Cabinet approves a Road Tunnel Construction project in Delhi worth Rs. 6969.67 crore

July 01st, 03:06 pm

The Cabinet Committee on Economic Affairs, chaired by PM Modi, has approved the construction of a Road Tunnel Construction project in Delhi worth Rs. 6,969.67 crore. The total project length is 8.1 km, including 3.14 km of tunnel, 0.98 km of tunnel approach ramp, 0.554 km of approach with RE Wall, 2.556 km of elevated portion and 0.87 km of at-grade road. It will provide faster connectivity and employment opportunities.

ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 17th, 12:45 pm

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି

August 17th, 12:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।

ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୭ରେ ଦିଲ୍ଲୀରେ ୧୧ ହଜାର କୋଟି ଟଙ୍କାର ରାଜପଥ ପ୍ରକଳ୍ପର ଉଦଘାଟନ କରିବେ

August 16th, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଅଗଷ୍ଟ ୨୦୨୫ ଦ୍ୱିପ୍ରହର ପ୍ରାୟସାଢ଼େ ୧୨ଟା ରେ ଦିଲ୍ଲୀର ରୋହିଣୀରେ ପ୍ରାୟ ୧୧ହଜାର କୋଟିଟଙ୍କାର ଦୁଇଟି ପ୍ରମୁଖ ରାଜପଥ ପ୍ରକଳ୍ପକୁ ଉଦଘାଟନ କରିବେ । ଏହିଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ ।

ଇଣ୍ଡି ମେଣ୍ଟ କେବଳ ସାମ୍ପ୍ରଦାୟିକତା, ଜାତିବାଦ ଓ ବଂଶବାଦ ରାଜନୀତି ବିସ୍ତାର କରୁଛି: ଭିୱାନୀ-ମହେନ୍ଦ୍ରଗଡ଼ରେ ପ୍ରଧାନମନ୍ତ୍ରୀ ମୋଦୀ

May 23rd, 02:30 pm

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ ଭିୱାନୀ-ମହେନ୍ଦ୍ରଗଡ଼ବାସୀ ତାଙ୍କୁ ସ୍ୱାଗତ କରିଥିଲେ। ବୁଦ୍ଧ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇ ଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି ଯେ ହରିୟାଣାରେ ଗୋଟିଏ ଗ୍ଲାସ ରାବଡି ଏବଂ ପିଆଜ ସହିତ ଏକ ରୁଟି ଭୋକ ମେଣ୍ଟାଇବା ପାଇଁ ଯଥେଷ୍ଟ ।

ହରିୟାଣାରେ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭିଓ୍ଵାନି-ମହେନ୍ଦ୍ରଗଡ଼ର ବଡ଼ ସ୍ୱାଗତ

May 23rd, 02:00 pm

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହରିୟାଣାରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ ଭିୱାନୀ-ମହେନ୍ଦ୍ରଗଡ଼ବାସୀ ତାଙ୍କୁ ସ୍ୱାଗତ କରିଥିଲେ। ବୁଦ୍ଧ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇ ଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି ଯେ ହରିୟାଣାରେ ଗୋଟିଏ ଗ୍ଲାସ ରାବଡି ଏବଂ ପିଆଜ ସହିତ ଏକ ରୁଟି ଭୋକ ମେଣ୍ଟାଇବା ପାଇଁ ଯଥେଷ୍ଟ ।

ହରିୟାଣାର ଗୁରୁଗ୍ରାମରେ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 11th, 01:30 pm

ହରିୟାଣାର ରାଜ୍ୟପାଳ ବଣ୍ଡାରୁ ଦତ୍ତାତ୍ରେୟ ଜୀ, ଏଥିକାର କର୍ମଠ ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଜୀ, କେନ୍ଦ୍ରରେ ମୋର ବରିଷ୍ଠ ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ରାଓ ଇନ୍ଦ୍ରଜିତ୍ ସିଂହ, କୃଷ୍ଣ ପାଲ ଗୁର୍ଜର ଜୀ, ହରିୟାଣାର ଉପମୁଖ୍ୟମନ୍ତ୍ରୀ ଦୁଷ୍ମନ୍ତ ଜୀ, ବିଜେପିର ରାଜ୍ୟ ସଭାପତି ଏବଂ ସଂସଦରେ ମୋର ସହକର୍ମୀ ନାୟକ ସିଂ ସାଇନିଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ଏଠାରେ ବହୁ ସଂଖ୍ୟାରେ ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ।

ବିଭିନ୍ନ ରାଜ୍ୟ ପାଇଁ ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ୧୧୨ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ

March 11th, 01:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟ ପାଇଁ ହରିୟାଣାର ଗୁରୁଗ୍ରାମରେ ଆଜି ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ୧୧୨ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ବୈଷୟିକ ଜ୍ଞାନକୌଶଳ ଜରିଆରେ ସାରା ଦେଶରୁ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ।