ୟୁପିଆଇ ର ଏକ ଦଶନ୍ଧି ପୂରଣ ହେବା ଅବସରରେ ନିଜର ୟୁପିଆଇ ଅଭିଜ୍ଞତା ସେୟାର କରିବା ପାଇଁ ନାଗରିକମାନଙ୍କୁ ଆମନ୍ତ୍ରଣ କରିଛନ୍ତି ପ୍ରଧାନମନ୍ତ୍ରୀ
August 25th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ର ପରିବର୍ତ୍ତନଶୀଳ ଯାତ୍ରାକୁ ସ୍ମରଣ କରିଥିଲେ, ଯାହା ଏକ ଦଶନ୍ଧି ପୂର୍ବରୁ ଆରମ୍ଭ ହୋଇଥିଲା ଏବଂ ଭାରତର ଡିଜିଟାଲ ପେମେଣ୍ଟ ଯାତ୍ରାରେ ଏକ ପ୍ରମୁଖ ମୋଡ଼ ଥିଲା।Key highlights of Prime Minister Shri Narendra Modi’s address from the ramparts of the Red Fort on the occasion of the 80th Independence Day
August 15th, 04:44 pm
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.ପରିବର୍ତ୍ତନର ୧୨ ବର୍ଷ: ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ପ୍ରଗତିକୁ ଉଲ୍ଲେଖ କଲେ ପ୍ରଧାନମନ୍ତ୍ରୀ
August 15th, 01:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସ୍ୱାଧୀନତା ଦିବସ ଅଭିଭାଷଣରେ ଗତ ୧୨ ବର୍ଷ ମଧ୍ୟରେ ଭାରତର ପରିବର୍ତ୍ତନ ଉପରେ ଆଲୋକପାତ କରିଥିଲେ। ଏହା ସହିତ ଉତ୍ପାଦନ, ଡିଜିଟାଲ୍ ଭିତ୍ତିଭୂମି, ମୌଳିକ ସୁବିଧା, ଶକ୍ତି ସୁରକ୍ଷା, ଯୁବ ସଶକ୍ତିକରଣ, ନବସୃଜନ, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ହୋଇଥିବା ପ୍ରଗତିର ରୂପରେଖ ପ୍ରସ୍ତୁତ କରିଥିଲେ।ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 08th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ଏହି ଉତ୍ସବର ଗଭୀର ଭାବନାତ୍ମକ ମହତ୍ତ୍ବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କ୍ୟାମ୍ପସର ଜୀବନ୍ତ ଓ ସ୍ୱପ୍ନଭରା ପରିବେଶକୁ ମନେ ପକାଇଥିଲେ। କୋଭିଡ୍ ମହାମାରୀ ସମୟରେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିବା କଥା ସ୍ମରଣ କରି, ଗ୍ରାଜୁଏଟ୍ ହେଉଥିବା ଛାତ୍ରଛାତ୍ରୀଙ୍କ ଗହଣରେ ଶାରୀରିକ ଭାବେ ଉପସ୍ଥିତ ରହିବା ନେଇ ସେ ଆତ୍ମସନ୍ତୋଷ ବ୍ୟକ୍ତ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜି ଏହି କ୍ୟାମ୍ପସରେ ଆପଣମାନଙ୍କ ସହ ଏହି ଅତୁଳନୀୟ ଅନୁଭୂତି ବାଣ୍ଟିବା ମୋ ପାଇଁ ମଧ୍ୟ ଅତ୍ୟନ୍ତ ସ୍ୱତନ୍ତ୍ର।”ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 08th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ଏହି ଉତ୍ସବର ଗଭୀର ଭାବନାତ୍ମକ ମହତ୍ତ୍ବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କ୍ୟାମ୍ପସର ଜୀବନ୍ତ ଓ ସ୍ୱପ୍ନଭରା ପରିବେଶକୁ ମନେ ପକାଇଥିଲେ। କୋଭିଡ୍ ମହାମାରୀ ସମୟରେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିବା କଥା ସ୍ମରଣ କରି, ଗ୍ରାଜୁଏଟ୍ ହେଉଥିବା ଛାତ୍ରଛାତ୍ରୀଙ୍କ ଗହଣରେ ଶାରୀରିକ ଭାବେ ଉପସ୍ଥିତ ରହିବା ନେଇ ସେ ଆତ୍ମସନ୍ତୋଷ ବ୍ୟକ୍ତ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜି ଏହି କ୍ୟାମ୍ପସରେ ଆପଣମାନଙ୍କ ସହ ଏହି ଅତୁଳନୀୟ ଅନୁଭୂତି ବାଣ୍ଟିବା ମୋ ପାଇଁ ମଧ୍ୟ ଅତ୍ୟନ୍ତ ସ୍ୱତନ୍ତ୍ର।”ବିବେକା ସ୍ମାରକ ଆମକୁ ଏକ ଉଚ୍ଚ ଉଦ୍ଦେଶ୍ୟ ପାଇଁ ନିଜକୁ ସମର୍ପିତ କରିବାକୁ ପ୍ରେରଣା ଦିଏ : କର୍ଣ୍ଣାଟକର ମୈସୁରୁରେ ପ୍ରଧାନମନ୍ତ୍ରୀ ମୋଦୀ
August 01st, 04:53 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି କର୍ଣ୍ଣାଟକର ମୈସୁରୁରେ ବିବେକା ସ୍ମାରକ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧନ କରି , ସେ ଦେଶର ସ୍ୱଚ୍ଛ ସହରାଞ୍ଚଳ କେନ୍ଦ୍ର ମଧ୍ୟରେ ଏହାର ସ୍ଥିର ସ୍ଥାନ ପାଇଁ ସହରକୁ ପ୍ରଶଂସା କରିଛନ୍ତି। ସେ ଯୁବପିଢ଼ିଙ୍କୁ ଦେଶକୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ତୃତୀୟ ବୃହତ୍ତମ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିଶ୍ୱ ସ୍ତରରେ ଦ୍ୱିତୀୟ ବୃହତ୍ତମ ମୋବାଇଲ୍ ଉତ୍ପାଦନ କ୍ଷମତା ହାସଲ କରିବା ପାଇଁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପିଢ଼ିକୁ ସ୍ୱାମୀ ବିବେକାନନ୍ଦଙ୍କ ଦେଶ ପାଇଁ ମହାନ ଦୃଷ୍ଟିକୋଣକୁ ସାକାର କରିବାର ଚୂଡ଼ାନ୍ତ ଦାୟିତ୍ୱ ନେବାକୁ ଆହ୍ୱାନ କରିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ କର୍ଣ୍ଣାଟକର ମୈସୁରୁରେ ସ୍ୱାମୀ ବିବେକାନନ୍ଦ ସାଂସ୍କୃତିକ ଯୁବ କେନ୍ଦ୍ର - ବିବେକା ସ୍ମାରକ ଉଦଘାଟନ କରିଛନ୍ତି
August 01st, 04:00 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି କର୍ଣ୍ଣାଟକର ମୈସୁରୁରେ ବିବେକା ସ୍ମାରକ ଉଦଘାଟନ କରିଛନ୍ତି। ଏହି ଅବସରରେ ସମ୍ବୋଧନ କରି , ସେ ଦେଶର ସ୍ୱଚ୍ଛ ସହରାଞ୍ଚଳ କେନ୍ଦ୍ର ମଧ୍ୟରେ ଏହାର ସ୍ଥିର ସ୍ଥାନ ପାଇଁ ସହରକୁ ପ୍ରଶଂସା କରିଛନ୍ତି। ସେ ଯୁବପିଢ଼ିଙ୍କୁ ଦେଶକୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ତୃତୀୟ ବୃହତ୍ତମ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିଶ୍ୱ ସ୍ତରରେ ଦ୍ୱିତୀୟ ବୃହତ୍ତମ ମୋବାଇଲ୍ ଉତ୍ପାଦନ କ୍ଷମତା ହାସଲ କରିବା ପାଇଁ ପ୍ରେରଣା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନର ପିଢ଼ିକୁ ସ୍ୱାମୀ ବିବେକାନନ୍ଦଙ୍କ ଦେଶ ପାଇଁ ମହାନ ଦୃଷ୍ଟିକୋଣକୁ ସାକାର କରିବାର ଚୂଡ଼ାନ୍ତ ଦାୟିତ୍ୱ ନେବାକୁ ଆହ୍ୱାନ କରିଛନ୍ତି।ଆନ୍ଧ୍ର ପ୍ରଦେଶ ଏକ ବିକଶିତ ଭାରତର ଅଭିବୃଦ୍ଧି ଇଞ୍ଜିନ ହେବାର ସମ୍ଭାବନା ରଖିଛି: ପ୍ରଧାନମନ୍ତ୍ରୀ ମୋଦୀ
