India-France Innovation Roadmap 2030
June 15th, 05:42 am
Both India and France recognise that India’s Viksit Bharat 2047 vision and France 2030 ambition provide strong convergences for building a future-oriented innovation partnership. They are adopting the India-France Innovation Roadmap 2030 as a framework to guide their collaborative efforts towards advancing co-development in critical and emerging technologies, strengthening trusted technology ecosystems, deepening academic and research mobility, and delivering concrete outcomes for people, the planet and shared prosperity.ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 02:51 pm
ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 09th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।ଡିଜିଟାଲ ଇଣ୍ଡିଆ ପଦକ୍ଷେପର ସଫଳ ୧୦ ବର୍ଷ ପୂର୍ତ୍ତୀକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
July 01st, 09:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଜିଟାଲ ଇଣ୍ଡିଆ ପଦକ୍ଷେପର ୧୦ ବର୍ଷର ସଫଳ ସମାପନକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ୧୦ ବର୍ଷ ପରେ, ଆମେ ଏପରି ଏକ ଯାତ୍ରାର ସାକ୍ଷୀ ହୋଇଛୁ, ଯାହା ଅଗଣିତ ଜୀବନକୁ ପ୍ରଭାବିତ କରିବା ସହ ସଶକ୍ତିକରଣର ଏକ ନୂତନ ଯୁଗର ଆରମ୍ଭ କରିଛି । “୧୪୦ କୋଟି ଭାରତୀୟଙ୍କ ସାମୂହିକ ସଂକଳ୍ପ ଯୋଗୁଁ ଭାରତ ଡିଜିଟାଲ ପେମେଣ୍ଟରେ ଅନେକ ପ୍ରଗତି କରିଛି” ବୋଲି ଶ୍ରୀ ମୋଦୀ କହିଛନ୍ତି ।ଫଳାଫଳ ତାଲିକା - ଗୁୟାନାକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ନଭେମ୍ବର ୧୯-୨୧, ୨୦୨୪)
November 20th, 09:55 pm
ହାଇଡ୍ରୋକାର୍ବନ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ରIndia’s Top Gamers Meet ‘Cool’ PM Modi
April 13th, 12:33 pm
Prime Minister Narendra Modi engaged in a unique interaction with India's top gamers, immersing himself in the world of PC and VR gaming. During the session, Prime Minister Modi actively participated in gaming sessions, showcasing his enthusiasm for the rapidly evolving gaming industry.