PM Modi calls on citizens to join the mission for a drug-free India in Mann Ki Baat
August 30th, 11:30 am
In this month’s Mann Ki Baat, PM Modi highlighted key events of August, including National Handloom Day, Independence Day and the Quit India Movement, along with upcoming festivals such as Janmashtami and Vishwakarma Puja, strengthening the resolve of patriotism and Vocal for Local. He also touched upon several important themes, including forest conservation, Indian history, cleanliness, women empowerment and more.ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ନିଶା ବିରୋଧରେ ଲଢ଼େଇରେ ସରକାର ଯୁବପିଢ଼ିଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
August 02nd, 11:25 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ' ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।ଅଗଷ୍ଟ ୨ ରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନଶା ମୁକ୍ତ ଯୁବ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
August 01st, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨ ଅଗଷ୍ଟ ୨୦୨୬ ସକାଳ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନଶାମୁକ୍ତ ଯୁବ’ କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଯୁବପିଢ଼ିଙ୍କୁ ନିଶାଦ୍ରବ୍ୟର ଅପବ୍ୟବହାର ଠାରୁ ଦୂରେଇ ରହିବାକୁ ଏବଂ ସେମାନଙ୍କୁ ସକାରାତ୍ମକ ସାମାଜିକ ପରିବର୍ତ୍ତନର ଦୂତ ହେବାକୁ ଉତ୍ସାହିତ କରିବା।ପ୍ରଥମ ଭୋଟ୍ ଠାରୁ ଆରମ୍ଭ କରି ଷ୍ଟାର୍ଟଅପ୍ ଇଣ୍ଡିଆ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ ରେ ଭାରତର ଯୁବକମାନଙ୍କୁ ପ୍ରଶଂସା କରିଛନ୍ତି
January 25th, 11:30 am
ଜାତୀୟ ଭୋଟର ଦିବସରେ ଚଳିତ ବର୍ଷର ପ୍ରଥମ ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ମତଦାନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ନିର୍ବାଚନ ପ୍ରକ୍ରିୟାରେ ଜଡିତ ସମସ୍ତଙ୍କୁ ପ୍ରଶଂସା କରିଥିଲେ । ଷ୍ଟାର୍ଟଅପ୍, ଜଳ ସଂରକ୍ଷଣ, ଗୁଣବତ୍ତା, ସଂସ୍କୃତି ଓ ପର୍ବପର୍ବାଣୀ ଏବଂ ସ୍ୱଚ୍ଛତା ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ, ଯେଉଁଥିରେ ବିଶ୍ୱର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନେ ଅଂଶଗ୍ରହଣ କରିବେ ।Institutional service has the ability to solve big problems of the society and the country: PM at the Karyakar Suvarna Mahotsav
December 07th, 05:52 pm
PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 07th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 28th, 11:30 am
ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।Karyakartas must organize impactful booth-level events to raise awareness: PM Modi in TN via NaMo App
March 29th, 05:30 pm
