TMC hatao, Bangla bachao: PM Modi in Durgapur, West Bengal
July 18th, 05:00 pm
In a stirring address to an enthusiastic crowd in Durgapur, West Bengal, PM Modi reignited the dream of a Viksit Bengal and assured the people that change is not just possible but inevitable. From invoking Bengal’s proud industrial and cultural legacy to exposing TMC’s failures, PM Modi presented a clear roadmap for restoring the state’s glory and integrating it into the journey of Viksit Bharat. He reaffirmed his unwavering commitment with a resounding assurance: “Viksit Bangla, Modi ki Guarantee!”PM Modi calls for a Viksit Bengal at Durgapur rally!
July 18th, 04:58 pm
In a stirring address to an enthusiastic crowd in Durgapur, West Bengal, PM Modi reignited the dream of a Viksit Bengal and assured the people that change is not just possible but inevitable. From invoking Bengal’s proud industrial and cultural legacy to exposing TMC’s failures, PM Modi presented a clear roadmap for restoring the state’s glory and integrating it into the journey of Viksit Bharat. He reaffirmed his unwavering commitment with a resounding assurance: “Viksit Bangla, Modi ki Guarantee!”ପଶ୍ଚିମବଙ୍ଗ ଦୁର୍ଗାପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 18th, 02:35 pm
ଷ୍ଟିଲ ସିଟି ଭାବରେ ବିଶେଷ ଭାବେ ପରିଚିତ ପଶ୍ଚିମବଙ୍ଗର ଦୁର୍ଗାପୁର ସାରା ଦେଶର ଆକର୍ଷଣ । ତେଣୁ ସେହି ଧାରାରେ ଏହାର ଉନ୍ନତି ବି ଆମ ସରକାରଙ୍କ ଲକ୍ଷ୍ୟ । କିଛି ସମୟ ପୂର୍ବରୁ ଏହାର ବିକାଶ ପାଇଁ ମଞ୍ଜୁର କରାଯାଇଥିବା ୫୪ ଶହ କୋଟି ଟଙ୍କାର ଅର୍ଥ ବରାଦ କଥା ଚିନ୍ତା କରାଯାଇ ପାରେ । ବିଭିନ୍ନ ପ୍ରକଳ୍ପ ଦ୍ୱାରା ଯୋଗାଯୋଗ, ଗ୍ୟାସ ଆଧାରିତ ପରିବହନ ବ୍ୟବସ୍ଥାରେ ଉନ୍ନତି ଆସିବ । ମେକ ଇନ ଇଣ୍ଡିଆ ମେକ ଫର ବାର୍ଲଡ ଭାବଧାରାରେ ଏହି ସହର ଆଗାମୀ ଦିନରେ ସମୃଦ୍ଧି ପଥରେ ଯାତ୍ରା କରିବ । ଫଳରେ ଏହି ଜାଗାର ଯୁବବର୍ଗ ଚାକିରି ପାଇ ପାରିବେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ : ଭେଟି ଦେଲେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ
July 18th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଦୁର୍ଗାପୁରରେ 5,400 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଗୁଡ଼ିକର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି, ଇସ୍ପାତ ସହର ଭାବରେ ଜଣାଶୁଣା ଦୁର୍ଗାପୁର ଭାରତର ଶ୍ରମଶକ୍ତିର ଏକ ପ୍ରମୁଖ କେନ୍ଦ୍ର ବୋଲି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ। ସେ ଭାରତର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକାର କରି କହିଥିଲେ ଯେ, ଆଜି ସେହି ଭୂମିକାକୁ ଆହୁରି ମଜବୁତ କରିବାର ସୁଯୋଗ ଆସିଛି। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ଯେ, ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡ଼ିକ ଏହି ଅଞ୍ଚଳରେ ସଂଯୋଗୀକରଣକୁ ବୃଦ୍ଧି କରିବ ଏବଂ ଗ୍ୟାସ- ଆଧାରିତ ପରିବହନ ଏବଂ ଗ୍ୟାସ - ଆଧାରିତ ଅର୍ଥନୀତିକୁ ପ୍ରୋତ୍ସାହିତ କରିବ ଏବଂ ଏକ ଇସ୍ପାତ ସହର ଭାବରେ ଦୁର୍ଗାପୁରର ପରିଚୟକୁ ସୁଦୃଢ଼ କରିବ । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ଆହୁରି ମଧ୍ୟ କହିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମେକ୍ ଇନ୍ ଇଣ୍ଡିଆ, ମେକ୍ ଫର୍ ଦି ୱାର୍ଲ୍ଡ ର ଦୃଷ୍ଟିକୋଣ ସହିତ ସମନ୍ୱିତ ଏବଂ ପଶ୍ଚିମବଙ୍ଗକୁ ଆଗକୁ ବଢାଇବାରେ ସାହାଯ୍ୟ କରିବ। ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ, ଏହି ଅଞ୍ଚଳର ଯୁବକମାନଙ୍କ ପାଇଁ ଅନେକ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ବିକାଶ ପ୍ରକଳ୍ପଗୁଡ଼ିକ ପାଇଁ ସେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।ପ୍ରଧାନମନ୍ତ୍ରୀ ଜୁଲାଇ ୧୮ରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ
