ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 18th, 08:00 pm
ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି
November 18th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।Cabinet approves the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore
September 02nd, 06:30 pm
The Union Cabinet Committee chaired by the Prime Minister Shri Narendra Modi approved the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore.ମୋଟ୍ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
September 02nd, 04:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ୍ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ ମଞ୍ଜୁର କରାଯାଇଛି।