PM Narendra Modi's Stellar Start to 2025: Transforming Vision into Reality in Just 15 Days

January 16th, 02:18 pm

Prime Minister Narendra Modi has begun 2025 with a flurry of transformative initiatives, demonstrating his vision for a progressive, self-reliant, and united India. From advancing infrastructure and scientific research to empowering youth and celebrating India’s cultural persity, his leadership has set the tone for a remarkable year ahead.

ଡିଏପି ଉପରେ ଏକକାଳୀନ ସ୍ୱତନ୍ତ୍ର ପ୍ୟାକେଜକୁ ଏନବିଏସ୍ ସବସିଡି ଅତିରିକ୍ତ ୧ ଜାନୁଆରୀ ୨୦୨୫ଠାରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ କ୍ୟାବିନେଟ ଅନୁମୋଦନ

January 01st, 03:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଡାଇ ଆମୋନିୟମ ଫସଫେଟ୍‌ (ଡିଏପି) ସାର ଉପରେ ସବସିଡି ଯୋଗାଇ ଦେବା ଲାଗି ଏକକାଳୀନ ସ୍ବତନ୍ତ୍ର ପ୍ୟାକେଜକୁ ସମ୍ପ୍ରସାରଣ କରିଛନ୍ତି। ଏନବିଏସ ସବସିଡି ଅତିରିକ୍ତ ଡିଏପି ଉପରେ ମେଟ୍ରିକ ଟନ୍‌ ପିଛା ୩,୫୦୦ ଟଙ୍କାର ସବସିଡି ଯୋଗାଇ ଦିଆଯିବ ଏବଂ କ୍ୟାବିନେଟର ଏହି ନିଷ୍ପତ୍ତି ୧ ଜାନୁଆରୀ ୨୦୨୫ଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଲାଗୁ ରହିବ । ସାର ବିଭାଗର ଏ ସଂକ୍ରାନ୍ତ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିବା ପରେ ଚାଷୀମାନଙ୍କୁ ସୁଲଭ ଦରରେ ନିରନ୍ତର ଭାବେ ଡିଏପି ସାର ଉପଲବ୍ଧ ହୋଇପାରିବ। ଉପରୋକ୍ତ ପାଇଁ ଆନୁମାନିକ ବଜେଟ୍ ଆବଶ୍ୟକତା ପାଖାପାଖି ୩,୮୫୦ କୋଟି ଟଙ୍କା ପର୍ଯ୍ୟନ୍ତ ହେବ।

ସରକାରଙ୍କ ଐତିହାସିକ ଚାଷୀ ଅନୁକୂଳ ପଦକ୍ଷେପ : ସାର ସବସିଡି ବୃଦ୍ଧ

May 19th, 07:57 pm

ସାର ଦର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସାର ଦର ଉପରେ ଏକ ବିସ୍ତୃତ ଉପସ୍ଥାପନା ତାଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଇଥିଲା।