ମିଳିତ ଘୋଷଣାନାମା: ଭାରତ ଓ ବ୍ରାଜିଲ – ଉଚ୍ଚତର ହିତ ସାଧନ ନିମନ୍ତେ ଦୁଇ ମହାନ୍ ରାଷ୍ଟ୍ର
July 09th, 05:55 am
ଭାରତ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାନୁଭବ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୮, ୨୦୨୫ ତାରିଖ ଦିନ ବ୍ରାଜିଲ ଗସ୍ତ କରିଥିଲେ । ବ୍ରାଜିଲ ସଂଘୀୟ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ମହାନୁଭବ ଶ୍ରୀ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଆମନ୍ତ୍ରଣକ୍ରମେ ଶ୍ରୀ ମୋଦୀ ଏହି ଗସ୍ତରେ ଆସିଥିଲେ । ଉଭୟ ରାଷ୍ଟ୍ରଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ଓ ସମ୍ପର୍କ ଯାହାକି ବ୍ରାଜିଲ–ଭାରତ ମଧ୍ୟରେ ଦୀର୍ଘ ଆଠ ଦଶନ୍ଧି ଧରି ପ୍ରଗାଢ଼ ଭାବରେ ରହିଆସିଛି । ୨୦୦୬ ମସିହାରେ ଏହା ଏକ ରଣନୀତିକ ସମ୍ପର୍କ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲା ।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ବ୍ରାଜିଲ ଗସ୍ତ
July 09th, 03:14 am
ଅନ୍ତର୍ଜାତୀୟ ଆତଙ୍କବାଦ ଏବଂ ଅନ୍ତର୍ଜାତୀୟ ସଂଗଠିତ ଅପରାଧ ମୁକାବିଲାରେ ସହଯୋଗ ପାଇଁ ଚୁକ୍ତିନାମା ।ନିସ୍କର୍ଷ ସୂଚୀ : ସ୍ପେନ୍ର ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜ୍ଙ୍କ ଭାରତ ଗସ୍ତ (୨୮-୨୯ ଅକ୍ଟୋବର ୨୦୨୪)
October 28th, 06:30 pm
ଭଦୋଦରାରେ ସି୨୯୫ ବିମାନର ଫାଇନାଲ୍ ଆସେମ୍ବଲି ଲାଇନ୍ ପ୍ଲାଣ୍ଟର ମିଳିତ ଉଦ୍ଘାଟନ, ଯାହା ଏୟାରବସ୍ ସ୍ପେନ୍ ସହଯୋଗରେ ଟାଟା ଆଡ୍ଭାନ୍ସ ସିଷ୍ଟମ୍ ଦ୍ୱାରା ନିର୍ମିତ।