August 01st, 11:45 am
ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ର ପ୍ରଦେଶରେ ପାଖାପାଖି 18,000 କୋଟି ଟଙ୍କାର ବିକାଶ ପ୍ରକଳ୍ପ ଆରମ୍ଭ ଏବଂ ସମର୍ପିତ କରିଥିଲେ, ଯାହା ଦ୍ୱାରା ରାଜ୍ୟ ବିକଶିତ ଭାରତର ଅଭିବୃଦ୍ଧି ଇଞ୍ଜିନ ଭାବରେ ଉଦିତ ହୋଇଛି। ବିଶ୍ୱସ୍ତରୀୟ ସଂଯୋଗ ଏବଂ ଲଜିଷ୍ଟିକ୍ସ ଠାରୁ ଆରମ୍ଭ କରି ସେମିକଣ୍ଡକ୍ଟର, ଏଆଇ, ସବୁଜ ଶକ୍ତି ଏବଂ ଉତ୍ପାଦନ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ନିଯୁକ୍ତି ସୃଷ୍ଟି, ନିବେଶ ଆକର୍ଷିତ କରିବା ଏବଂ ଆନ୍ଧ୍ର ପ୍ରଦେଶର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଷ୍ଟିକୋଣକୁ ରୂପରେଖା ଦେଇଥିଲେ।ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଭୋଗାପୁରମରେ 17,900 କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
August 01st, 11:30 am
ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶରେ ପ୍ରାୟ 18,000 କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଉତ୍ସର୍ଗ କରି ବିକାଶିତ ଭାରତର ଅଭିବୃଦ୍ଧି ଇଞ୍ଜିନ ଭାବରେ ରାଜ୍ୟର ଆବିର୍ଭାବକୁ ଆଲୋକିତ କରିଛନ୍ତି। ବିଶ୍ୱ ସ୍ତରୀୟ ସଂଯୋଗ ଏବଂ ଲଜିଷ୍ଟିକ୍ସ ଠାରୁ ଆରମ୍ଭ କରି ସେମିକଣ୍ଡକ୍ଟର, ଏଆଇ, ସବୁଜ ଶକ୍ତି ଏବଂ ଉତ୍ପାଦନ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ନିଯୁକ୍ତି ସୃଷ୍ଟି, ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବା ଏବଂ ଆନ୍ଧ୍ରପ୍ରଦେଶର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ଏକ ଦୃଷ୍ଟିକୋଣକୁ ବର୍ଣ୍ଣନା କରିଛନ୍ତି ।India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 11th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡଠାରେ ଆୟୋଜିତ “କିଆ ଓରା ମୋଦୀ” କାର୍ଯ୍ୟକ୍ରମରେ ନ୍ୟୁଜିଲ୍ୟାଣ୍ଡରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମାରୋହରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନ ମଧ୍ୟ ସାମିଲ ହୋଇଥିଲେ। ପ୍ରାୟ ୧୦,୦୦୦ରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଯୋଗୁଁ ଏହି ସମାବେଶ ଆନ୍ତରିକତା, ଶକ୍ତି ଏବଂ ବେଶ୍ ଉତ୍ସାହରେ ପରିପୂର୍ଣ୍ଣ ଥିଲା।ଅଷ୍ଟ୍ରେଲିଆରେ ଏକ ସାମୁହିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 03:22 pm
ଏହା ପୂର୍ବରୁ ମୁଁ ସିଡନୀରେ ଆପଣଙ୍କୁ ଦୁଇଥର ଭେଟିଛି। ମୁଁ ମେଲବୋର୍ଣ୍ଣିଆନମାନଙ୍କୁ ଭେଟିବାକୁ ମଧ୍ୟ ଅପେକ୍ଷା କରିଥିଲି, ତେଣୁ ମୁଁ ଭାବିଲି ମୁଁ ଏଥର ମେଲବୋର୍ଣ୍ଣର ଲୋକଙ୍କ ସହିତ ଗୋଟିଏ ଫ୍ଲେଟ୍ ଧଳା କଫି ପିଇବି।ଅଷ୍ଟ୍ରେଲିଆରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଲବୋର୍ଣ୍ଣର ମାର୍ଭେଲ୍ ଷ୍ଟାଡିୟମ୍ରେ ଅଷ୍ଟ୍ରେଲିଆସ୍ଥିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। ଏକ ବିଶେଷ ସଦ୍ଭାବପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମାନ୍ୟବର ଆଣ୍ଟୋନି ଆଲବାନିଜ୍ ମଧ୍ୟ ଏହି ପ୍ରବାସୀ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।ଚୂଡ଼ାନ୍ତ ଲକ୍ଷ୍ୟ ହାସଲ ପାଇଁ ମନ ଉପରେ ଶୃଙ୍ଖଳା ଏବଂ ନିୟନ୍ତ୍ରଣ ରଖିବାକୁ ଗୁରୁତ୍ୱାରୋପ କରି ଏକ ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
July 01st, 12:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ସଂସ୍କୃତ 'ସୁଭାଶିତମ୍ ’ ସେୟାର କରିଛନ୍ତିଡିଜିଟାଲ୍ ଇଣ୍ଡିଆର ୧୧ ବର୍ଷ ପୂର୍ତ୍ତିରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା; ‘ବିକଶିତ ଭାରତ’ ଗଠନରେ ଡିଜିଟାଲ୍ ବିପ୍ଳବର ଗୁରୁତ୍ୱ
July 01st, 12:04 pm
ଶ୍ରୀ ମୋଦୀ କହିଛନ୍ତି ଯେ, ଡିଜିଟାଲ ଇଣ୍ଡିଆ ଶାସନକୁ ଅଧିକ ସ୍ୱଚ୍ଛ, ଦକ୍ଷ ଏବଂ ନାଗରିକ-କୈନ୍ଦ୍ରିକ କରିବା ସହ ସମଗ୍ର ଦେଶରେ ସର୍ବାଙ୍ଗୀନ ବିକାଶକୁ ତ୍ୱରାନ୍ୱିତ କରିଛି । ସେ ଉଲ୍ଲେଖ କରିଛନ୍ତି ଯେ, ଏହି ପ୍ରୟାସ ଜୀବନର ପ୍ରତ୍ୟେକ ଦିଗକୁ ସ୍ପର୍ଶ କରିଛି, ସରଳ ଡିଜିଟାଲ ପେମେଣ୍ଟ ଏବଂ ସ୍ୱଚ୍ଛ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫରରୁ ଆରମ୍ଭ କରି ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମିର ବିସ୍ତାର ପର୍ଯ୍ୟନ୍ତ, ପ୍ରଯୁକ୍ତିବିଦ୍ୟାକୁ ‘ସହଜ ଜୀବନଯାପନ’ ନିମନ୍ତେ ଏକ ଶକ୍ତିଶାଳୀ ମାଧ୍ୟମ କରିଛି ।ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।ପ୍ୟାରିସରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 09:30 pm
ପ୍ରଧାନମନ୍ତ୍ରୀ ୧୮ ଜୁନ୍ ୨୦୨୬ରେ ପ୍ୟାରିସରେ ଆୟୋଜିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ, ପ୍ରବାସୀ ଭାରତୀୟମାନେ ପ୍ରଧାନମନ୍ତ୍ରୀଙ୍କୁ ଏକ ଭବ୍ୟ ଏବଂ ଆକର୍ଷଣୀୟ ସ୍ୱାଗତ ଜଣାଇଥିଲେ, ଯାହା ମାତୃଭୂମି ପ୍ରତି ସେମମାନଙ୍କର ଗଭୀର ସ୍ନେହ ଓ ଆତ୍ମୀୟତାର ପ୍ରତିଫଳନ ଥିଲା।