ଆସାମର ଦରାଙ୍ଗରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 14th, 11:30 am
ଅହୋମର ବିକାଶ ଯାତ୍ରାର ଏଇ ଐତିହାସିକ ଦିନଟୁତ ଦରଙ୍ଗବାସିର ଲାଁଗତେ, ହମାଁଗ୍ର ଅଁହୋମବାସିକ ମୟ ଆନ୍ତରିକ ଓଲୋଗ ଆରୁ ଅଭିନୋନ୍ଦୋନ ଜୋନାଇଶୁ।ଆସାମର ଦରାଙ୍ଗରେ ପ୍ରାୟ ୬୫୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 14th, 11:00 am
ଆଜି, ସମଗ୍ର ଦେଶ ଏକ ବିକଶିତ ଭାରତ ନିର୍ମାଣ ପାଇଁ ଏକତ୍ରିତ ଭାବରେ ଆଗକୁ ବଢ଼ୁଛି; ବିଶେଷକରି ଆମର ଯୁବ ନାଗରିକମାନଙ୍କ ପାଇଁ, ଏକ ବିକଶିତ ଭାରତ ଏକ ସ୍ୱପ୍ନ ଏବଂ ଏକ ସଂକଳ୍ପ, ଏହି ସଂକଳ୍ପ ପୂରଣ କରିବାରେ ଉତ୍ତର-ପୂର୍ବର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ପ୍ରଧାନମନ୍ତ୍ରୀPM Modi's remarks during joint press meet with President Christodoulides of Cyprus
June 16th, 01:45 pm
During the joint press meet with President Christodoulides of Cyprus, PM Modi said his visit to Cyprus marked a new chapter in bilateral ties. He announced plans for a strategic roadmap for the next five years, focusing on defence, cyber and maritime security and real-time intelligence sharing. He thanked Cyprus for supporting India's fight against terrorism and its bid for a permanent seat in the UN Security Council.List of Outcomes: State visit of President of Indonesia to India (January 23-26, 2025)
January 25th, 08:54 pm
PM Modi and President Prabowo Subianto of Indonesia witnessed key outcomes during the state visit (January 23-26, 2025). Five MoUs were signed, including health cooperation, maritime safety, traditional medicine quality assurance, digital development, and a cultural exchange program (2025-28). Additionally, the 3rd India-Indonesia CEOs Forum presented its joint report to the leaders.The Genome India Project marks a defining moment in the country's biotechnology landscape: PM
January 09th, 06:38 pm
PM Modi delivered his remarks at the start of the Genome India Project. “Genome India Project is an important milestone in the biotechnology revolution”, exclaimed Shri Modi. He noted that this project has successfully created a perse genetic resource by sequencing the genomes of 10,000 inpiduals from various populations.ଜେନୋମଇଣ୍ଡିଆ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
January 09th, 05:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ ଜେନୋମଇଣ୍ଡିଆ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ନିଜର ମତାମତ ପ୍ରଦାନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଆଜି ଭାରତ ଗବେଷଣା କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଜେନୋମଇଣ୍ଡିଆ ପ୍ରକଳ୍ପକୁ ୫ ବର୍ଷ ପୂର୍ବେ ମଞ୍ଜୁରୀ ମିଳିଥିଲା ଏବଂ ଆମର ବୈଜ୍ଞାନିକମାନେ କୋଭିଡ ମହାମାରୀ ଦ୍ୱାରା ସୃଷ୍ଟି ହୋଇଥିବା ଆହ୍ୱାନ ସତ୍ତ୍ୱେ କଠିନ ପରିଶ୍ରମ କରି ଏହି ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିଛନ୍ତି। ଆଇଆଇଏସସି, ଆଇଆଇଟି, ସିଏସଆଇଆର ଏବଂ ଡିବିଟି-ବ୍ରିକ୍ ଭଳି ୨୦ରୁ ଅଧିକ ପ୍ରତିଷ୍ଠିତ ଗବେଷଣା ଅନୁଷ୍ଠାନ ଏହି ଗବେଷଣାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ବୋଲି ଶ୍ରୀ ମୋଦୀ କହିଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ୧୦,୦୦୦ ଭାରତୀୟଙ୍କ ଜେନୋମ ସିକ୍ୱେନ୍ସକୁ ନେଇ ତଥ୍ୟ ଏବେ ଇଣ୍ଡିଆନ ବାୟୋଲୋଜିକାଲ ଡାଟା ସେଣ୍ଟରରେ ଉପଲବ୍ଧ ଅଛି । ଏହି ପ୍ରକଳ୍ପ ବାୟୋଟେକ୍ନୋଲୋଜି ଗବେଷଣା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିବା ସହ ପ୍ରକଳ୍ପ ସହିତ ଜଡ଼ିତ ସମସ୍ତ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।Serving the people of Andhra Pradesh is our commitment: PM Modi in Visakhapatnam
January 08th, 05:45 pm
PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।The World This Week on India
December 24th, 11:59 am
India’s footprint on the global stage this week has been marked by a blend of diplomatic engagements, economic aspirations, cultural richness, and strategic initiatives.The World This Week on India
December 17th, 04:23 pm
In a week filled with notable achievements and international recognition, India has once again captured the world’s attention for its advancements in various sectors ranging from health innovations and space exploration to climate action and cultural influence on the global stage.Institutional service has the ability to solve big problems of the society and the country: PM at the Karyakar Suvarna Mahotsav
December 07th, 05:52 pm
PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 07th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।ପ୍ରଧାନମନ୍ତ୍ରୀଙ୍କ ଅତ୍ୟଧିକ ଯକ୍ଷ୍ମା ପ୍ରବଣ ଜିଲ୍ଲାଗୁଡିକ ଉପରେ ଗୁରୁତ୍ୱ ସହ ଏକ ସ୍ୱତନ୍ତ୍ର ୧୦୦ ଦିନିଆ ଅଭିଯାନ ଘୋଷଣା
December 07th, 02:38 pm
ଯକ୍ଷ୍ମା ବିରୋଧରେ ଭାରତର ଲଢ଼େଇ ଆହୁରି ଶକ୍ତିଶାଳୀ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁତ୍ୱାରୋପ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଅତ୍ୟଧିକ ଯକ୍ଷ୍ମା ପ୍ରବଣ ଜିଲ୍ଲାଗୁଡିକ ଉପରେ ଧ୍ୟାନ ଦେବା ସହ ପ୍ରଧାନମନ୍ତ୍ରୀ ଆଜି ଏକ ସ୍ୱତନ୍ତ୍ର ୧୦୦ ଦିନିଆ ଅଭିଯାନ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି । ଏଥିସହ ସେ ନାଗରିକମାନଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଜେ ପି ନଡ୍ଡାଙ୍କ ଦ୍ୱାରା ଲିଖିତ ଏକ ନିବନ୍ଧ ପଢ଼ିବାକୁ ଅନୁରୋଧ କରିଛନ୍ତି ।The bond between India & Guyana is of soil, of sweat, of hard work: PM Modi
November 21st, 08:00 pm
Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.ଗୁୟାନାର ସଂସଦକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 21st, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନା ସଂସଦର ଜାତୀୟ ଆସେମ୍ବଲିକୁ ସମ୍ବୋଧିତ କରିଛନ୍ତି । ଏପରି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ। ଅଭିଭାଷଣ ପାଇଁ ମାନ୍ୟବର ବାଚସ୍ପତି ମଞ୍ଜୁର ନାଦିର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ।ଜାମାଇକା ପ୍ରଧାନମନ୍ତ୍ରୀଙ୍କ ସହ ସଂଯୁକ୍ତ ପ୍ରେସ୍ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତି
October 01st, 12:00 pm
ପ୍ରଧାନମନ୍ତ୍ରୀ ହୋଲନେସ୍ ଓ ତାଙ୍କ ପ୍ରତିନିଧିଦଳଙ୍କୁ ଭାରତରେ ସ୍ୱାଗତ କରି ମୁଁ ବହୁତ ଖୁସି ହେଉଛି । ଜାମାଇକାର ପ୍ରଧାନମନ୍ତ୍ରୀ ପ୍ରଥମ ଥର ଆଜି ଦ୍ୱିପାକ୍ଷିକ ଗସ୍ତରେ ଆସିଛନ୍ତି । ତେଣୁ ଏହି ଯାତ୍ରା ଆମ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ।ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିଥିବା ଆଥଲେଟମାନଙ୍କ ସହ ଆଲୋଚନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 10th, 06:25 pm
୧୯୫୧ ମସିହାରେ ଏହି ସ୍ଥାନରେ, ଏହି ଷ୍ଟାଡିୟମରେ ପ୍ରଥମ ଏସୀୟ କ୍ରୀଡ଼ା ଆୟୋଜନ ହେବା କେତେ ଆଶ୍ଚର୍ଯ୍ୟଜନକ ସୌଭାଗ୍ୟ। ଆଜି ଆପଣ ଯେଉଁ ସାହସ ଦେଖାଇଛନ୍ତି, ଯେଉଁ ପ୍ରୟାସ କରିଛନ୍ତି ଏବଂ ଯେଉଁ ଫଳାଫଳ ଆଣିଛନ୍ତି ସେଥିପାଇଁ ଦେଶର କୋଣ ଅନୁକୋଣରେ ଉତ୍ସବର ବାତାବରଣ ସୃଷ୍ଟି ହୋଇଛି । ଆପଣ ଦିନରାତି ପରିଶ୍ରମ କରି ୧୦୦ ପଦକ ଅତିକ୍ରମ କରିଥିଲେ। ଏସୀୟ କ୍ରୀଡ଼ାରେ ଆପଣଙ୍କ ଭଳି ସମସ୍ତ ଆଥଲେଟମାନଙ୍କ ପ୍ରଦର୍ଶନ ଯୋଗୁଁ ସମଗ୍ର ଦେଶ ଗର୍ବ ଅନୁଭବ କରୁଛି।ଏସୀୟ କ୍ରୀଡ଼ା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
October 10th, 06:24 pm
କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଖେଳାଳୀଙ୍କୁ ଦେଶର ପ୍ରତ୍ୟେକ ନାଗରିକଙ୍କ ତରଫରୁ ସ୍ୱାଗତ କରିଥିଲେ ଏବଂ ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ସ୍ମରଣ କରି କହିଥିଲେ ଯେ, ଏସୀୟ କ୍ରୀଡ଼ାର ଉଦଘାଟନୀ ସଂସ୍କରଣ ୧୯୫୧ ମସିହାର ଏହି ଷ୍ଟାଡିୟମରେ ଆୟୋଜନ କରାଯାଇଥିଲା ଯାହାକି ଏକ ସଂଯୋଗର ବିଷୟ। ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, କ୍ରୀଡ଼ାବିତ୍ଙ୍କ ସାହସ ଓ ପ୍ରତିବଦ୍ଧତା ଦେଶର ପ୍ରତ୍ୟେକ କୋଣଅନୁକୋଣରେ ପହଞ୍ଚିବା ସହିତ ସବୁ ଦେଶବାସୀଙ୍କୁ ଆନନ୍ଦରେ ଅଧୀର କରି ଦେଇଛି। ୧୦୦ରୁ ଅଧିକ ପଦକ ଲକ୍ଷ୍ୟ ହାସଲ ପଛରେ ରହିଥିବା ପରିଶ୍ରମ ବିଷୟରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସାରା ଦେଶ ଏଥିରେ ଗୌରବାନ୍ୱିତ ହୋଇପଡ଼ିଛି। ସେ ମଧ୍ୟ ପ୍ରଶିକ୍ଷକ ଓ ତାଲିମଦାତାମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଶାରୀରିକ ପ୍ରଶିକ୍ଷକ ଓ ଅନ୍ୟ ଅଧିକାରୀମାନଙ୍କୁ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀ ସବୁ କ୍ରୀଡ଼ାବିତଙ୍କ ମାତାପିତାଙ୍କୁ ସମ୍ମାନ ଜଣାଇବା ସହିତ ସେମାନଙ୍କ ପରିବାରର ଅବଦାନ ଓ ବଳିଦାନକୁ ଉଲ୍ଲେଖ କରିଥିଲେ । ପ୍ରଶିକ୍ଷଣ କ୍ଷେତ୍ର ଠାରୁ ଆରମ୍ଭ କରି ପୋଡିୟମ ପର୍ଯ୍ୟନ୍ତ, ମାତାପିତାଙ୍କ ସହାୟତା ବିନା ଏହି ଯାତ୍ରା ସମ୍ଭବ ହୋଇନଥାନ୍ତା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।୧,୪୪,୦୦୦ କେଜିର ଡ୍ରଗ୍ସ ନଷ୍ଟ କରାଯିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 17th, 10:21 pm
ଡ୍ରଗ୍ସ କାରବାର ଏବଂ ଜାତୀୟ ସୁରକ୍ଷା ଉପରେ ଅନୁଷ୍ଠିତ ଆଞ୍ଚଳିକ ସମ୍ମିଳନୀରେ ଏହି ଉଲ୍ଲେଖନୀୟ ଉପଲବ୍ଧି କଥା ଆଲୋଚନା ହୋଇଥିଲା । ଏହା ଡ୍ରଗ୍ସ ମୁକ୍ତ ଭାରତ ନିର୍ମାଣରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ପ୍ରତି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଦୃଢ଼ ଏବଂ ନିରନ୍ତର ଉଦ୍ୟମର ଉଦାହରଣ ।ସମାଜରୁ ମାଦକ ଦ୍ରବ୍ୟର କୁପ୍ରଭାବ ଏଡାଇବା ପାଇଁ ଉଦ୍ୟମକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 20th, 10:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସମାଜରୁ ମାଦକ ଦ୍ରବ୍ୟର କୁପ୍ରଭାବ ଏଡାଇବା ପାଇଁ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।