ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ନିଶା ବିରୋଧରେ ଲଢ଼େଇରେ ସରକାର ଯୁବପିଢ଼ିଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
August 02nd, 11:25 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ' ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ଚଣ୍ଡୀଗଡ଼ରେ ₹୪,୭୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
July 17th, 01:45 pm
ପ୍ରାୟ ଦେଢ଼ ବର୍ଷ ପୂର୍ବେ ଦେଶର ନ୍ୟାୟ ବ୍ୟବସ୍ଥାରେ କରାଯାଇଥିବା ଐତିହାସିକ ଏବଂ ବ୍ୟାପକ ପରିବର୍ତ୍ତନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପନିବେଶବାଦୀ ଦଣ୍ଡମୂଳକ ଆଇନରୁ ନ୍ୟାୟକେନ୍ଦ୍ରିକ ବ୍ୟବସ୍ଥାକୁ ଦେଶ ରୂପାନ୍ତରିତ ହୋଇଛି। “ଭାରତୀୟ ନ୍ୟାୟ ସଂହିତାର କାର୍ଯ୍ୟାନ୍ୱୟନ ଚଣ୍ଡିଗଡ଼ରୁ ହିଁ ଆରମ୍ଭ ହୋଇଥିଲା,” ବୋଲି ଶ୍ରୀ ମୋଦୀ ମତ ଦେଇଥିଲେ।ଅର୍ଥନୈତିକ ରୋଡମ୍ୟାପ୍ ବ୍ୟବସାୟିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 06:15 am
ଆଜି ଏହି ସଭାଗୃହରେ ଭାରତ ଓ ଅଷ୍ଟ୍ରେଲିଆର ବ୍ୟବସାୟିକ ଶକ୍ତି ଏବଂ ବ୍ୟବସାୟିକ ମହତ୍ତ୍ୱାକାଂକ୍ଷାର ଏକ ଉତ୍କୃଷ୍ଟ ସମନ୍ୱୟ ଦେଖିବାକୁ ମିଳୁଛି। ଏଠାରେ ଆପଣମାନଙ୍କର ଉପସ୍ଥିତି ଆମର ସାମୂହିକ ବିଶ୍ୱାସ ଓ ସାମୂହିକ ଆଶା-ଆକାଂକ୍ଷାର ପ୍ରତୀକ।Prime Minister addresses Australia-India CEOs Forum and Economic Roadmap Business event
July 09th, 06:00 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.ରୋଜଗାର ମେଳା ଅଧୀନରେ ନିଯୁକ୍ତି ପତ୍ର ବଣ୍ଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର
January 24th, 11:30 am
୨୦୨୬ ବର୍ଷ ଆରମ୍ଭ ଆମ ଜୀବନରେ ନୂଆ ଆନନ୍ଦର ଅୟମାରମ୍ଭ । ଏହାସହ ଗତକାଲି ବସନ୍ତ ପଞ୍ଚମୀ ସରିବା ପରେ ଆପଣମାନଙ୍କ ଜୀବନରେ ଏକ ନୂଆ ବସନ୍ତ ଆସିଛି । ସମ୍ବିଧାନ ପ୍ରତି ଆପଣମାନଙ୍କ କର୍ତ୍ତବ୍ୟବୋଧତା ବି ଏହି ସମୟ ସୂଚିତ କରୁଛି । କାକତାଳୀୟ ନ୍ୟାୟରେ ଏବେ ଦେଶରେ ସାଧାରଣତନ୍ତ୍ର ଦିବସର ମାହୋଲ ରହିଛି । ଗତକାଲି ଜାନୁୟାରୀ ୨୩ ତାରିଖରେ ସୁଭାଷ ବୋଷଙ୍କ ଜୟନ୍ତୀରେ ଆମେ ପରାକ୍ରମ ଦିବସ ପାଳନ କରିଛେ । ଆସନ୍ତାକାଲି ଜାନୁୟାରୀ ୨୫ ତାରିଖରେ ଆମେ ଜାତୀୟ ମତଦାତା ଦିବସ ପାଳନ କରିବାକୁ ଯାଉଛେ । ତାପରେ ଜାନୁୟାରୀ ୨୬ରେ ଆମେ ସାଧାରଣତନ୍ତ୍ର ଦିବସ ପାଳନ କରିବା । ଆଜି ମଧ୍ୟ ଏକ ସ୍ୱତନ୍ତ୍ର ଦିବସ । ଆଜିର ଦିନରେ ଜନ ଗଣ ମନକୁ ଜାତୀୟ ସଙ୍ଗୀତ ଓ ବନ୍ଦେ ମାତରମକୁ ଜାତୀୟ ଗୀତ ଭାବେ ସମ୍ବିଧାନ ଗ୍ରହଣ କରିଥିଲା । ଏହି ମହତ୍ୱପୂର୍ଣ୍ଣ ଦିନରେ ୬୧ ହଜାରରୁ ଊର୍ଦ୍ଧ୍ୱ ଯୁବକ ସେମାନଙ୍କର ନୂଆ ଜୀବନ ଆରମ୍ଭ କରିଛନ୍ତି ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଲୋକଙ୍କ ଜୀବନରେ ନୂଆ ଆନନ୍ଦ ଆଣି ବର୍ଷ ୨୦୨୬ ଆରମ୍ଭ ହୋଇଛି । ଏହା ସହିତ ନାଗରିକଙ୍କୁ ସେମାନଙ୍କ ସାମ୍ବିଧାନିକ କର୍ତ୍ତବ୍ୟ ସହ ମଧ୍ୟ ଯୋଡ଼ିଛି। ଏହି ସମୟ ଗଣତନ୍ତ୍ର ଦିବସ ପରି ମହାନ ସମାରୋହ ସହ ମେଳ ଖାଉଛି। ସେ କହିଥିଲେ ଯେ, ୨୩ ଜାନୁଆରୀ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଦେଶ ପରାକ୍ରମ ଦିବସ ପାଳନ କରିଥିଲା, ୨୫ ଜାନୁଆରୀରେ ଦେଶ ଜାତୀୟ ଭୋଟର ଦିବସ ପାଳନ କରିବ ଓ ତା’ ପରଦିନ ଗଣତନ୍ତ୍ର ଦିବସ ପାଳନ କରାଯିବ। ଆଜି ଦିନଟି ମଧ୍ୟ ଗୁରୁତ୍ବପୂର୍ଣ୍ଣ କାରଣ ଆଜି ସମ୍ବିଧାନ ‘ଜନ ଗଣ ମନ’କୁ ଜାତୀୟ ସଂଗୀତ ଓ ‘ବନ୍ଦେ ମାତରମ୍’କୁ ଜାତୀୟ ଗୀତ ମାନ୍ୟତା ପ୍ରଦାନ କରିଥିଲା। ଆଜିର ଦିନରେ ପ୍ରାୟ ୬୧ ହଜାର ଯୁବକଯୁବତୀ ସରକାରୀ ସେବା ପାଇଁ ନିଯୁକ୍ତିପତ୍ର ଗ୍ରହଣ ସହ ନିଜ ଜୀବନର ନୂଆ ଅଧ୍ୟାୟ ଆରମ୍ଭ କରୁଛନ୍ତି। ଶ୍ରୀ ମୋଦୀ ଏସବୁ ନିଯୁକ୍ତି ପତ୍ରକୁ ରାଷ୍ଟ୍ରନିର୍ମାଣ ଲାଗି ଏକ ଆମନ୍ତ୍ରଣ ଓ ବିକଶିତ ଭାରତ ନିର୍ମାଣ ଲାଗି ଏକ ଶପଥପତ୍ର ଭାବେ ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ ଏମାନଙ୍କ ମଧ୍ୟରୁ କିଛି ଜାତୀୟ ସୁରକ୍ଷାକୁ ସୁଦୃଢ କରିବେ, ଶିକ୍ଷା ଓ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବେ, ଆର୍ଥିକ ସେବାକୁ ସଦୃଢ କରିବେ ଏବଂ ଶକ୍ତି ନିରାପତ୍ତା ସୁନିଶ୍ଚିତ କରି ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ସମସ୍ତ ଯୁବଜନତାଙ୍କୁ ସେ ନିଜର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 19th, 07:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱସ୍ତରୀୟ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଗତ ତିନି ଦିନ ଧରି, ପାରମ୍ପରିକ ଔଷଧ କ୍ଷେତ୍ରରେ ବିଶ୍ୱର ବିଶେଷଜ୍ଞମାନେ ଗମ୍ଭୀର ଏବଂ ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଏହି ଉଦ୍ଦେଶ୍ୟରେ ଭାରତ ଏକ ଦୃଢ଼ ମଞ୍ଚ ଭାବରେ କାର୍ଯ୍ୟ କରୁଥିବାରୁ ସେ ଖୁସି ପ୍ରକାଶ କରି ଏହି ପ୍ରକ୍ରିୟାରେ ‘ହୁ’ର ସକ୍ରିୟ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ସମ୍ମିଳନୀର ସଫଳ ଆୟୋଜନ ପାଇଁ ହୁ, ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ।ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 22nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।