ଗିରଠାରେ ଜାତୀୟ ବନ୍ୟପ୍ରାଣୀ ବୋର୍ଡର ସପ୍ତମ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

March 03rd, 04:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଗୁଜରାଟର ଗିର୍ ଜାତୀୟ ଉଦ୍ୟାନ ପରିଦର୍ଶନ କରିଛନ୍ତି । ସେଠାରେ ସେ ଜାତୀୟ ବନ୍ୟପ୍ରାଣୀ ବୋର୍ଡର ସପ୍ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।