାନ ଆଜିକାର ଏକବିଂଶ ଶତାବ୍ଦୀର ହେଉଛି ଭାରତର ଆବଶ୍ୟକତା ମଧ୍ୟ, ଆଉ ଏହା ଆମକୁ ବିଶ୍ୱରେ ନିଜର ସାମର୍ଥ୍ୟ ଦେଖାଇବାର ସୁଯୋଗ ମଧ୍ୟ ପ୍ରଦାନ କରିଥାଏ।ଡିପିଆଇଆଇଟିର ମେକ ଇନ ଇଣ୍ଡିଆ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 10:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିଳ୍ପ ପ୍ରୋତ୍ସାହନ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ବିଭାଗ ପକ୍ଷରୁ ଆୟୋଜିତ ବଜେଟ ସମ୍ପର୍କିତ ୱେବିନାରରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି । ବଜେଟ୍ ପରର ଅଷ୍ଟମ ୱେବିନାରକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି । ୱେବିନାର ବିଷୟବସ୍ତୁ ହେଉଛି ‘ବିଶ୍ୱ ପାଇଁ ମେକ୍ ଇନ୍ ଇଣ୍ଡିଆ’ ।'ଆଜାଦୀ କେ ଅମୃତ ମହୋତ୍ସବ ସେ ସ୍ୱର୍ଣ୍ଣିମ ଭାରତ କେ ଔର’ କାର୍ଯ୍ୟକ୍ରମର ଜାତୀୟ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଉଦ୍ବୋଧନ
January 20th, 10:31 am
କାର୍ଯ୍ୟକ୍ରମରେ ଆମ ସହ ଆଜି ଏଠାରେ ଉପସ୍ଥିତ ଥିବା ଲୋକସଭାର ଅଧ୍ୟକ୍ଷ ଶ୍ରୀ ଓମ୍ ବିରଳା ଜୀ, ରାଜସ୍ଥାନର ରାଜ୍ୟପାଳ ଶ୍ରୀ କଲରାଜ ମିଶ୍ର ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ଅଶୋକ ଗେହଲଟଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଶ୍ରୀ କିଶନ ରେଡ୍ଡୀଜ ଜୀ, ଭୂପେନ୍ଦର ଯାଦବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ପୁରୁଷୋତ୍ତମ ରୂପାଲା ଜୀ, ଏବଂ ଶ୍ରୀ କୈଳାଶ ଚୌଧୁରୀ ଜୀ, ରାଜସ୍ଥାନ ବିଧାନସଭାର ବିରୋଧୀ ଦଳ ନେତା ଶ୍ରୀ ଗୁଲାବଚନ୍ଦ କଟାରିୟା ଜୀ, ବ୍ରହ୍ମାକୁମାରୀମାନଙ୍କ କାର୍ଯ୍ୟକାରୀ ସଂପାଦକ ରାଜଯୋଗୀ ମୃତ୍ୟୁଞ୍ଜୟ ଜୀ, ରାଜଯୋଗିନୀ ଭଉଣୀ ମୋହିନୀ ଜୀ, ଭଉଣୀ ଚନ୍ଦ୍ରିକା ଜୀ, ବ୍ରହ୍ମାକୁମାରୀ ସଂଗଠନର ଅନ୍ୟ ସମସ୍ତ ଭଉଣୀ, ଏବଂ ସଜ୍ଜନମଣ୍ଡଳୀ ତଥା ଏଠାରେ ଉପସ୍ଥିତ ଥିବା ସକଳ ସାଧକ- ସାଧିକାବୃନ୍ଦ!ଜାତୀୟ ସ୍ତରରେ ‘ଆଜାଦୀ କେ ଅମୃତ ମହୋତ୍ସବ ସେ ସ୍ୱର୍ଣ୍ଣିମ ଭାରତ କେ ଔର୍’ ସମାରୋହର ଶୁଭାରମ୍ଭ ଅବସରରେ ଦୀକ୍ଷାନ୍ତ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ
January 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ସ୍ତରରେ ‘ଆଜାଦୀ କେ ଅମୃତ ମହୋତ୍ସବ ସେ ସ୍ୱର୍ଣ୍ଣିମ ଭାରତ କେ ଔର୍’ ସମାରୋହର ଶୁଭାରମ୍ଭ ଅବସରରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ସେ ମଧ୍ୟ ବ୍ରହ୍ମା କୁମାରିଜ୍ ସଂସ୍ଥାର ସାତଟି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା, ରାଜସ୍ଥାନ ରାଜ୍ୟପାଳ ଶ୍ରୀ କଲରାଜ ମିଶ୍ରା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଅଶୋକ ଗେହଲଟ, ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷନ ରେଡ୍ଡୀ, ଶ୍ରୀ ଭୂପେନ୍ଦର ଯାଦବ, ଶ୍ରୀ ଅର୍ଜ୍ଜୁନ ରାମ ମେଘୱାଲ, ଶ୍ରୀ ପୁରୁଷୋତ୍ତମ ରୂପାଲା ଏବଂ ଶ୍ରୀ କୈଳାସ ଚୌଧୁରୀ ପ୍ରମୁଖଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ ।ପୁଡୁଚେରୀ ଠାରେ ୨୫ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 12th, 03:02 pm
ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ତାମିଲ- ସାଇ ଜୀ, ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ ଶ୍ରୀ ନାରାୟଣ ରାଣେ ଜୀ, ଶ୍ରୀ ଅନୁରାଗ ଠାକୁର ଜୀ, ଶ୍ରୀ ନିଶୀତ ପ୍ରମାଣିକ ଜୀ, ଶ୍ରୀ ଭାନୁ ପ୍ରତାପ ସିଂହ ବର୍ମା ଜୀ, ପୁଡୁଚେରୀ ସରକାରଙ୍କ ବରିଷ୍ଠ ମନ୍ତ୍ରିଗଣ, ସାଂସଦ ଗଣ, ବିଧୟାକ ଗଣ, ଦେଶର ଅନ୍ୟ ରାଜ୍ୟର ମନ୍ତ୍ରିଗଣ ଏବଂ ମୋର ଯୁବ ବନ୍ଧୁମାନେ! ନମସ୍କାର! ଆପଣ ସମସ୍ତଙ୍କୁ ଜାତୀୟ ଯୁବ ଦିବସର ବହୁତ ବହୁତ ଶୁଭକାମନା!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୨୫ତମ ଜାତୀୟ ଯୁବ ଉତ୍ସବ ପୁଡୁଚେରୀଠାରେ ଉଦଘାଟିତ
January 12th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ପୁଡୁଚେରୀଠାରେ ୨୫ତମ ଜାତୀୟ ଯୁବ ଦିବସ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଯନ କରିଛନ୍ତି । ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଦିବସକୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଇଥାଏ । ଏହି ଅବସରରେ ପ୍ରଧାନମନ୍ତ୍ରୀ “ମେରେ ସପନୋ କା ଭାରତ” ଏବଂ “ଲୋକଲୋଚନ ଅନ୍ତରାଳରେ ରହିଯାଇଥିବା ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ବୀର” ମାନଙ୍କ ଉପରେ ଏକ ବଛା ବଛା ପ୍ରବନ୍ଧକୁ ମଧ୍ୟ ଉଦଘାଟନ କରିଛନ୍ତି ।