Prime Minister chairs DGP/IGP Conference in Raipur
November 29th, 08:25 pm
Prime Minister Shri Narendra Modi chaired the first day of the Conference of Directors General and Inspectors General of Police in Raipur today. He remarked that the conference witnessed extensive deliberations on different aspects of India’s security system.ପ୍ରଧାନମନ୍ତ୍ରୀ ୨୯-୩୦ ନଭେମ୍ବର ରାୟପୁରରେ ୬୦ତମ ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ନିରୀକ୍ଷକ ମହାନିରୀକ୍ଷକ ସମ୍ମିଳନୀରେ ଯୋଗଦେବେ
November 27th, 12:45 pm
ପ୍ରଧାନମନ୍ତ୍ରୀ ଛତିଶଗଡର ରାୟପୁରରେ ୨୯-୩୦ ନଭେମ୍ବର ୨୦୨୫ରେ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟରେ ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ନିରୀକ୍ଷକ ମହାନିରୀକ୍ଷକଙ୍କ ୬୦ତମ ସମ୍ମିଳନୀରେ ଅଂଶଗ୍ରହଣ କରିବେ ।Odisha is experiencing unprecedented development: PM Modi in Bhubaneswar
November 29th, 04:31 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.PM Modi's Commitment to Making Odisha a Global Hub of Growth and Opportunity
November 29th, 04:30 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।