ମରିସସ ଜାତୀୟ ଦିବସ ସମାରୋହରେ ସେଠାକାର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 12th, 03:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।

ମରିସସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

March 11th, 04:01 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ରାଷ୍ଟ୍ରପତି ଧରମବୀର ଗୋକୁଲଙ୍କୁ ରାଜ ଭବନରେ ସାକ୍ଷାତ କରିଛନ୍ତି।

ଦୁଇ ଦିନିଆ ମରିସସ୍ ଗସ୍ତରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

March 11th, 08:33 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସରେ କିଛି ସମୟ ପୂର୍ବରୁ ପହଞ୍ଚିଛନ୍ତି । ଦୁଇ ଦିନିଆ ଗସ୍ତରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସେ ମରିସସର 57ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ମରିସସର ଲିଡର ଏବଂ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ।