Prime Minister meets the Vice President of Uganda on the sidelines of the 18th BRICS Summit in New Delhi

September 13th, 05:13 pm

PM Modi held a warm and productive meeting with Jessica Rose Epel Alupo, Vice President of the Republic of Uganda, on the sidelines of the 18th BRICS Summit in New Delhi. The two leaders reviewed bilateral ties while agreeing to enhance cooperation in key priority areas. The PM reaffirmed India’s support for Uganda’s ‘Vision 2040’ for a transformed and prosperous Uganda.

ନୂଆଦିଲ୍ଲୀଠାରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀ ଅବସରରେ କାଜାଖସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13th, 04:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କାଜାଖସ୍ତାନ ଯୁକ୍ତରାଜ୍ୟର ରାଷ୍ଟ୍ରପତି ମାନ୍ୟବର ଶ୍ରୀ କାସିମ୍-ଜୋମାର୍ଟ ଟୋକାୟେଭଙ୍କ ସହ ସାକ୍ଷାତ କରିଛନ୍ତି।

୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନୀ ଅଭିଭାଷଣ “ସ୍ଥିରତା, ନବସୃଜନ, ସହଯୋଗ ଏବଂ ସ୍ଥାୟିତ୍ୱ: ସମାବେଶୀ ବିଶ୍ୱ ବିକାଶର ଭବିଷ୍ୟତ ଗଠନ”

September 13th, 11:00 am

୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ଘାଟନୀ ଅଭିଭାଷଣ “ସ୍ଥିରତା, ନବସୃଜନ, ସହଯୋଗ ଏବଂ ସ୍ଥାୟିତ୍ୱ: ସମାବେଶୀ ବିଶ୍ୱ ବିକାଶର ଭବିଷ୍ୟତ ଗଠନ”

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ମହାମହିମ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 10th, 02:59 pm

ଆଗା ଖାନ୍ ଡେଭେଲପମେଣ୍ଟ ନେଟୱାର୍କ (ଏକେଡିଏନ) ର ଅଧ୍ୟକ୍ଷ ମହାମହିମ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

The Dedicated Freight Corridor is the lifeline of a rapidly developing India: PM Modi in Vadodara, Gujarat

September 08th, 12:30 pm

Addressing the ‘Namo for Viksit Bharat’ programme in Vadodara, PM Modi announced further momentum in the journey towards a Viksit Bharat. From completing the 2,800+ km Dedicated Freight Corridor and strengthening logistics to advancing manufacturing, renewable energy, skills and AI readiness, these projects will give fresh momentum to Gujarat’s and India’s development journey.

ଗୁଜରାଟର ଭଦୋଦରାଠାରେ ₹୩୫,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 08th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରାଠାରେ ୩୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍‌ଘାଟନ ଓ ଜାତି ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି। ସମ୍ମାନିତ ଅତିଥିମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଐତିହାସିକ ଅବସରରେ ପ୍ରତ୍ୟକ୍ଷ ଭାବେ ଏବଂ ଅନଲାଇନ୍ ମାଧ୍ୟମରେ ଯୋଡ଼ି ହୋଇଥିବା ନାଗରିକମାନଙ୍କୁ ସେ ସ୍ୱାଗତ କରିଥିଲେ। “ମୁଁ ଗୁଜରାଟର ମୋର ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ ଜଣାଉଛି” ବୋଲି ଶ୍ରୀ ମୋଦୀ କହିଥିଲେ।

ସେପ୍ଟେମ୍ବର ୮ରେ ଗୁଜରାଟ ଏବଂ ମହାରାଷ୍ଟ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

September 07th, 11:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୮ ସେପ୍ଟେମ୍ବର ୨୦୨୬ରେ ଗୁଜରାଟ ଏବଂ ମହାରାଷ୍ଟ୍ର ଗସ୍ତ କରିବେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ, ପ୍ରଧାନମନ୍ତ୍ରୀ ଭଦୋଦରାରେ ୩୫,୦୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ। ଏହି ଅବସରରେ ସେ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ।

ଜାତୀୟ ଶିକ୍ଷକ ପୁରସ୍କାର ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

September 05th, 10:00 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଜାତୀୟ ଶିକ୍ଷକ ପୁରସ୍କାର ବିଜେତାଙ୍କ ସହ ଆଲୋଚନା କରିଥିଲେ। ଏହି ବର୍ଷ, ତିନୋଟି ବିଭାଗରୁ ୮୨ ଜଣ ଶିକ୍ଷକ ଏବଂ ଶିକ୍ଷାବିତଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଚୟନ କରାଯାଇଛି। ଏଥିରେ ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗର ୪୮ ଜଣ ଶିକ୍ଷକ, ଉଚ୍ଚଶିକ୍ଷା ପ୍ରତିଷ୍ଠାନ ଏବଂ ପଲିଟେକ୍ନିକ୍ସର ୨୧ ଜଣ ଶିକ୍ଷକ/ଅଧ୍ୟାପକ ଏବଂ ଦକ୍ଷତା ବିକାଶ ଏବଂ ଉଦ୍ୟମିତା

ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତିରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

August 30th, 01:30 pm

ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତିରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

୨୭ ଅଗଷ୍ଟରେ ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 26th, 10:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ ଅଗଷ୍ଟ ପୂର୍ବାହ୍ଣ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଖେଲୋ ଇଣ୍ଡିଆ ଡାଇଲଗ୍’କୁସମ୍ବୋଧନ କରିବେ। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ଭାରତର କ୍ରୀଡ଼ା ଯାତ୍ରା ସହ ଯୋଡ଼ିବା, ସେମାନଙ୍କ ଆକାଂକ୍ଷା ବାଣ୍ଟିବାର ସୁଯୋଗ ଦେବା ଏବଂ ଯୁବ ନେତୃତ୍ୱାଧୀନ ବିକଶିତ ଭାରତ ଗଠନ ପାଇଁ ସେମାନଙ୍କ ଚିନ୍ତାଧାରା ଓ ପ୍ରସ୍ତାବ ଗ୍ରହଣ କରିବା।

IFS Officer Trainees of 2025 Batch call on PM Modi

August 24th, 07:13 pm

During the interaction with the Officer Trainees of the 2025 Batch of IFS, PM Modi called upon them to build strong grassroots-level engagement in their countries of posting and deepen India’s connection with local communities. He also emphasised the importance of strengthening the digital presence of Indian Missions and urged the Officer Trainees to work towards making India a more attractive global tourism destination.

