ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 08th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ଏହି ଉତ୍ସବର ଗଭୀର ଭାବନାତ୍ମକ ମହତ୍ତ୍ବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କ୍ୟାମ୍ପସର ଜୀବନ୍ତ ଓ ସ୍ୱପ୍ନଭରା ପରିବେଶକୁ ମନେ ପକାଇଥିଲେ। କୋଭିଡ୍ ମହାମାରୀ ସମୟରେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିବା କଥା ସ୍ମରଣ କରି, ଗ୍ରାଜୁଏଟ୍ ହେଉଥିବା ଛାତ୍ରଛାତ୍ରୀଙ୍କ ଗହଣରେ ଶାରୀରିକ ଭାବେ ଉପସ୍ଥିତ ରହିବା ନେଇ ସେ ଆତ୍ମସନ୍ତୋଷ ବ୍ୟକ୍ତ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜି ଏହି କ୍ୟାମ୍ପସରେ ଆପଣମାନଙ୍କ ସହ ଏହି ଅତୁଳନୀୟ ଅନୁଭୂତି ବାଣ୍ଟିବା ମୋ ପାଇଁ ମଧ୍ୟ ଅତ୍ୟନ୍ତ ସ୍ୱତନ୍ତ୍ର।”ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 08th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ଏହି ଉତ୍ସବର ଗଭୀର ଭାବନାତ୍ମକ ମହତ୍ତ୍ବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କ୍ୟାମ୍ପସର ଜୀବନ୍ତ ଓ ସ୍ୱପ୍ନଭରା ପରିବେଶକୁ ମନେ ପକାଇଥିଲେ। କୋଭିଡ୍ ମହାମାରୀ ସମୟରେ ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିବା କଥା ସ୍ମରଣ କରି, ଗ୍ରାଜୁଏଟ୍ ହେଉଥିବା ଛାତ୍ରଛାତ୍ରୀଙ୍କ ଗହଣରେ ଶାରୀରିକ ଭାବେ ଉପସ୍ଥିତ ରହିବା ନେଇ ସେ ଆତ୍ମସନ୍ତୋଷ ବ୍ୟକ୍ତ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜି ଏହି କ୍ୟାମ୍ପସରେ ଆପଣମାନଙ୍କ ସହ ଏହି ଅତୁଳନୀୟ ଅନୁଭୂତି ବାଣ୍ଟିବା ମୋ ପାଇଁ ମଧ୍ୟ ଅତ୍ୟନ୍ତ ସ୍ୱତନ୍ତ୍ର।”ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।ପ୍ୟାରିସରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 09:30 pm
ପ୍ରଧାନମନ୍ତ୍ରୀ ୧୮ ଜୁନ୍ ୨୦୨୬ରେ ପ୍ୟାରିସରେ ଆୟୋଜିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ, ପ୍ରବାସୀ ଭାରତୀୟମାନେ ପ୍ରଧାନମନ୍ତ୍ରୀଙ୍କୁ ଏକ ଭବ୍ୟ ଏବଂ ଆକର୍ଷଣୀୟ ସ୍ୱାଗତ ଜଣାଇଥିଲେ, ଯାହା ମାତୃଭୂମି ପ୍ରତି ସେମମାନଙ୍କର ଗଭୀର ସ୍ନେହ ଓ ଆତ୍ମୀୟତାର ପ୍ରତିଫଳନ ଥିଲା।ପ୍ୟାରିସରେ ଭିଭାଟେକ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 06:15 pm
୨୦୨୧ ମସିହାରେ, ଯେତେବେଳେ ମୁଁ ଭିଭାଟେକକୁ ସମ୍ବୋଧିତ କରିଥିଲି, ସେତେବେଳେ ବିଶ୍ୱ COVID-19 ର ବିପର୍ଯ୍ୟୟ ସହ ଲଢ଼ୁଥିଲା। ଆଜି ବିଶ୍ୱ ଅନ୍ୟ ପ୍ରକାରର ବିଘ୍ନର ସମ୍ମୁଖୀନ ହେଉଛି। ମୁଁ ଭିଭାଟେକ ୨୦୨୧ ରେ ଯେଉଁ ବାର୍ତ୍ତାକୁ ଦେଇଥିଲି ଆଜି ମଧ୍ୟ ତାହାକୁ ପୁନରାବୃତ୍ତି କରୁଛି — “ଯେଉଁଠାରେ ପାରମ୍ପରିକ ପଦ୍ଧତି ବିଫଳ ହୁଏ, ସେଠାରେ ନବୋନ୍ମେଷ ସହାୟକ ହୋଇଥାଏ ।”ୟୁରୋପର ସର୍ବବୃହତ ଷ୍ଟାର୍ଟଅପ୍ ମେଳାରେ ଯୋଗଦେଲେ ଭାରତର ୮୦ ଡିପ ଟେକ୍ କମ୍ପାନୀ
June 18th, 06:00 pm
ଟେକ୍-ଉଦ୍ୟୋଗୀ, ଷ୍ଟାର୍ଟ-ଅପ୍, ନିବେଶକ ଏବଂ ବ୍ୟବସାୟିକ ନେତୃବୃନ୍ଦଙ୍କ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଛନ୍ତି, ମାନବ-କୈନ୍ଦ୍ରିକ କୃତ୍ରିମ ବୁଦ୍ଧିମତ୍ତା ( ଏଆଇ) ଏବଂ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ପାଇଁ ଭାରତର ଦୂରଦୃଷ୍ଟି ତଥା ଉଦୀୟମାନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ-ଫ୍ରାନ୍ସ ମଧ୍ୟରେ ସହଯୋଗର ପରିସର ବୃଦ୍ଧି ପାଉଛି। ପ୍ରଯୁକ୍ତିବିଦ୍ୟା ଭାରତରେ ଅନେକ ଉଲ୍ଲେଖନୀୟ ରୂପାନ୍ତରଣ କରିଥିବା ସେ ଆଲୋକପାତ କରିଥିଲେ। ଡିଜିଟାଲ୍ ପେମେଣ୍ଟ, ଏଆଇ ଆଧାରିତ କୃଷି ପ୍ରଗତିଠାରୁ ଆରମ୍ଭ କରି ଅତ୍ୟାଧୁନିକ ମହାକାଶ ପ୍ରୟୋଗ ପର୍ଯ୍ୟନ୍ତ ଅନେକ ସଂସ୍କାର ଆଣିବାରେ ପ୍ରଯୁକ୍ତି ବିଦ୍ୟା ସକ୍ଷମ ହୋଇଥିବା ସେ କହିଛନ୍ତି। ମୁଖ୍ୟ ଅଭିଭାଷଣ ପରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରୋନ୍ ଶିଳ୍ପ, ସ୍ୱାସ୍ଥ୍ୟସେବା, ସ୍ଥାୟୀ ବିକାଶ ଏବଂ ଯାତାୟାତ ପାଇଁ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ବ୍ୟାବହାରିକ ସମାଧାନ ପ୍ରଦର୍ଶନ କରୁଥିବା ଭାରତୀୟ ଷ୍ଟାର୍ଟ-ଅପ୍ ଏବଂ ନବସୃଜନକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ଯୁବ ନେତୃତ୍ୱାଧୀନ ବିକାଶ ଏବଂ ସୁଦୃଢ଼ ନବସୃଜନ ପରିବେଶ ଗଠନ ପାଇଁ ସରକାରଙ୍କ ଦୃଢ଼ ପଦକ୍ଷେପ ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀ
June 13th, 11:44 am
ସରକାର ଯୁବ ନେତୃତ୍ୱାଧୀନ ବିକାଶ ପାଇଁ ଦୃଢ଼ତାର ସହିତ କାର୍ଯ୍ୟ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଗତ ୧୨ ବର୍ଷର ଏକ ପ୍ରମୁଖ ବୈଶିଷ୍ଟ୍ୟ ହେଉଛି ଭାରତର ଯୁବପିଢ଼ି କିପରି ଆତ୍ମବିଶ୍ୱାସର ସହିତ ସେମାନଙ୍କର ସ୍ୱପ୍ନକୁ ସାକାର କରି ଚାଲିଛନ୍ତି।Daman has become a living example of Mini India: PM Modi
June 05th, 07:20 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.PM Modi inaugurates, dedicates to the nation and lays the foundation stone of development projects worth around ₹2,970 crore in Daman
June 05th, 07:15 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.ଏଫ୍ଏ ଓ ଏଗ୍ରିକୋଲା ପଦକ ପାଇଁ ପ୍ରଧାନମନ୍ତ୍ରୀଙ୍କ ସ୍ବିକୃତି
May 20th, 11:00 pm
ମୋତେ ଏତେ ସୁନ୍ଦର ସ୍ୱାଗତ ଏବଂ ଏଗ୍ରିକୋଲା ପଦକ ପ୍ରଦାନ କରିବା ପାଇଁ ଏଫ୍ଏଓ ସଂଗଠନର ମହାନିର୍ଦ୍ଦେଶକଙ୍କୁ ଆନ୍ତରିକ ଭାବରେ ଧନ୍ୟବାଦ ଜଣାଉଛି। ଭାରତ ପ୍ରତି ତାଙ୍କର କୃତଜ୍ଞତାପୂର୍ଣ୍ଣ କଥା ଏବଂ ଏଫ୍ଏ ଓ ରେ ତାଙ୍କର ବର୍ଷ ବର୍ଷ ଧରି ରହିଥିବା ଅବଦାନ ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କୁ ରୋମରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ପକ୍ଷରୁ ଏଗ୍ରିକୋଲା ପଦକରେ ସମ୍ମାନିତ
May 20th, 10:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରୋମ ସ୍ଥିତ ( FAO) ମୁଖ୍ୟାଳୟରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ଦ୍ୱାରା 2026 ପାଇଁ ପ୍ରତିଷ୍ଠିତ ଏଗ୍ରିକୋଲା ପଦକ ପ୍ରଦାନ କରାଯାଇଛି। ଭାରତରେ ଏବଂ ବିଶ୍ୱ ସ୍ତରରେ ଖାଦ୍ୟ ସୁରକ୍ଷା, ସ୍ଥାୟୀ କୃଷି ଏବଂ ଗ୍ରାମୀଣ ବିକାଶ କ୍ଷେତ୍ରରେ ଥିବା ତାଙ୍କର ଅସାଧାରଣ ନେତୃତ୍ୱକୁ ମାନ୍ୟତା ଦେବା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି।ୟୁରୋପୀୟ ଶିଳ୍ପ ଗୋଲଟେବୁଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଅନୁବାଦ
May 18th, 05:00 am
