Prime Minister’s meeting with Acting Prime Minister of Denmark on the margins of the 3rd India-Nordic Summit

May 19th, 06:40 pm

On the sidelines of the 3rd India-Nordic Summit, PM Modi met acting PM of Denmark Mette Frederiksen. The two leaders reviewed bilateral cooperation, discussed regional and global issues and also welcomed the advances made in the India-Denmark Green Strategic Partnership. The PM conveyed India’s readiness to welcome Danish technologies for green solutions in the rapidly developing Indian economy.

‘No compromise, no double standards on terrorism’: PM Modi at Nordic Summit

May 19th, 04:25 pm

Attending the joint press meet with Nordic leaders, PM Modi highlighted the growing India-Nordic partnership across trade, investment, green technology and innovation. He said both sides decided to shape India-Nordic ties into a Green Technology and Innovation Strategic Partnership and underlined a shared resolve against terrorism, with a clear message of “No compromise. No double standards.

ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)

May 11th, 09:00 pm

ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।

‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

September 24th, 06:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ଡେନମାର୍କ ପ୍ରଧାନମନ୍ତ୍ରୀ

September 16th, 07:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।

ଡେନ୍‌ମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 15th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।

When growth is driven by aspirations, it becomes inclusive and sustainable: PM Modi at Rising Bharat Summit

April 08th, 08:30 pm

PM Modi addressed the News18 Rising Bharat Summit. He remarked on the dreams, determination, and passion of the youth to develop India. The PM highlighted key initiatives, including zero tax on income up to ₹12 lakh, 10,000 new medical seats and 6,500 new IIT seats, 50,000 new Atal Tinkering Labs and over 52 crore Mudra Yojana loans. The PM congratulated the Parliament for enacting Waqf law.

ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ

April 08th, 08:15 pm

ମଙ୍ଗଳବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ନ୍ୟୁଜ ୧୮ ରାଇଜିଂ ଭାରତ ସମିଟରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇଛନ୍ତି । ଭାରତ ତଥା ସାରା ବିଶ୍ୱର ଅନେକ ନେତାଙ୍କ ସହ ଭାବ ବିନିମୟ କରିବାର ସୁଯୋଗ ଦେଇଥିବାରୁ ନ୍ୟୁଜ ୧୮ ନେଟବାର୍କକୁ ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ । ଭାରତର ଯୁବବର୍ଗଙ୍କ ଆକାଂକ୍ଷାକୁ ଫୋକସ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଚଳିତ ବର୍ଷ ପ୍ରାରମ୍ଭରେ ଭାରତ ମଣ୍ଡପମରେ ବିବେକାନନ୍ଦ ଜୟନ୍ତୀ ପାଳନ ଅବସରରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ କଥା ମନେ ପକାଇ ଭାରତବର୍ଷକୁ ଏକ ବିକଶିତ ଦେଶରେ ପରିଣତ କରିବା ପାଇଁ ଯୁବକମାନଙ୍କର ରହିଥିବା ସ୍ୱପ୍ନ ଓ ଆକାଂକ୍ଷା ପ୍ରଧାନମନ୍ତ୍ରୀ କହିଥିଲେ । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟରେ ସବୁସ୍ତରରେ ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ସେ କହିଥିଲେ । ତେବେ ଅମୃତ କାଳ ସୃଷ୍ଟି କରିବା ପାଇଁ ଏହି ଅନ୍ତର୍ଦୃଷ୍ଟିର ଆବଶ୍ୟକତା ରହିଥିବା ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି

April 20th, 06:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେନମାର୍କର ପ୍ରଧାନମନ୍ତ୍ରୀ ମାନ୍ୟବର ସୁଶ୍ରୀ ମେଟେ ଫ୍ରେଡେରିକସେନ୍‌ଙ୍କ ଟେଲିଫୋନ୍‍ ଯୋଗେ ଆଲୋଚନା କରିଛନ୍ତି ।

ଡେନମାର୍କର ପ୍ରଧାନମନ୍ତ୍ରୀ ଭାବରେ ପୁନଃ ର୍ନିବାଚିତ ହୋଇଥିବାରୁ ଶ୍ରୀମତୀ ମେଟେ ଫ୍ରେଡେରିକସେନ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 15th, 11:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀ ଭାବରେ ପୁନଃ ର୍ନିବାଚିତ ହୋଇଥିବାରୁ ଶ୍ରୀମତୀ ମେଟେ ଫ୍ରେଡେରିକସେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

One nation, one fertilizer: PM Modi

October 17th, 11:11 am

Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.

PM inaugurates PM Kisan Samman Sammelan 2022 at Indian Agricultural Research Institute, New Delhi

October 17th, 11:10 am

The Prime Minister, Shri Narendra Modi inaugurated PM Kisan Samman Sammelan 2022 at Indian Agricultural Research Institute in New Delhi today. The Prime Minister also inaugurated 600 Pradhan Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.