Prime Minister Narendra Modi interacted with the BJP Karyakartas from Tamil Nadu through the NaMo App, emphasizing the Party's dedication to effective communication of its good governance agenda across the state. During the interaction, PM Modi shared insightful discussions with Karyakartas, addressing key issues and soliciting feedback on grassroots initiatives.PM Modi interacts with BJP Karyakartas from Tamil Nadu via NaMo App
March 29th, 05:00 pm
Prime Minister Narendra Modi interacted with the BJP Karyakartas from Tamil Nadu through the NaMo App, emphasizing the Party's dedication to effective communication of its good governance agenda across the state. During the interaction, PM Modi shared insightful discussions with Karyakartas, addressing key issues and soliciting feedback on grassroots initiatives.ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ପ୍ରଥମ 'ଜାତୀୟ ରଚନାକାର ପୁରସ୍କାର' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 10:46 am
ଏହି କାର୍ଯ୍ୟକ୍ରମରେ ଉପସ୍ଥିତକୁ ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଅଶ୍ୱିନୀ ବୈଷ୍ଣବ ଜୀ, ଜୁରି ସଦସ୍ୟ ଭାଇ ପ୍ରସୁନ ଯୋଶୀ ଜୀ, ରୂପାଲି ଗାଙ୍ଗୁଲି ଜୀ, ଦେଶର କୋଣ ଅନୁକୋଣରୁ ଏଠାରେ ଉପସ୍ଥିତ ଥିବା ସମସ୍ତ ବିଷୟବସ୍ତୁ ନିର୍ମାତା, ଦେଶର କୋଣ ଅନୁକୋଣରେ ଏହି କାର୍ଯ୍ୟକ୍ରମରେ ଦେଖୁଥିବା ମୋର ସମସ୍ତ ଯୁବ ସହକର୍ମୀ ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି। ଆପଣ ସମସ୍ତଙ୍କୁ ସ୍ୱାଗତ, ସମସ୍ତଙ୍କୁ ଅଭିନନ୍ଦନ । ଏବଂ ଆପଣମାନେ ସେହି ଲୋକ ଯିଏ ସେମାନଙ୍କର ସ୍ଥାନ ତିଆରି କରିଛ, ଏବଂ ସେଥିପାଇଁ ଆଜି ତୁମେ ସେହି ସ୍ଥାନରେ ଅଛ - ଭାରତ ମଣ୍ଡପମ୍ । ଏବଂ ବାହାରେ ଥିବା ଚିହ୍ନ ମଧ୍ୟ ସୃଜନଶୀଳତା ସହିତ ଜଡିତ, ଏବଂ ଏହା ହେଉଛି ସେହି ସ୍ଥାନ ଯେଉଁଠାରେ ଜି -୨୦ର ସମସ୍ତ ମୁଖ୍ୟ ମାନେ ଏଠାରେ ଏକାଠି ହୋଇଥିଲେ ଏବଂ ଆଗକୁ କିପରି ଦୁନିଆ ସୃଷ୍ଟି କରିବେ ସେ ବିଷୟରେ ଆଲୋଚନା କରୁଥିଲେ । ଏବଂ ଆଜି ଆପଣମାନେ ହିଁ ଭାରତର ଭବିଷ୍ୟତ କିପରି ଗଢିହେବ ସେ ବିଷୟରେ ଆଲୋଚନା କରିବାକୁ ଆସିଛନ୍ତି ।PM presents first-ever National Creators Award
March 08th, 10:45 am
PM Modi presented the first-ever National Creators Award today at Bharat Mandapam. He underlined that it is the country’s responsibility to walk side by side with the change of times and the advent of a new era and said that the nation is fulfilling that responsibility today with the first-ever National Creator Awards.India's path to development will be strong through a developed Tamil Nadu: PM Modi
March 04th, 06:08 pm