July 17th, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୮ ତାରିଖରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ବିହାରର ମୋତିହାରିରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ବେଳେ ସେ ୭,୨୦୦ କୋଟିରୁ ଅଧିକ ଟଙ୍କାର ଅନେକ ଗୁଡ଼ିଏ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିବେ । ଏକ ସାଧାରଣ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ ।We are moving towards an India where energy is cheap, clean and easily available: PM Modi in Alipurduar, West Bengal
May 29th, 01:30 pm
PM Modi laid the foundation stone of the City Gas Distribution project in Alipurduar, West Bengal. “As India moves towards becoming a developed nation, Bengal’s participation is both expected and essential”, emphasised the PM, highlighting the Central government's continuous efforts to accelerate infrastructure, innovation, and investment in the region. He praised West Bengal as a major center of India's culture, knowledge, and scientific advancements.ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ୧୦୧୦ କୋଟିରୁ ଅଧିକ ମୂଲ୍ୟର ସହରାଞ୍ଚଳ ଗ୍ୟାସ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
May 29th, 01:20 pm
ସହରାଞ୍ଚଳ ଗ୍ୟାସ ଯୋଗାଣ (ସିଜିଡି) ନେଟୱାର୍କକୁ ସମ୍ପ୍ରସାରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ସିଜିଡି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।TMC is running a mobocracy, not a republic: PM Modi in Bolpur
May 03rd, 10:45 am
Tapping into the vivacious energy of Lok Sabha Elections, 2024, Prime Minister Narendra Modi graced public meeting in Bolpur. Addressing the crowd, he outlined his vision for a Viksit Bharat while alerting the audience to the opposition's agenda of looting and piding the nation. Promising accountability, he assured the people that those responsible for looting the nation would be held to account.My life's purpose is to fulfil your dreams. I am here to serve each and every one of you: PM Modi in Bardhaman
May 03rd, 10:40 am
Tapping into the vivacious energy of Lok Sabha Elections, 2024, Prime Minister Narendra Modi graced a public meeting in Bardhaman. The PM was showered with unmatched love and admiration. Addressing the crowd, he outlined his vision for a Viksit Bharat while alerting the audience to the opposition's agenda of looting and piding the nation.PM Modi ignites Bardhaman, Krishnanagar & Bolpur in West Bengal with electrifying public rallies
May 03rd, 10:31 am
