The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.PM Modi launches multiple development projects worth over ₹4,700 crore in Chandigarh
July 17th, 01:45 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନେଦରଲାଣ୍ଡର ମହାମହିମ ରାଣୀ ମାକ୍ସିମା
June 25th, 10:40 pm
ନେଦରଲାଣ୍ଡର ମହାମହିମ ରାଣୀ ମାକ୍ସିମା, ଯିଏକି ଜାତିସଂଘର ମହାସଚିବଙ୍କ ଆର୍ଥିକ ସ୍ୱାସ୍ଥ୍ୟ ପାଇଁ ସ୍ୱତନ୍ତ୍ର ଓକିଲ ଭାବେ ଅଛନ୍ତି, ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମେ ଆଲୋଚନା କରିଥିଲୁ, କିପରି ଭାରତର ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି ନେତୃତ୍ୱାଧୀନ ବିପ୍ଲବ ଆର୍ଥିକ ସେବାକୁ ଅଧିକ ସହଜ ଏବଂ ସୁଲଭ କରୁଛି” । ଶ୍ରୀ ମୋଦୀ ବିଶ୍ୱବ୍ୟାପୀ ସହଯୋଗୀ ଦେଶମାନଙ୍କ ସହ ଏହାର ଅଭିଜ୍ଞତା ବାଣ୍ଟିବା ପାଇଁ ଭାରତର ପ୍ରତିବଦ୍ଧତାକୁ ପୁନର୍ବାର ଦୋହରାଇଛନ୍ତି ।ନୂଆଦିଲ୍ଲୀରେ ରିପବ୍ଲିକ ସମିଟ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 22nd, 10:24 pm
ରିପବ୍ଲିକ ଟିଭି ନେଟୱର୍କର ସମସ୍ତ ଦର୍ଶକଙ୍କୁ ମୋର ଅଭିନନ୍ଦନ, ଯାହା ଏବେ ଅନେକ ଭାଷାରେ ପ୍ରସାରିତ ହେଉଛି। ମୁଁ ଏହି ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ ଆସିଥିବା ସମସ୍ତ ସାଥୀଙ୍କୁ ମଧ୍ୟ ସ୍ୱାଗତ ଜଣାଉଛି। ୨୪ ଘଣ୍ଟିଆ ସମ୍ବାଦ ଚ୍ୟାନେଲରେ ‘ବ୍ରେକିଂ ନ୍ୟୁଜ୍’ର ବିଶେଷ ଗୁରୁତ୍ୱ ଥାଏ। ଆଜି ଯଦି ସମଗ୍ର ବିଶ୍ୱକୁ ଦେଖାଯାଏ, ତେବେ ଲାଗେ ସାରା ଦୁନିଆ ଯେପରି ‘ବ୍ରେକିଂ ନ୍ୟୁଜ୍’ର ଅବସ୍ଥାରେ ଅଛି। ଏତେ ହଇଚଇ ମଧ୍ୟରେ, ତୁମେ ଏହି ଶିଖର ସମ୍ମିଳନୀର ଆୟୋଜନ ଏବଂ ଅଂଶଗ୍ରହଣ କରୁଛ, ତେଣୁ ତୁମେ ବିଶେଷ ଅଭିନନ୍ଦନ ପାଇବାକୁ ଯୋଗ୍ୟ। ଏଥର ଆପଣଙ୍କ ଆଲୋଚନାର ବିଷୟ ମଧ୍ୟ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ—“ମହାଶକ୍ତି ଭାରତ: ରାଷ୍ଟ୍ର ସର୍ବପ୍ରଥମ”।‘ରିପବ୍ଲିକ୍ ସମିଟ୍ ୨୦୨୬’କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 22nd, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ରିପବ୍ଲିକ୍ ସମିଟ୍ ୨୦୨୬’ ସମ୍ବୋଧନ କରିଛନ୍ତି। ସମଗ୍ର ବିଶ୍ବ ଦ୍ରୁତ ଓ ଗୁରୁତ୍ବପୂର୍ଣ୍ଣ ପରିବର୍ତ୍ତନ ଦେଖୁଥିବାବେଳେ ‘ମହାନ ଶକ୍ତି ଭାରତ: ରାଷ୍ଟ୍ର ପ୍ରଥମ’ ଶୀର୍ଷକରେ ଏହି ସମ୍ମିଳନୀ ଆୟୋଜନ କରିଥିବାରୁ ଆୟୋଜକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.Prime Minister chairs meeting of the Economic Advisory Council to the Prime Minister
June 06th, 06:20 pm
Prime Minister Shri Narendra Modi today chaired a meeting of the Economic Advisory Council to the Prime Minister. The Prime Minister noted that they deliberated on a wide range of issues relating to India’s economic transformation and long-term development priorities.Prime Minister highlights strong growth momentum of Indian economy
June 05th, 08:07 pm
