ପାଞ୍ଚଟି ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି)ର ଶିକ୍ଷା ଏବଂ ଭିତ୍ତିଭୂମି କ୍ଷମତା ସମ୍ପ୍ରସାରଣ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

May 07th, 12:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଆନ୍ଧ୍ର ପ୍ରଦେଶ (ଆଇଆଇଟି ତିରୁପତି), କେରଳ (ଆଇଆଇଟି ପଲକ୍କଡ), ଛତିଶଗଡ଼ (ଆଇଆଇଟି ଭିଲାଇ), ଜାମ୍ମୁ-କାଶ୍ମୀର (ଆଇଆଇଟି ଜାମ୍ମୁ) ଏବଂ କର୍ଣ୍ଣାଟକ (ଏଚଟି ଧରୱାଡ) ଆଦି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରତିଷ୍ଠା କରାଯାଇଥିବା ପାଞ୍ଚଟି ନୂତନ ଆଇଆଇଟିର ଶିକ୍ଷା ଏବଂ ଭିତ୍ତିଭୂମି କ୍ଷମତା (ପର୍ଯ୍ୟାୟ-'ବି' ନିର୍ମାଣ) ର ସମ୍ପ୍ରସାରଣକୁ ମଞ୍ଜୁରି ଦେଇଛନ୍ତି।