Tapping into the vivacious energy of Lok Sabha Elections, 2024, Prime Minister Narendra Modi graced public meetings in Bardhaman, Krishnanagar & Bolpur. Addressing the crowd, he outlined his vision for a Viksit Bharat while alerting the audience to the opposition's agenda of looting and piding the nation. Promising accountability, he assured the people that those responsible for looting the nation would be held to account.ପଶ୍ଚିମ ବଙ୍ଗର ହଳଦିଆ ଠାରେ କେତେକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
February 07th, 05:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ହଳଦିଆ ଗସ୍ତରେ ଯାଇ ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ପ୍ରଧାନମନ୍ତ୍ରୀ ଊର୍ଜା ଗଙ୍ଗା ପ୍ରକଳ୍ପର ଅଂଶବିଶେଷ ଭାବେ ୩୪୮ କିଲୋମିଟର ବ୍ୟାପୀ ଦୋଭି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନକୁ ରାଷ୍ଟ୍ର ଉଦେ୍ଦଶ୍ୟରେ ଉତ୍ସର୍ଗ କରିଛନ୍ତି । ଏଥିସହ ହଳଦିଆ ରିଫାଇନରିର ଦ୍ୱିତୀୟ କାଟାଲିଟିକ-ଆଇସୋଡିୱାକ୍ସିଙ୍ଗ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଜାତୀୟ ରାଜପଥ ୪୧ରେ ହଳଦିଆର ରାଣୀଛକଠାରେ ୪ ଲେନବିଶିଷ୍ଟ ଆରଓବି ତଥା ଫ୍ଲାଏଓଭରକୁ ମଧ୍ୟ ରାଷ୍ଟ୍ରକୁ ଉତ୍ସର୍ଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଯୋଗଦେଇଥିଲେ ।ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ ରାଷ୍ଟ୍ରକୁ ଉତ୍ସର୍ଗ କରିବା ସହ କିଛି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ
February 07th, 05:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ହଳଦିଆ ଗସ୍ତରେ ଯାଇ ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ପ୍ରଧାନମନ୍ତ୍ରୀ ଊର୍ଜା ଗଙ୍ଗା ପ୍ରକଳ୍ପର ଅଂଶବିଶେଷ ଭାବେ ୩୪୮ କିଲୋମିଟର ବ୍ୟାପୀ ଦୋଭି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ ସେକ୍ସନକୁ ରାଷ୍ଟ୍ର ଉଦେ୍ଦଶ୍ୟରେ ଉତ୍ସର୍ଗ କରିଛନ୍ତି । ଏଥିସହ ହଳଦିଆ ରିଫାଇନରିର ଦ୍ୱିତୀୟ କାଟାଲିଟିକ-ଆଇସୋଡିୱାକ୍ସିଙ୍ଗ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଜାତୀୟ ରାଜପଥ ୪୧ରେ ହଳଦିଆର ରାଣୀଛକଠାରେ ୪ ଲେନବିଶିଷ୍ଟ ଆରଓବି ତଥା ଫ୍ଲାଏଓଭରକୁ ମଧ୍ୟ ରାଷ୍ଟ୍ରକୁ ଉତ୍ସର୍ଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଯୋଗଦେଇଥିଲେ ।ବିହାରରେ ତିନୋଟି ପ୍ରମୁଖ ପେଟ୍ରୋଲିୟମ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 12:01 pm
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଁ ଆପଣମାନଙ୍କ ସହିତ ଏକ ଦୁଃଖଦ ଖବର ବାଣ୍ଟିବାକୁ ଚାହୁଁଛି । ବିହାରର ଜଣେ ବରିଷ୍ଠ ନେତା ଶ୍ରୀମାନ ରଘୁବଂଶ ପ୍ରସାଦ ସିଂହ ଆଉ ଆମମାନଙ୍କ ଗହଣରେ ନାହାନ୍ତି । ମୁଁ ତାଙ୍କ ଅମର ଆତ୍ମା ପ୍ରତି ନମସ୍କାର କରୁଛି । ରଘୁବଂଶ ବାବୁଙ୍କ ବିଦାୟ ସହିତ ବିହାର ଏବଂ ଦେଶର ଚଳନ୍ତି ରାଜନୀତିରେ ଏକ ଶୂନ୍ୟତା ସୃଷ୍ଟି ହୋଇଛି । ସେ ମାଟି ସହିତ ଯୋଡ଼ି ହୋଇ ରହିଥିବା ଜଣେ ବ୍ୟକ୍ତି ଥିଲେ, ରାଜନେତା ଥିଲେ । ଗରିବ ଲୋକଙ୍କ ଦୁଃଖଦୁର୍ଦ୍ଦଶାକୁ ବୁଝି ପାରୁଥିବା ଜଣେ ବ୍ୟକ୍ତିତ୍ୱ ଥିଲେ । ସମଗ୍ର ଜୀବନ ବିହାର ପାଇଁ ସଂଘର୍ଷ କରି ସେ ବିତାଇଛନ୍ତି । ସେ ଯେଉଁ ବିଚାରଧାରାରେ ଜନ୍ମଲାଭ କରିଥିଲେ ଏବଂ ବଢ଼ିଥିଲେ, ଜୀବନବ୍ୟାପୀ ସେହି ଭଳି ଜୀବନ ବଞ୍ଚିବାକୁ ପ୍ରୟାସ କରିଥିଲେ ।ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ
September 13th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଆଜି (13.09.2020) ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ହେଲା, ହଳଦିଆ – ଦୁର୍ଗାପୁର ପାଇପଲାଇନ ଅନ୍ତର୍ଗତ ଦୁର୍ଗାପୁର ବାଙ୍କା ସେକ୍ସନ ଏବଂ ଦୁଇଟି ଏଲପିଜି ବଟଲିଙ୍ଗ ପ୍ଳାଣ୍ଟ । ସେଗୁଡିକ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଅଧିନସ୍ଥ ଭାରତୀୟ ତୈଳ ନିଗମ ଓ ଏଚପିସିଏଲରେ କମିଶନଭୁକ୍ତ ଅଛନ୍ତି ।ପ୍ରଧାନମନ୍ତ୍ରୀ ଆସନ୍ତାକାଲି ପଶ୍ଚିମବଙ୍ଗର ଦୁର୍ଗାପୁର ଗସ୍ତ କରିବେ
February 01st, 06:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଫେବୃୟାରୀ 2, 2019ରେ ପଶ୍ଚିମବଙ୍ଗର ଦୁର୍ଗାପୁର ଗସ୍ତ କରିବେ ।