ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 17th, 12:45 pm
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି
August 17th, 12:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।ଗୁଜରାଟର ସୋମନାଥ ଠାରେ ନୂତନ ସର୍କିଟ୍ ହାଉସର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 21st, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୋମନାଥ ଠାରେ ନୂତନ ସର୍କିଟ ହାଉସର ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲ, ରାଜ୍ୟ ମନ୍ତ୍ରୀ, ସାଂସଦ, ମନ୍ଦିର ଟ୍ରଷ୍ଟର ସଦସ୍ୟମାନେ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀ ଗୁଜୁରାଟର ସୋମନାଥ ଠାରେ ନୂତନ ସର୍କିଟ ହାଉସର ଉଦଘାଟନ କରିଛନ୍ତି
January 21st, 11:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୋମନାଥ ଠାରେ ନୂତନ ସର୍କିଟ ହାଉସର ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲ, ରାଜ୍ୟ ମନ୍ତ୍ରୀ, ସାଂସଦ, ମନ୍ଦିର ଟ୍ରଷ୍ଟର ସଦସ୍ୟମାନେ ଉପସ୍ଥିତ ଥିଲେ ।ଦ୍ୱାରିକାଧୀଶ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ପୂଜାର୍ଚ୍ଚନା; ଦ୍ୱାରିକା ସାଧାରଣ ସଭାରେ ଉଦ୍ବୋଧନ
October 07th, 10:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦ୍ଵାରିକାସ୍ଥିତ ଦ୍ୱାରିକାଧୀଶ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହିତ ନିଜର ଦୁଇ ଦିନିଆ ଗୁଜରାଟ ଗସ୍ତ ଆରମ୍ଭ କରିଛନ୍ତି ।7 ଏବଂ 8 ଅକ୍ଟୋବର, 2017 ଗୁଜରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 06th, 05:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 7 ଏବଂ 8 ଅକ୍ଟୋବର, 2017ରେ ଗୁଜରାଟ ଗସ୍ତରେ ଯିବେ । 7 ଅକ୍ଟୋବର, ସକାଳେ ପ୍ରଧାନମନ୍ତ୍ରୀ ଦ୍ୱାରକାଧୀଶ ମନ୍ଦିରକୁ ଦର୍ଶନ ପାଇଁ ଯିବେ । ଦ୍ୱାରକାରେ ସେ ଓଖା ଏବଂ ଭେଟ୍ ଦ୍ୱାରକା ସେତୁ ଏବଂ ଅନ୍ୟ ସଡ଼କ ବିକାଶ ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିବେ । ଏହାପରେ ସେ ଏକ ସାଧାରଣ ସଭାରେ ଉଦ୍ବୋଧନ ଦେବେ ।