ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 27th, 10:15 am

କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 27th, 10:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆର ମୁଖ୍ୟମନ୍ତ୍ରୀ

August 20th, 06:11 pm

ଗୋଆର ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆ ମୁଖ୍ୟମନ୍ତ୍ରୀ

January 23rd, 02:48 pm

ଗୋଆର ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଗୋଆ ମୁଖ୍ୟମନ୍ତ୍ରୀ

June 24th, 05:05 pm

ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଶ୍ରୀ ସପ୍ତକୋଟେଶ୍ୱର ଦେବସ୍ଥାନର ପୁନଃର୍ନିର୍ମାଣ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

February 11th, 09:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ନର୍ଭେ, ବିଚୋଲିମରେ ସ୍ଥିତ ଶ୍ରୀ ସପ୍ତକୋଟେଶ୍ୱର ଦେବସ୍ଥାନ ପୁନଃର୍ନିର୍ମାଣ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

ଶପଥ ଗ୍ରହଣ କରିଥିବା ଡକ୍ଟର ପ୍ରମୋଦ ସାୱନ୍ତ ଏବଂ ତାଙ୍କ ମନ୍ତ୍ରୀ ପରିଷଦକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

March 28th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ମୁଖ୍ୟମନ୍ତ୍ରୀ ତଥା ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଡକ୍ଟର ପ୍ରମୋଦ ସାୱନ୍ତ ଏବଂ ତାଙ୍କ ମନ୍ତ୍ରୀ ପରିଷଦକୁ ଅଭିନନ୍ଦନ ଜଣାଇଛନ୍ତି ।