Over the last 11 years, India has changed its economic DNA: PM Modi during India-Oman Business Forum

December 18th, 04:08 pm

PM Modi addressed the India–Oman Business Forum in Muscat, highlighting centuries-old maritime ties, the India–Oman CEPA as a roadmap for shared growth, and India’s strong economic momentum. He invited Omani businesses to partner in future-ready sectors such as green energy, innovation, fintech, AI and agri-tech to deepen bilateral trade and investment.

PM Modi participates in India Oman Business Forum

December 18th, 11:15 am

PM Modi addressed the India–Oman Business Forum in Muscat, highlighting centuries-old maritime ties, the India–Oman CEPA as a roadmap for shared growth, and India’s strong economic momentum. He invited Omani businesses to partner in future-ready sectors such as green energy, innovation, fintech, AI and agri-tech to deepen bilateral trade and investment.

Joint Statement on the visit of PM Modi to the Hashemite Kingdom of Jordan

December 16th, 03:56 pm

At the invitation of HM King Abdullah II, PM Modi visited Jordan on December 15-16, 2025. Both the leaders positively assessed the multi-faceted India-Jordan relations that span across various areas of cooperation including political, economic, defence, security, culture and education among others. They also appreciated the excellent cooperation between the two sides at the bilateral level and in multilateral forums.

List of Outcomes Visit of Prime Minister to Jordan

December 15th, 11:52 pm

During the meeting between PM Modi and HM King Abdullah II of Jordan, several MoUs were signed. These include agreements on New and Renewable Energy, Water Resources Management & Development, Cultural Exchange and Digital Technology.

ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 09th, 02:51 pm

ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।

‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 09th, 02:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।

ମହାରାଷ୍ଟ୍ରର ମୁମ୍ୱାଇରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

October 08th, 03:44 pm

ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଆଚାର୍ଯ୍ୟ ଦେବବ୍ରତ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଥିବା ମୋର ସହଯୋଗୀ ରାମଦାସ ଅଠାଓ୍ୱଲେ ଜୀ, କେଆର୍ ନାଇଡୁ ଜୀ, ମୁରଳୀଧର ମୋହୋଳ ଜୀ, ମହାରାଷ୍ଟ୍ର ସରକାରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାଓ୍ୱାର ଜୀ, ଅନ୍ୟ ମନ୍ତ୍ରୀଗଣ, ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ କେଇଜି ଓନୋ ଜୀ, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ!

ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 08th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ସ୍ୱାଗତ କରି, ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ଏବେ ପାଳିତ ହୋଇଥିବା ବିଜୟା ଦଶମୀ ଏବଂ କୋଜାଗରୀ ପୂର୍ଣ୍ଣିମା ସମ୍ପର୍କରେ କହିଥିଲେ ଏବଂ ଆଗାମୀ ଦୀପାବଳି ଉତ୍ସବ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

ମରିସସ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 24th, 09:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ଆଜି ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।

India - Croatia Leaders’ Statement

June 19th, 06:06 pm

PM Modi and Croatian PM Plenković had a comprehensive exchange of views on further advancing bilateral relations, India-EU strategic partnership and cooperation in multilateral fora. The two leaders welcomed the signing of MoU on Agriculture, Science and Technology, Cultural Exchanges and to establish a Hindi Chair at the University of Zagreb. Both sides condemned terrorism in all its forms.

ପାରାଗୁଏ ରାଷ୍ଟ୍ରପତିଙ୍କ ସହ ପ୍ରତିନିଧି ସ୍ତରୀୟ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତିର ଓଡ଼ିଆ ଅନୁବାଦ

June 02nd, 03:00 pm

ଆମେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରୁଛୁ। ପାରାଗୁଏ ଦକ୍ଷିଣ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମର ଭୌଗୋଳିକ ସ୍ଥିତି ଭିନ୍ନ ହୋଇପାରେ, କିନ୍ତୁ ଆମେ ସମାନ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବାଣ୍ଟିଥାଉ, ଏବଂ ଲୋକଙ୍କ ମଙ୍ଗଳ ପାଇଁ ଯତ୍ନବାନ।

ସାଉଦି ଆରବ ରାଜ୍ୟକୁ ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରୀୟ ଗସ୍ତ ସମାପନ ଅବସରରେ ମିଳିତ ବିବୃତି

April 23rd, 12:44 pm

କ୍ରାଉନ୍ ପ୍ରିନ୍ସ ତଥା ସାଉଦି ଆରବ ରାଜ୍ୟର ପ୍ରଧାନମନ୍ତ୍ରୀ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ ବିନ୍ ଅବଦୁଲଅଜିଜ୍ ଅଲ୍ ସୌଦଙ୍କ ନିମନ୍ତ୍ରଣକ୍ରମେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୫ ଏପ୍ରିଲ ୨୨ ତାରିଖରେ ସାଉଦି ଆରବ ରାଜ୍ୟ ଗସ୍ତରେ ଯାଇଥିଲେ।

ଭାରତ-ସାଉଦି ଆରବ ଷ୍ଟ୍ରାଟେଜିକ ପାର୍ଟନରସିପ କାଉନସିଲ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

April 23rd, 02:20 am

ଚଳିତବର୍ଷ ଏପ୍ରିଲ ୨୨ ତାରିଖରେ ସାଉଦି ଆରବ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜେଦାହ ରୟାଲ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ସାଉଦି କ୍ରାଉନ ପ୍ରିନ୍ସ ତଥା ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ସଲମାନ ।

ଭାରତୀୟ ପାଣିପାଗ ବିଭାଗ ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:45 am

କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଡବ୍ଲୁଏମଓ ର ମହାସଚିବ ପ୍ରଫେସର ସେଲେସ୍ତେ ସାଓଲୋ ଜୀ, ବିଦେଶରୁ ଆସିଥିବା ଆମର ଅତିଥିବୃନ୍ଦ, ଆର୍ଥ ସାଇନ୍ସ ମନ୍ତ୍ରଣାଳୟର ସଚିବ ଡକ୍ଟର ଏମ୍ ରବିଚନ୍ଦ୍ରନ୍ ଜୀ, ଆଇଏମଡିର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଜୀ, ଅନ୍ୟ ମହାନୁଭବ, ସମସ୍ତ ବୈଜ୍ଞାନିକ ଓ ବିଭିନ୍ନ ବିଭାଗ ଏବଂ ସଂସ୍ଥାନର ଅଧିକାରୀ, ସଜ୍ଜନ ମଣ୍ଡଳୀ …

ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 10:30 am

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ୧୫୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଛନ୍ତି । ଉତ୍ସବରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମ୍ପୃକ୍ତ ବିଭାଗର ଦେଢ ଶହତମ ଯାତ୍ରା କେବଳ ବିଭାଗର ସଫଳ ଯାତ୍ରାକୁ ବଖାଣୁନାହିଁ ବରଂ ଏହା ଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ସଫଳ ଗାଥା ପ୍ରକାଶ କରୁଛି । ଏତେ ଦିନ ଭିତରେ ଆଇଏମଡି ଲକ୍ଷ ଲକ୍ଷ ଭାରତୀୟଙ୍କ ସେବା କରିଆସିଛି ଓ ଏହା ବିଜ୍ଞାନର ଅଗ୍ରଗତିର ଏକ ପ୍ରତୀକ । ଆଇଏମଡିର ସଫଳତା ପାଇଁ ଏହି ଅବସରରେ ଏକ କଏନ ଓ ପୋଷ୍ଟାଲ ଷ୍ଟାମ୍ପ ଉନ୍ମୋଚିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ୨୦୪୭ରେ ଭାରତର ଶହେତମ ବର୍ଷ ପୂର୍ତି ଉପଲକ୍ଷେ ଆଇଏମଡିର ଭବିଷ୍ୟତ ରୂପରେଖ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଏହି ଅବସରରେ ସାରା ଦେଶର ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଥିଲେ ।

Our government's intentions, policies and decisions are empowering rural India with new energy: PM

January 04th, 11:15 am

PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.

PM Modi inaugurates the Grameen Bharat Mahotsav 2025

January 04th, 10:59 am

PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.

ଭିଡିଓ କନଫରେନ୍ସିଂ ଜରିଆରେ ନ୍ୟୁଜ୍ ୯ ଗ୍ଲୋବାଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 22nd, 10:50 pm

ମନ୍ତ୍ରୀ ୱିନଫ୍ରିଡ, କ୍ୟାବିନେଟରେ ମୋର ସହଯୋଗୀ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ଏହି ଶିଖର ସମ୍ମିଳନୀରେ ସାମିଲ ହେଉଥିବା ମହିଳା ଏବଂ ଭଦ୍ରବ୍ୟକ୍ତିମାନେ!

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଆୟୋଜିତ ନ୍ୟୁଜ୍ ୯ ଗ୍ଲୋବାଲ୍ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।

November 22nd, 09:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀର ଷ୍ଟୁଟଗାର୍ଟଠାରେ ଆୟୋଜିତ ନ୍ୟୁଜ୯ ଗ୍ଲୋବାଲ ଶିଖର ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏହି ଶିଖର ସମ୍ମିଳନୀ ଭାରତ-ଜର୍ମାନୀ ଭାଗିଦାରୀରେ ଏକ ନୂତନ ଅଧ୍ୟାୟ ଯୋଡ଼ିବ । ଆଜିର ସୂଚନା ଯୁଗରେ ଭାରତର ଏକ ଗଣମାଧ୍ୟମ ସଂସ୍ଥା ଜର୍ମାନୀ ଓ ଜର୍ମାନୀ ଲୋକଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରୁଥିବାରୁ ମୁଁ ଖୁସି ବୋଲି ସେ କହିଛନ୍ତି। ଏହା ଜର୍ମାନୀ ଏବଂ ଜର୍ମାନୀବାସୀଙ୍କୁ ବୁଝିବା ପାଇଁ ଭାରତବାସୀଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିବ ।

ଡୋମିନିକା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 09:29 pm

ଗାୟାନାର ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡୋମିନିକାର ପ୍ରଧାନମନ୍ତ୍ରୀ ଶ୍ରୀ ରୁଜଭେଲ୍ଟ ସ୍କେରିଟଙ୍କୁ ଭେଟିଛନ୍ତି ।