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ

August 22nd, 06:11 pm

ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 21st, 09:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।

‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

August 21st, 08:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 20th, 09:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ଆବାସରେ ଭାରତ ସରକାରଙ୍କ ସଚିବମାନଙ୍କ ସହିତ ତୃତୀୟ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି । ସେ ଭିତ୍ତିଭୂମି ଓ ଯୋଗାଯୋଗ, ସୁରକ୍ଷା ଓ ବୈଦେଶିକ ବ୍ୟାପାର ଏବଂ ଶାସନ ସହ ଜଡିତ ମନ୍ତ୍ରଣାଳୟ ଓ ବିଭାଗଗୁଡ଼ିକର ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

August 20th, 09:04 pm

ଭାରତକୁ ସରକାରୀ ଗସ୍ତରେ ଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ସିଞ୍ଜିରୋ କୋଇଜୁମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଜୁଲାଇ ୨୦୨୬ରେ ଷୋଡ଼ଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଭାରତ ଗସ୍ତରେ ଆସିଥିବା ସମୟରେ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କ ସହ ତାଙ୍କର ବିସ୍ତୃତ ଆଲୋଚନାକୁ ସ୍ମରଣ କରିଥିଲେ । ଶ୍ରୀ ମୋଦୀ ଭାରତ ଏବଂ ଜାପାନ ମଧ୍ୟରେ ପ୍ରତିରକ୍ଷା ସହଯୋଗରେ ସ୍ଥିର ଅଗ୍ରଗତିକୁ ପ୍ରଶଂସା କରିଛନ୍ତି । ଭାରତକୁ ସରକାରୀ ଗସ୍ତରେ ଥିବା ଜାପାନର ପ୍ରତିରକ୍ଷା ମନ୍ତ୍ରୀ ସିଞ୍ଜିରୋ କୋଇଜୁମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ମେକ-ଇନ-ଇଣ୍ଡିଆ ଅଧୀନରେ ପ୍ରତିରକ୍ଷା ସହ-ବିକାଶ ଏବଂ ସହ-ଉତ୍ପାଦନରେ ଭାରତୀୟ କମ୍ପାନୀ ଓ ଷ୍ଟାର୍ଟ-ଅପ୍ସ ସହିତ ଜାପାନର ସହଭାଗିତା ସୁଯୋଗ ଉପରେ ଆଲୋକପାତ କରିଥିଲେ । ପ୍ରତିରକ୍ଷା ମନ୍ତ୍ରୀ କୋଇଜୁମି ପ୍ରଧାନମନ୍ତ୍ରୀଙ୍କୁ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗର ପ୍ରଗତି ବିଷୟରେ ଅବଗତ କରାଇଥିଲେ ଏବଂ ଭାରତ ସହ ସମ୍ପର୍କକୁ ଆହୁରି ନିବିଡ଼ କରିବା ପାଇଁ ଜାପାନ ସରକାରଙ୍କ ନିରନ୍ତର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରିଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା,ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କ ପ୍ରାୟ ୪୧୦ କିଲୋମିଟର ବୃଦ୍ଧି ପାଇବ

August 19th, 03:18 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପ୍ରାୟ ୯,୪୫୦ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି:

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକା ଉପରାଷ୍ଟ୍ରପତିଙ୍କ ଟେଲିଫୋନ

August 08th, 10:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆମେରିକାର ଉପରାଷ୍ଟ୍ରପତି ଶ୍ରୀ ଜେ. ଡି. ଭାନ୍ସ ଟେଲିଫୋନ କଲ୍ କରିଥିଲେ ।

୨୩,୭୩୧ କୋଟି ଟଙ୍କା ବ୍ୟୟବରାଦ ସହ କମ୍ପ୍ରେସ୍ଡ ବାୟୋଗ୍ୟାସ୍ ପାଇଁ ଜାତୀୟ ସମନ୍ୱିତ ଯୋଜନା-ଗୋବର୍ଦ୍ଧନକୁ କ୍ୟାବିନେଟ୍‌ ମଞ୍ଜୁରି

August 06th, 04:08 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ୨୩,୭୩୧ କୋଟି ଟଙ୍କାର ମୋଟ ବ୍ୟୟବରାଦ ସହିତ ଜାତୀୟ ଚକ୍ରିୟ ଜୈବଶକ୍ତି ଯୋଜନା- ଗୋବର୍ଦ୍ଧନକୁ ଅନୁମୋଦନ କରିଛି।

ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ସାତ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହାର ମହତ୍ୱ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ

August 05th, 02:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଧାରା ୩୭୦ ଏବଂ ୩୫ (ଏ) ଉଚ୍ଛେଦର ସାତ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହି ନିର୍ଣ୍ଣାୟକ ପଦକ୍ଷେପର ମହତ୍ୱ ବିଷୟରେ ଅବତାରଣା କରିଛନ୍ତି । ୫ ଅଗଷ୍ଟ ୨୦୧୯କୁ ଭାରତର ସମାବେଶୀ ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ସେ କହିଛନ୍ତି ।