ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଦିଗବିଜୟ ସିଂ ଜାଲାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

April 04th, 11:32 am

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଦିଗବିଜୟ ସିଂ ଜାଲାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।