ଗୁରୁଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭକାମନା
September 05th, 08:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ “ଗୁରୁ ଦିବସ” ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କି ଜଣଙ୍କ ଉଜ୍ୱଳ ଭବିଷ୍ୟତର ମୂଳଦୁଆ ପାଇଁ ଶିକ୍ଷକଙ୍କ ସମର୍ପଣ ଭାବନା ଗୁରୁତ୍ୱପୂର୍ଣ୍ଣ । ଶ୍ରୀ ମୋଦୀ କହିଛନ୍ତି, “ଆମେ ଜଣେ ପ୍ରତିଷ୍ଠିତ ବିଦ୍ୱାନ ଏବଂ ଶିକ୍ଷକ ଡା. ଏସ. ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ସ୍ମରଣ କରୁଛୁ ।”ଶିକ୍ଷକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 05th, 08:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିକ୍ଷକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ମଧ୍ୟ ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ରାଧାକ୍ରିଷ୍ଣନ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ତାଙ୍କର ଜୟନ୍ତୀକୁ ଶିକ୍ଷକ ଦିବସ ଭାବେ ପାଳନ କରାଯାଉଛି ।