ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
April 15th, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମଣିପୁରର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
February 24th, 10:02 pm
ମଣିପୁରର ମୁଖ୍ୟମନ୍ତ୍ରୀ ଶ୍ରୀ ୟୁମନାମ ଖେମଚାନ୍ଦ ସିଂହଙ୍କ ସହ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ନେମଚା କିପଗେନ ଏବଂ ଶ୍ରୀ ଲୋସି ଦିଖୋ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।Prime Minister Congratulates Newly Sworn-in Chief Minister and Ministers of Manipur
February 04th, 11:13 pm
The Prime Minister, Shri Narendra Modi, today extended congratulations to Shri Yumnam Khemchand Singh Ji on taking oath as the Chief Minister of Manipur.ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସୁନେତ୍ରା ପାୱାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
January 31st, 05:57 pm
ପ୍ରଥମ ମହିଳା ଭାବେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସୁନେତ୍ରା ପାୱାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ମୋର ବିଶ୍ୱାସ ଯେ ସେ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ଅକ୍ଳାନ୍ତ ପରିଶ୍ରମ କରିବେ ଏବଂ ସ୍ୱର୍ଗତ ଅଜିତଦାଦା ପାୱାରଙ୍କ ଦୂରଦୃଷ୍ଟି ପୂରଣ କରିବେ ବୋଲି ଶ୍ରୀ ମୋଦୀ କହିଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାରର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ
December 22nd, 03:33 pm
ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Chief Minister and Deputy Chief Minister of Telangana meet the Prime Minister
December 03rd, 02:25 pm
Chief Minister of Telangana, Shri Revanth Reddy and Deputy Chief Minister of Telangana, Shri Bhatti Vikramarka Mallu met the Prime Minister, Shri Narendra Modi at New Delhi, today.ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
December 05th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି । ମହାରାଷ୍ଟ୍ରର ବିକାଶ ପାଇଁ କେନ୍ଦ୍ର ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀ ମୋଦୀ ପ୍ରତିଶ୍ରୁତି ଦେଇଛନ୍ତି ।