ସର୍ବପ୍ରଥମେ, ଏହି ଗୋଲଟେବୁଲ ବୈଠକକୁ ମୋତେ ଆମନ୍ତ୍ରଣ କରିଥିବାରୁ ମୁଁ ପ୍ରଧାନମନ୍ତ୍ରୀ ଉଲ୍ଫ କ୍ରିଷ୍ଟରସନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏହି ବୈଠକ ଗୋଥେନବର୍ଗରେ ଆୟୋଜିତ ହେଉଥିବାରୁ ମୁଁ ଖୁସି ଅନୁଭବ କରୁଛି। ଏହି ସହର ଯାହା କେବଳ ନବସୃଜନ ପାଇଁ ଜଣାଶୁଣା ନୁହେଁ ବରଂ ୟୁରୋପର ଉତ୍ପାଦନ ମନୋଭାବର ଏକ ସ୍ପନ୍ଦନଶୀଳ ପ୍ରତୀକ ଭାବରେ ମଧ୍ୟ ପରିଚିତ।ୟୁରୋପୀୟ ଶିଳ୍ପ ଗୋଲ ଟେବୁଲ ବୈଠକକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
May 17th, 12:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ମଇ, ୨୦୨୬ରେ ଗୋଥେନବର୍ଗଠାରେ ଆୟୋଜିତ ୟୁରୋପୀୟ ଶିଳ୍ପ ଗୋଲଟେବୁଲ (ଇଆରଟି) ବୈଠକକୁ ସମ୍ବୋଧିତ କରିଛନ୍ତି । ଭଲଭୋ ଗ୍ରୁପ୍ ଦ୍ୱାରା ଆୟୋଜିତ ଏହି ଆଲୋଚନାରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ଶ୍ରୀ ଉଲଫ୍ କ୍ରିଷ୍ଟରସନ୍; ୟୁରୋପୀୟ କମିଶନର ଅଧ୍ୟକ୍ଷା ଶ୍ରୀମତୀ ଉର୍ସୁଲା ଭନ୍ ଡେର୍ ଲେଏନ୍, ୟୁରୋପୀୟ ଶିଳ୍ପପତି ଏବଂ ଅଗ୍ରଣୀ ୟୁରୋପୀୟ ଏବଂ ଭାରତୀୟ କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଯୋଗଦେଇଥିଲେ।ଏଲଡିଏଫ ଏବଂ ୟୁଡିଏଫ କେରଳକୁ ତା’ର ଯୁବଶକ୍ତିରୁ ବଞ୍ଚିତ କରିଛନ୍ତି: ଏର୍ଣ୍ଣାକୁଲମରେ ପ୍ରଧାନମନ୍ତ୍ରୀ ମୋଦୀ
March 11th, 03:00 pm
ଆଜି ଏର୍ଣ୍ଣାକୁଲମରେ ଏକ ବିଶାଳ ସମାବେଶ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଲୋକଙ୍କ ଉତ୍ସାହ ଏବଂ ଆତ୍ମବିଶ୍ୱାସ କେରଳର ବିକାଶ ଏବଂ ରାଜ୍ୟରେ ଏକ ନୂତନ ରାଜନୈତିକ ଦିଗ ପ୍ରତି ଏକ ଦୃଢ଼ ଆକାଂକ୍ଷାକୁ ପ୍ରତିଫଳିତ କରୁଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଲୋକଙ୍କ ଆକାଂକ୍ଷା ସ୍ପଷ୍ଟ ଭାବରେ ଦ୍ରୁତ ଅଭିବୃଦ୍ଧି ଏବଂ ନୂତନ ସୁଯୋଗ ପାଇଁ ଏକ ଇଚ୍ଛାକୁ ସୂଚିତ କରୁଛି।କେରଳମର ଏର୍ନାକୁଲମରେ ଏକ ମେଗା ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧିତ କରିଛନ୍ତି
March 11th, 02:20 pm
ଆଜି ଏର୍ଣ୍ଣାକୁଲମରେ ଏକ ବିଶାଳ ସମାବେଶ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଲୋକଙ୍କ ଉତ୍ସାହ ଏବଂ ଆତ୍ମବିଶ୍ୱାସ କେରଳର ବିକାଶ ଏବଂ ରାଜ୍ୟରେ ଏକ ନୂତନ ରାଜନୈତିକ ଦିଗ ପ୍ରତି ଏକ ଦୃଢ଼ ଆକାଂକ୍ଷାକୁ ପ୍ରତିଫଳିତ କରୁଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଲୋକଙ୍କ ଆକାଂକ୍ଷା ସ୍ପଷ୍ଟ ଭାବରେ ଦ୍ରୁତ ଅଭିବୃଦ୍ଧି ଏବଂ ନୂତନ ସୁଯୋଗ ପାଇଁ ଏକ ଇଚ୍ଛାକୁ ସୂଚିତ କରୁଛି।