First Deputy PM of Russia Denis Manturov calls on PM Modi
April 02nd, 07:17 pm
The First Deputy Prime Minister of the Russian Federation, Denis Manturov, called on PM Modi and briefed him on the progress in various areas of mutually beneficial cooperation. The PM expressed satisfaction at the sustained efforts being made by both sides and extended warm greetings to President Putin.ଇଟାଲୀର ଉପ-ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ତାଜାନୀଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ
December 10th, 10:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ଉପ-ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ତାଜାନୀଙ୍କୁ ସାକ୍ଷାତ କରିଛନ୍ତି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୁଷର ଉପପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ
September 25th, 08:56 pm
ରୁଷର ଉପ ପ୍ରଧାନମନ୍ତ୍ରୀ ଦିମିତ୍ରୀ ପାତ୍ରୁଶେଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଫେଡେରାଲ ନିର୍ବାଚନରେ ଅଷ୍ଟ୍ରେଲୀୟ ଲେବର ପାର୍ଟିର ଐତିହାସିକ ବିଜୟ ପାଇଁ ଉପପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
June 04th, 04:52 pm
ଅଷ୍ଟ୍ରେଲିଆର ଉପ-ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ, ମାନନୀୟ ରିଚାର୍ଡ ମାର୍ଲେସ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ନିକଟରେ ଅଷ୍ଟ୍ରେଲିଆରେ ହୋଇଥିବା ଫେଡେରାଲ୍ ନିର୍ବାଚନରେ ଅଷ୍ଟ୍ରେଲୀୟ ଲେବର ପାର୍ଟିର ଐତିହାସିକ ବିଜୟ ପାଇଁ ଉପ-ପ୍ରଧାନମନ୍ତ୍ରୀ ମାର୍ଲେସଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ରୁଷର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଡେନିସ ମାନ୍ତୁରୋଭ
November 11th, 08:55 pm
ରୁଷ୍ ମହାସଂଘର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଡେନିସ ମାନ୍ତୁରୋଭ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଭାରତର ସଙ୍ଗୀତ ଇତିହାସ ବିବିଧତାର ଏକ ପ୍ରତୀକ ଯାହା କି ସହସ୍ର ବର୍ଷ ଧରି ବିକଶିତ ଗୀତ ମାଧ୍ୟମରେ ଗୁଞ୍ଜରିତ: ପ୍ରଧାନମନ୍ତ୍ରୀ
November 14th, 09:43 am
ସିତାର ପ୍ରତି ଆଗ୍ରହ ପାଇଁ ସିଙ୍ଗାପୁର ଉପପ୍ରଧାନମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସାPrime Minister Modi meets PM Mahathir Mohamad of Malaysia
May 31st, 09:51 am
Prime Minister Narendra Modi held productive talks with PM Mahathir Mohamad of Malaysia. The leaders deliberated on various aspects of India-Malaysia ties.ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ସିଙ୍ଗାପୁର ଉପ-ପ୍ରଧାନମନ୍ତ୍ରୀ ଥର୍ମାନ ସନମୁଗରତ୍ନମ
July 22nd, 12:04 pm
ସିଙ୍ଗାପୁର ଉପ-ପ୍ରଧାନମନ୍ତ୍ରୀ ମିଷ୍ଟର ଥର୍ମାନ ସନମୁଗରତ୍ନମ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଅକ୍ଟୋବର 2016ରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ମିଷ୍ଟର ଲୀ ହସିଏଁ ଲୁଙ୍ଗଙ୍କ ସଫଳ ଭାରତ ଗସ୍ତକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଏବଂ ଶିଖର ସମ୍ମିଳନୀରେ ଉଭୟ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିର କାର୍ଯ୍ୟକାରିତାକୁ ନେଇ ସନ୍ତୋଷ ପ୍ରକାଶ କରିଥିଲେ ।