Prime Minister Shri Narendra Modi today highlighted that India’s growth momentum remains strong. The Prime Minister noted that the GDP growth rate of 7.7% in FY 2025-26 and 7.8% in Q4 of FY 2025-26 reflects the inherent strength of the economy, the success of reforms, and the hard work of 140 crore Indians.There is no chapter on governance in Congress’ book of power: PM Modi in Bengaluru
May 10th, 09:46 am
Prime Minister Narendra Modi today addressed a massive public meeting in Bengaluru, Karnataka and hailed the BJP’s growing support across southern India, asserting that the people of the country are choosing ‘stability, speed and solutions’ over instability and scams. He said that today, a saffron sun has risen from the land of Bengaluru.PM Modi addresses a mega public meeting in Bengaluru, Karnataka
May 10th, 09:45 am
Prime Minister Narendra Modi today addressed a massive public meeting in Bengaluru, Karnataka and hailed the BJP’s growing support across southern India, asserting that the people of the country are choosing ‘stability, speed and solutions’ over instability and scams. He said that today, a saffron sun has risen from the land of Bengaluru.Prime Minister extends best wishes on reconstitution of NITI Aayog
April 25th, 10:46 pm
The Prime Minister, Shri Narendra Modi, expressed his best wishes on reconstitution of NITI Aayog. He noted that NITI Aayog has emerged as a vital pillar in India’s policy-making architecture, fostering cooperative federalism, driving key reforms, and enhancing the ‘Ease of Living’ for citizens. The institution continues to serve as a dynamic platform for innovation and long-term strategic thinking across sectors.Governance is now being given a new identity by making it truly citizen-centric: PM Modi
April 02nd, 10:40 am
On the occasion of the foundation day of the Capacity Building Commission (CBC), PM Modi addressed the Karmayogi Sadhana Saptah and said the event is an important step to ensure public service remains relevant and responsive. Reaffirming that the core mantra driving the administration is “Nagrik Devo Bhava,” he expressed confidence that the initiative will become a significant chapter in India’s journey towards becoming a Viksit Bharat.‘କର୍ମଯୋଗୀ ସାଧନା ସପ୍ତାହ’ କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 02nd, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ‘କର୍ମଯୋଗୀ ସାଧନା ସପ୍ତାହ’କୁ ସମ୍ବୋଧନ କରି ସମସ୍ତ ଅଂଶଗ୍ରହଣକାରୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମ ଦକ୍ଷତା ବିକାଶ ଆୟୋଗ (ସିବିସି)ର ପ୍ରତିଷ୍ଠା ଦିବସ ସହିତ ସମନ୍ୱିତ।Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।କେନ୍ଦ୍ରୀୟ ବଜେଟ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 01st, 01:38 pm