Prime Minister Narendra Modi addressed a public gathering in Chennai, Tamil Nadu, where he expressed his enthusiasm for the city's vibrant atmosphere and acknowledged its significance as a hub of talent, trade, and tradition. Emphasizing the crucial role of Chennai in India's journey towards development, PM Modi reiterated his commitment to building a prosperous Tamil Nadu as an integral part of his vision for a developed India.PM Modi addresses a public meeting in Chennai, Tamil Nadu
March 04th, 06:00 pm
Prime Minister Narendra Modi addressed a public gathering in Chennai, Tamil Nadu, where he expressed his enthusiasm for the city's vibrant atmosphere and acknowledged its significance as a hub of talent, trade, and tradition. Emphasizing the crucial role of Chennai in India's journey towards development, PM Modi reiterated his commitment to building a prosperous Tamil Nadu as an integral part of his vision for a developed India.ବିଶ୍ୱ ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞରେ ପ୍ରାଧନମନ୍ତ୍ରୀଙ୍କ ଭିଡିଓ ବର୍ତାର ମୂଳପାଠ
February 25th, 09:10 am
ଗାୟତ୍ରୀ ପରିବାରର କୌଣସି ବି ଆୟୋଜନ ଏତେ ପବିତ୍ରତା ସହ ଯୋଡି ହୋଇଥାଏ ଯେ, ସେଥିରେ ସାମିଲ ହେବା ନିଜ ପାଇଁ ଏକ ସୌଭାଗ୍ୟର ବିଷୟ ହୋଇଥାଏ । ମତେ ଖୁସି ଲାଗୁଛି ଯେ ମୁଁ ଆଜି ଦେବ ସଂସ୍କୃତି ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞର ଅଂଶ ହୋଇପାରିଛି । ଯେତେବେଳେ ମୋତେ ଗାୟତ୍ରୀ ପରିବାର ତରଫରୁ ଏହି ଅଶ୍ୱମେଧ ଯଜ୍ଞରେ ଅଂଶଗ୍ରହଣ କରିବା ପାଇଁ ନିମନ୍ତ୍ରଣ ମିଲିଥିଲା, ସେତେବେଳେ ସମୟ ଅଭାବ ସହ ମୋ ସମ୍ମୁଖରେ ଏକ ଦ୍ୱନ୍ଦ୍ୱ ମଧ୍ୟ ଥିଲା । ଭିଡିଓ ମାଧ୍ୟମରେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଏକ ସମସ୍ୟା ଏହା ଥିଲା ଯେ ସାଧାରଣ ମଣିଷ, ଅଶ୍ୱମେଧ ଯଜ୍ଞକୁ କ୍ଷମତାର ବିସ୍ତାର ସହ ଯୋଡିକି ଦେଖିଥାଏ । ଆଜିକାଲି ନିର୍ବାଚନର ଏହି ସମୟରେ ସ୍ୱଭାବିକ ଭାବରେ ଅଶ୍ୱମେଧ ଯଜ୍ଞର କିଛି ଅନ୍ୟ ଅର୍ଥ ବାହାରି ପଡିଥାନ୍ତା । କିନ୍ତୁ ତାପରେ ମୁଁ ଦେଖିଲେ ଯେ ଅଶ୍ୱମେଧ ଯଜ୍ଞ, ଆଚାର୍ଯ୍ୟ ଶ୍ରୀରାମ ଶର୍ମାଙ୍କ ଭାବନା ଗୁଡିକୁ ଆଗକୁ ବଢାଉଛି, ଅଶ୍ୱମେଧ ଯଜ୍ଞର ଏକ ନୂଆ ଅର୍ଥକୁ ପ୍ରତିପାଦିତ କରୁଛି, ତାପରେ ମୋର ସମସ୍ତ ଦ୍ୱନ୍ଦ୍ୱ ଦୂର ହୋଇଗଲା ।ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞକୁ ସମ୍ବୋଧିତ କରିଲେ ପ୍ରଧାନମନ୍ତ୍ରୀ
February 25th, 08:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ ଅଶ୍ୱମେଧ ଯଜ୍ଞକୁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି 'ଅଶ୍ୱମେଧ ଯଜ୍ଞ' ସହିତ ସେ ଜଡିତ ହେବାକୁ ନେଇ ରହିଥିବା ଦ୍ୱନ୍ଦ୍ୱରୁ ଆରମ୍ଭ କରିଥିଲେ, କାରଣ ସେ ଭାବିଥିଲେ ଯେ, ଏହାକୁ ନେଇ ଭୁଲ ବ୍ୟାଖ୍ୟା ମଧ୍ୟ କରାଯାଇପାରେ । ତେବେ ସେ କହିଲେ, ଯେତେବେଳେ ମୁଁ ଆଚାର୍ଯ୍ୟ ଶ୍ରୀ ରାମ ଶର୍ମାଙ୍କ ଭାବନାକୁ ବଜାୟ ରଖିବା ଏବଂ ଏହାକୁ ନୂତନ ଅର୍ଥ ପ୍ରଦାନ କରିବା ପାଇଁ ଅଶ୍ୱମେଧ ଯଜ୍ଞ ଦେଖିଲି , ମୋର ସନ୍ଦେହ ଦୂର ହୋଇଗଲା ।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।