ଦ୍ବିତୀୟ ଭାରତ ନୋର୍ଡିକ୍ ଶିଖର ସମ୍ମିଳନୀ

May 04th, 07:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ବିତୀୟ ଭାରତ-ନୋର୍ଡିକ ଶିଖର ସମ୍ମିଳନୀରେ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫେଡିରିକ୍‌ସେନ, ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ କାଟରିନା ଜାକୋବ୍‌ସଡୋଟିର, ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ ଗହର ଷ୍ଟୋର, ସ୍ବିଡେନର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଣ୍ଡେଲିନା ଏଣ୍ଡରସନ ଏବଂ ଫିନଲାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ ସନା ମାରିନଙ୍କ ସହିତ ଭାଗ ନେଇଛନ୍ତି।

ଡେନମାର୍କର ରାଣୀ ମାର୍ଗାରେଟ୍ ଦ୍ୱିତୀୟ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି

May 04th, 08:05 am

ଡେନମାର୍କର ମହାମହିମ ମହାରାଣୀ ମାର୍ଗାରେଟ୍ ଦ୍ୱିତୀୟ ଆଜି କୋପେନହେଗନ୍‌ର ଅକମାଲିୟନବର୍ଗ ରାଜପ୍ରାସାଦରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।

କୋପେନହାଗେନ ଠାରେ ଭାରତୀୟ ସମୁଦାୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

May 03rd, 09:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଡେନମାର୍କ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ମେଟେ ଫ୍ରେଡରିକସନଙ୍କ ସହ କୋପେନହାଗେନ ସ୍ଥିତ ବେଲା ସେଣ୍ଟର ଠାରେ ଭାରତୀୟ ସମୁଦାୟକୁ ଉଦବୋଧନ ଦେବା ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଛାତ୍ର, ଗବେଷକ, ବୃତ୍ତିଧାରୀ ଓ ବ୍ୟବସାୟୀଙ୍କ ସମେତ ଡେନମାର୍କରେ ରହୁଥିବା ଭାରତୀୟ ସମୁଦାୟର ୧୦୦୦ରୁ ଅଧିକ ସଦସ୍ୟ ଭାଗ ନେଇଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଭାରତ-ଡେନମାର୍କ ବ୍ୟବସାୟ ଫୋରମରେ ଅଂଶଗ୍ରହଣ କରିଛନ୍ତି

May 03rd, 07:40 pm

ପ୍ରଧାନମନ୍ତ୍ରୀ ମୋଦୀ କୋପେନହେଗନରେ ଭାରତ-ଡେନମାର୍କ ବ୍ୟବସାୟ ଫୋରମରେ ବ୍ୟବସାୟୀ ନେତାମାନଙ୍କୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ତାଙ୍କ ମନ୍ତବ୍ୟରେ କହିଥିଲେ, ଆଜିକାଲି ଏଫଓଏମଓ ଶବ୍ଦ କିମ୍ବା 'ଫିୟର ଅଫ ମିସିଙ୍ଗ ଆଉଟ' ସୋସିଆଲ ମିଡିଆରେ ଆକର୍ଷଣ ହାସଲ କରୁଛି । ଭାରତର ସଂସ୍କାର ଏବଂ ନିବେଶ ସୁଯୋଗକୁ ଦେଖି ମୁଁ କହିପାରିବି ଯେ ଯେଉଁମାନେ ଆମ ଦେଶରେ ନିବେଶ କରୁନାହାନ୍ତି, ସେମାନେ ନିଶ୍ଚିତ ଭାବେ ବଞ୍ଚିତ ହେବେ।

ଡେନମାର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତ୍ତି

May 03rd, 07:11 pm

ମାନ୍ୟବର ପ୍ରଧାନମନ୍ତ୍ରୀ, ମୋତେ ଏବଂ ମୋର ପ୍ରତିନିଧୀଙ୍କୁ ଡେନମାର୍କରେ ଏକ ଭବ୍ୟ ସ୍ୱାଗତ ପାଇଁ ଆୟୋଜନ କରିଥିବାରୁ ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଧନ୍ୟବାଦ । ତୁମର ସୁନ୍ଦର ଦେଶକୁ ଏହା ମୋର ପ୍ରଥମ ଗସ୍ତ । ଗତ ବର୍ଷ ଅକ୍ଟୋବରରେ, ମୁଁ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଥିଲି । ଏହି ଦୁଇ ଗସ୍ତ ସହିତ, ଆମେ ଆମର ସମ୍ପର୍କରେ ଘନିଷ୍ଠତା ଏବଂ ଗତିଶୀଳତା ଆଣିବାରେ ସକ୍ଷମ ହୋଇଛୁ । ଆମର ଦୁଇ ଦେଶ କେବଳ ଗଣତନ୍ତ୍ରର ମୂଲ୍ୟବୋଧ, ଅଭିବ୍ୟକ୍ତିର ସ୍ୱାଧୀନତା ଏବଂ ଆଇନର ନିୟମ ସେୟାର କରି ନାହାଁନ୍ତି ବରଂ ଆମର ଉଭୟଙ୍କର ମଧ୍ୟ ଅନେକ ସମ୍ମାନଜନକ ଶକ୍ତି ଅଛି ।

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକର ପ୍ରେସ ବିଜ୍ଞପ୍ତି

May 03rd, 06:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡେରିକସନ୍‌ଙ୍କ ସହିତ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।

India–Denmark Joint Statement during the Visit of Prime Minister to Denmark

May 03rd, 05:16 pm

PM Modi and PM Frederiksen held extensive talks in Copenhagen. The two leaders noted with satisfaction the progress made in various areas since the visit of PM Frederiksen to India in October 2021 especially in the sectors of renewable energy, health, shipping, and water. They emphasized the importance of India- EU Strategic Partnership and reaffirmed their commitment to further strengthen this partnership.

ଡେନମାର୍କର କୋପେନହେଗନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭବ୍ୟ ସ୍ୱାଗତ

May 03rd, 02:48 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନୋଟି ୟୁରୋପୀୟ ରାଷ୍ଟ୍ର ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଡେନମାର୍କର କୋପେନହେଗନରେ ପହଞ୍ଚିଛନ୍ତି । ଏକ ସ୍ୱତନ୍ତ୍ର ଅଙ୍ଗଭଙ୍ଗୀରେ ଡେନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡେରିକ୍ସେନ୍ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଥିଲେ।