ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଡିଜିଟାଲ ଜ୍ୟୋତରେ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
July 23rd, 01:49 pm
ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଡିଜିଟାଲ ଜ୍ୟୋତରେ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଦେବା ସହ ଆଜାଦୀ କା ଅମୃତ ମହୋତ୍ସବକୁ ସଶକ୍ତ କରିବାକୁ କହିଛନ୍ତି ।