ଆଜିର ବଜେଟ ଐତିହାସିକ । ଦେଶର ନାରୀ ଶକ୍ତିର ଏହା ଏକ ପରିଚାୟକ । ଜଣେ ମହିଳା ଅର୍ଥମନ୍ତ୍ରୀ ହିସାବରେ ନିର୍ମଳାଜୀ ସଂସଦରେ ଲଗାତର ଭାବେ ନବମଥର ପାଇଁ ବଜେଟ ଉପସ୍ଥାପନ କରି ରେକର୍ଡ ସୃଷ୍ଟି କରିଛନ୍ତି । ଏହି ବଜେଟ ଅନେକ ସମ୍ଭାବନାର ଏକ ହାଇୱେ । ବର୍ତମାନର ସ୍ୱପ୍ନସବୁକୁ ଅନୁଭବ କରି ଭାରତର ଉଜ୍ୱଳ ଭବିଷ୍ୟତର ମୂଳଦୁଆକୁ ଏହି ବଜେଟ ସୁଦୃଢ କରିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣର ସ୍ୱପ୍ନକୁ ଏହି ବଜେଟ ପକ୍କା କରିଛି ।କେନ୍ଦ୍ର ବଜେଟ୍ ୨୦୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
February 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ନିଜର ମନ୍ତବ୍ୟ ରଖିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜିର ବଜେଟ୍ ଐତିହାସିକ ଏବଂ ଏହା ଦେଶର ମହିଳାମାନଙ୍କ ସଶକ୍ତ ମନୋବଳକୁ ପ୍ରତିଫଳିତ କରୁଛି। ସେ ଉଲ୍ଲେଖ କରିଥିଲେ ଯେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଜଣେ ମହିଳା ଅର୍ଥମନ୍ତ୍ରୀ ଭାବେ କ୍ରମାଗତ ନବମ ଥର ପାଇଁ ଦେଶର ବଜେଟ୍ ଉପସ୍ଥାପନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ବଜେଟ୍ ଅପାର ସୁଯୋଗର ଏକ ପ୍ରଶସ୍ତ ପଥ ଯାହା ବର୍ତ୍ତମାନର ସ୍ୱପ୍ନକୁ ପୂରଣ କରିବ ଏବଂ ଭାରତର ଉଜ୍ଜ୍ୱଳ ଭବିଷ୍ୟତର ମୂଳଦୁଆକୁ ସୁଦୃଢ଼ କରିବ । ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ଦିଗରେ ଭାରତର ଉଚ୍ଚ ଉଡାଣର ଆଧାର ଭାବେ ଏହି ବଜେଟ୍ କାର୍ଯ୍ୟ କରୁଛି।'ସହଜ ଜୀବନଧାରଣ'କୁ ପ୍ରୋତ୍ସାହନ ଦେବା ଏବଂ ଭବିଷ୍ୟତରେ ସଂସ୍କାର ଗତିପଥ ଜାରି ରଖିବା ଲାଗି ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ
December 26th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ତାଙ୍କ ସରକାର 'ସହଜ ଜୀବନଯାପନ'କୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଆଗାମୀ ସମୟରେ ଏହି ସଂସ୍କାର କାର୍ଯ୍ୟ ଆହୁରି ଜୋରଦାର ଭାବେ ଜାରି ରହିବ। ଶ୍ରୀ ମୋଦୀ ଏକ୍ସ ରେ ଏକ ଉଦାହରଣ ମଧ୍ୟ ସେୟାର କରିଛନ୍ତି, ଯାହା ଦର୍ଶାଉଛି ତାଙ୍କ ସରକାର ସେହି ଦିଗରେ କିପରି କାର୍ଯ୍ୟ କରିଛନ୍ତି।Cabinet approves three new corridors as part of Delhi Metro’s Phase V (A) Project
December 24th, 03:25 pm
The Union Cabinet approved three new corridors - 1. R.K Ashram Marg to Indraprastha (9.913 Kms), 2. Aerocity to IGD Airport T-1 (2.263 kms) 3. Tughlakabad to Kalindi Kunj (3.9 kms) as part of Delhi Metro’s Phase – V(A) project consisting of 16.076 kms which will further enhance connectivity within the national capital. Total project cost of Delhi Metro’s Phase – V(A) project is Rs.12014.91 crore, which will be sourced from Government of India, Government of Delhi, and international funding agencies.